ରାଜ୍ୟ

ଧାମନଗରରେ ଚାଲିଛି ମତଦାନ

ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର...

ସ୍କୁଲ କ୍ରୀଡ଼ାରେ ଭିତ୍ତିଭୂମି ବାଧକ

କ୍ରୀଡ଼ା ଜରିଆରେ ଓଡ଼ିଶାର ଛାତ୍ରୀଛାତ୍ରମାନଙ୍କ ବ୍ୟକ୍ତିତ୍ୱ ବିକାଶ କରିବା ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଲକ୍ଷ୍ୟ। ସରକାର ସବୁବେଳେ ଶିକ୍ଷା ଓ କ୍ରୀଡ଼ା କ୍ଷେତ୍ରର ଉତ୍କର୍ଷ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି। ସେଥିପାଇଁ ଭାରତରେ ଓଡ଼ିଶା ଏକ ବୃହତ୍‌ କ୍ରୀଡ଼ା...

ରାତି ପାହିଲେ ଧାମନଗର ଉପନିର୍ବାଚନ: ୧୦୦ ମିଟର ଭିତରେ କଥାବାର୍ତ୍ତା ହେଲେ ବନ୍ଧା ହେବେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାତି ପାହିଲେ ଧାମନଗର ଉପନିର୍ବାଚନ। ଏଥିପାଇଁ ଶେଷ ହୋଇଛି ପାଇଁ ସମସ୍ତ ପ୍ରସ୍ତୁତି । ଗୁରୁବାର ସକାଳ ୭ଟାରୁ ସନ୍ଧ୍ୟା ୬ଯାଏ ଭୋଟଗ୍ରହଣ କରାଯିବ। ତେବେ ସକାଳ ୭ଟାରୁ ସନ୍ଧ୍ୟା ସାଢ଼େ ୬ ଯାଏ ଏକ୍‌ଜିଟ୍‌ ପୋଲ୍‌ ଉପରେ...

ଅଁଳାନବମୀରେ ସାକ୍ଷୀଗୋପାଳ ଚଳଚଞ୍ଚଳ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ସାକ୍ଷୀଗୋପାଳ,୨ା୧୧(ଡି.ଏନ୍‌.ଏ.): ପୁରୀ ଜିଲାର ଦିତୀୟ ବୃହତ୍ତମ ଗଣପର୍ବ ସାକ୍ଷୀଗୋପାଳ ମନ୍ଦିରରେ ବୁଧବାର ଅଁଳାନବମୀ ଉପଲକ୍ଷେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ବର୍ଷକୁ ଗୋଟିଏ ଦିନ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶରେ ଦୁର୍ଲ୍ଲଭ ଦର୍ଶନ ସହିତ ସାକ୍ଷୀଗୋପାଳ ଠାକୁର ରାଧାଦାମୋଦର...

ଶେଷରେ ଶାଶୁଘର ଚାବି ଫେରାଇଲେ ବର୍ଷା

କଟକ ଅଫିସ,୨।୧୧: କୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ଶାଶୁଘର ଚାବି ଫେରାଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ସେ ବୁଧବାର ଚାବି ଦାଖଲ କରିଛନ୍ତି। ଏଥିସହ ପରିବାର ଅଦାଲତରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି। ପ୍ରକାଶ ଯେ, ପୂର୍ବରୁ କୋର୍ଟଙ୍କ ଆଦେଶ...

ଆସନ୍ତା ୧୦ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଅପରାହ୍ନରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯିବା ପରେ ସେ ରାଜଭବନ ଯିବେ। ରାଜଭବନରେ ରାତ୍ରି...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୩୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୬,୬୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଅର୍ଚ୍ଚନା ନାଗ ଘଟଣା: ୪ ଜଣଙ୍କ ନାଁରେ ମାମଲା ରୁଜୁ କଲା ଇଡି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାରେ ବୁଧବାର ମାମଲା ରୁଜୁ କରିଛି ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହି ଘଟଣାର ମୁଖ୍ୟ କୁହାଯାଉଥିବା ଅର୍ଚ୍ଚନା ନାଗ, ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ, ଖଗେଶ୍ୱର ସାହୁ ଏବଂ ଶ୍ରଦ୍ଧାଞ୍ଜଳି ବେହେରାଙ୍କ...

ଭର୍ଚୁଆଲରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ

ଆଠଗଡ,୨।୧୧(ଡି.ଏନ.ଏ): ଏଥର ଭର୍ଚୁଆଲରେ ଧବଳେଶ୍ୱରଙ୍କ ଦର୍ଶକ କରିବେ ଭକ୍ତ। ଝୁଲାପୋଲ ନିକଟରେ ଏକ ବଡ ଏଲ୍‌ଇଡି ଟିଭି ଲଗାଯିବ। ଏହି ମାଧ୍ୟମରେ ବାବା ଧବଳେଶ୍ୱରଙ୍କୁ ଭକ୍ତ ଦର୍ଶନ କରିବେ। ବାବାଙ୍କ ସମସ୍ତ ରୀତିନୀତି ସମ୍ପନ୍ନ କରାଯିବା ସହ ଗଜଭୋଗ ବି...

ଆସନ୍ତା ୧୦ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ହେବା ପରେ ସେ ପ୍ରଥମ ଥର ଲାଗି ଓଡ଼ିଶା ଆସୁଛନ୍ତି। ୧୦ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜଭବନକୁ ଯିବେ। ଏହାପରେ ପୁରୀ...

ଆଜି ରାଜ୍ୟରେ ୨୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧ ଲୋକାଲ କେସ୍‌ ଥିବା ରାଜ୍ୟ...

ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା ଯାଏ ଚାଲିବ। ଏଥିପାଇଁ ୨୫୨ଟି ମତଦାନ କେନ୍ଦ୍ର କରାଯାଇଛି। ମତଦାନ କିଭଳି ଶାନ୍ତିଶୃଙ୍ଖଳା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri