ରାଜ୍ୟ

ପୂର୍ବ ସରକାରଙ୍କ ଯୋଜନାକୁ ଆଗେଇନେଲେ ପ୍ରଗତି ହେବ: ବିଜେଡି

ଭୁବନେଶ୍ୱର,୨୫।୯(ଅନିଲ ଦାସ):ନିକଟରେ ପ୍ରକାଶିତ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ ରିପୋର୍ଟରେ ଦିଆଯାଇଛି ଯେ ଗତ ଦୁଇ ଦଶନ୍ଧିରେ ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି; ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ଏହି ରିପୋର୍ଟ ବିଜୁ...

ଭିମ୍‌ସାରକୁ ୧୧. ୨୨ ଲକ୍ଷ ଟଙ୍କା ଜରିମାନା

ସମ୍ବଲପୁର,୨୫ା୯(ପ୍ରମୋଦ ବହିଦାର):ବର୍ଜ୍ୟବସ୍ତୁ ପରିଚାଳନାରେ ତ୍ରୁଟି ପାଇଁ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭିସମାର)କୁ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଜରିମାନା କରାଯାଇଛି। ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଭାବେ ନ ହୋଇ ପ୍ରଦୂଷଣ ନିୟନ୍ତ୍ରଣ ନିୟମ...

ଆର୍ମି ମେଜର, ବାନ୍ଧବୀଙ୍କୁ ପିଏସ୍‌ଓ ଯୋଗାଇଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ):ଭରତପୁର ଥାନାରେ ନିର୍ଯାତନାର ଶିକାର ହୋଇଥିବା ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କ ସୁରକ୍ଷାଙ୍କୁ ସୁରକ୍ଷା ଯୋଗାଇଛି କମିଶନରେଟ୍‌ ପୋଲିସ। ଉଭୟଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସ୍‌ଓ) ନିୟୋଜିତ କରାଯାଇଛି। ମେଜରଙ୍କ ସୁରକ୍ଷା ଦାୟିତ୍ୱରେ ପିଏସ୍‌ଓ ରାଜେନ୍ଦ୍ର...

ଏଣିକି ସ୍କୁଲ ଛାତ୍ରୀଛାତ୍ରଙ୍କୁ ମିଳିବ ଏକକ ପରିଚୟ ପତ୍ର

ଭୁବନେଶ୍ୱର,୨୫।୯(ଶର୍ମିଷ୍ଠା ପାଣିଗ୍ରାହୀ):ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଲାଗୁ ହେବ ଏକକ ପରିଚୟ ପତ୍ର। ସମସ୍ତ ସରକାରୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍ବତନ୍ତ୍ର ଆଇଡେଣ୍ଟିଫିକେଶନ ନମ୍ବର ମିଳିବ। ଆଧାର କାର୍ଡ ପରି ଏକ ସ୍ବତନ୍ତ୍ର ଆଇଡି ପ୍ରସ୍ତୁତ କରାଯିବ। ପିଲାଙ୍କ ଶିକ୍ଷାଗତ ଯୋଗ୍ୟତାଠାରୁ ଆରମ୍ଭ...

ବଣାଇଁରେ ନାବାଳିକା କୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଘଟଣା: ୧୮ ଦିନ ପରେ ପୋଲିସ ହାତରେ ଅଭିଯୁକ୍ତ

ବଣାଇଁ, ୨୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଜିକୁ ଅଠର ଦିନ ତଳେ ଅର୍ଥାତ ଚଳିତ ମାସ ୬ ତାରିଖ ଦିନ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣାର ଅଭିଯୁକ୍ତକୁ ବଣାଇଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି।...

୩୧ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର: ୨୪,୧୬୨ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ...

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧.୨୦ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୪।୯: ଚଳିତ ସେପ୍ଟେମ୍ବରରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ...

ଦୂର ହେଲା ପଥୁରୀ ଦେହୁରୀଙ୍କ କଷ୍ଟ: ଘର ପାଖରେ ଭତ୍ତା ଦେବା ସହ ତିନି ଚକିଆ ସାଇକେଲ ପ୍ରଦାନ କଲା ପ୍ରଶାସନ

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ପଥୁରୀ ଦେହୁରୀଙ୍କୁ ଘର୍ ପାଖରେ ଭତ୍ତା ଦେବା ସହ ଏକ ତିନି ଚକିଆ ସାଇକେଲ ପ୍ରଦାନ କରାଯାଇଛି। ଏହା ପରଠାରୁ ତାଙ୍କୁ ଘରେ ଭତ୍ତା ଦିଆଯିବ ବୋଲି ତେଲକୋଇ ବ୍ଲକ...

ପୁଅ-ବୋହୂକୁ ଅଲୋଡା ବୃଦ୍ଧା ମାଆ: ତାଲା ବନ୍ଦ ଘରୁ ଉଦ୍ଧାର କଲା ପୋଲିସ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର) ଜନ୍ମ କଲା ମାଆ ବୃଦ୍ଧା ହେବା ପରେ ପୁଅ- ବୋହୂଙ୍କ ପାଇଁ ଅଲୋଡା ହୋଇ ଆସୁଥିବା ଘଟଣା ବିଭିନ୍ନ ସମୟରେ ଦେଖିବାକୁ ମିଳୁଥିବା ବେଳେ ମଙ୍ଗଳବାର ଏଭଳି ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଗଞ୍ଜାମ ଜିଲା...

ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପିଠରେ ଶୋଡଶ ଉପଚାରପର୍ବ ଆରମ୍ଭ

ପୁରୁଷୋତ୍ତମପୁର,୨୪।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରହିଥିବା କିମ୍ବଦନ୍ତିପୂର୍ଣ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଓ ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାରପର୍ବ ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ପବିତ୍ର ମୂଳାଷ୍ଟମି...

ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ ପାଳିତ। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି।...

ସେପ୍ଚେମ୍ବର ୨୭, ୨୮ରେ ଜିଲାପାଳ ସମ୍ମିଳନୀ: ‘ସୁଭଦ୍ରା’ ସଫଳତା ପାଇଁ ପ୍ରଶଂସା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୪।୯: ମଙ୍ଗଳବାର ପୂର୍ବାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ସମେତ ସଂପୃକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri