ରାଜ୍ୟ

ରାଜମହଲ ଓଭରବ୍ରିଜରେ ଦୁର୍ଘଟଣା: କାର୍‌ ଧକ୍କାରେ ବିଏମ୍‌ସି ଇନ୍ସପେକ୍ଟର ମୃତ

ଭୁବନେଶ୍ୱର ୩୧ା୧୦ ( ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ରାଜମହଲ ଓଭରବ୍ରିଜ ଉପରେ ରବିବାର ରାତି ପ୍ରାୟ ୧୨ଟା ୩୦ରେ ଏକ ଦୁର୍ଘଟଣା ଘଟିଛି। ଏଜି ଛକରୁ କଳ୍ପନା ଅଭିମୁଖେ ଯାଉଥିବା ବାଇକକୁ ପଛପଟୁ ଏକ କାର୍‌ (ଓଡି୦୨ସିଏ୦୯୮୭) ଧକ୍କା...

ଆଜି ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର/କୋରାପୁଟ,୩୧ା୧୦(ବ୍ୟୁରୋ/ନି.ପ୍ର.):କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ସୋମବାର ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରକୁ ନିୟମିତ ବିମାନ ଉଡ଼ାଣ ଆରମ୍ଭ ହେବ। ଅହମ୍ମଦାବାଦସ୍ଥିତ ଇଣ୍ଡିଆନ ଏୟାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ)ରୁ...

ଧାମନଗର ଉପନିର୍ବାଚନ:ଆଜି ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଭଦ୍ରକ ଜିଲାର ଧାମନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ। ଏଥିଲାଗି ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଏଲଇଡି ଲଗାଯାଇଛି। ଧୂଷୁରୀ, ଅସୁରାଳି, ଧାମନଗର,...

ଆଜିଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାରଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ ହେଉଛି। ଏଥିପାଇଁ ଭିଜିଲାନ୍ସ ପକ୍ଷରୁ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ଲୋକସେବା ଭବନରେ ସୋମବାର ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ। ସମ୍ମାନିତ ଅତିଥି ଭାବ...

ପିଜି ସିଟ୍‌ ପୂରଣ ପାଇଁ ୧ରୁ ଆବେଦନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲି ପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ପୁଣିଥରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ଏକକ ପିଜି ପ୍ରବେଶିକା...

ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟକୁ ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ, ୩୧ା୧୦: ଆସନ୍ତା ନଭେମ୍ବର ୮ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ସଂଘଟିତ ହେବାକୁ ଯାଉଛି। ତେବେ ଏହି ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ, ଚନ୍ଦ୍ରଗ୍ରହଣ...

ଓଡ଼ିଶାରେ ପ୍ରମୁଖ ବ୍ରିଜ୍‌ ଦୁର୍ଘଟଣା: ବମିଖାଲରୁ ବଲାଙ୍ଗୀର ଯାଏ

ଭୁବନେଶ୍ୱର,୩୧ା୧୦ (ବ୍ୟୁରୋ): ଭୁବନେଶ୍ୱରର ବମିଖାଲଠାରୁ ବଲାଙ୍ଗୀର ଯାଏ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଅନେକ ବ୍ରିଜ୍‌ ଭୁଶୁଡ଼ିବା ଘଟଣା ଦେଖିବାକୁ ମିଳିଛି। ସେଥିରେ କେତେକ ପୁରୁଣା ବ୍ରିଜ୍‌ ହୋଇଥିବାବେଳେ ଆଉ କେତେକ ନିର୍ମାଣାଧୀନ ଅବସ୍ଥାରେ ଭାଙ୍ଗିପଡ଼ିଛି। ବେଶି ପୂର୍ବର କଥା ନୁହଁ,...

ଘରୁ ମିଳିଲା ଗୋଟିଏ ପରିବାରର ୪ ମୃତଦେହ

ବରଗଡ଼ ଅଫିସ୍‌,୩୦।୧୦: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଜାଣ୍ଡୋଲ(କନ୍ଧପଡ଼ା)ରେ ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ଏକ ବୁଣାକାର ପରିବାରର ୪ ସଦସ୍ୟଙ୍କ ମୃତଦେହ ଘର ଭିତରେ ପଡିଥିବା ରବିବାର ସନ୍ଧ୍ୟାରେ ଦେଖିବାକୁ ମିଳିଛି। ମୃତକମାନେ ହେଲେ...

ଭୁଶୁଡ଼ିଲା ପୋଲ, ଖସିପଡ଼ିଲା ୨ ଚଳନ୍ତା କାର୍‌: ୫ ଆହତ

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ପୋଲ ଭୁଶୁଡି ପଡିବାରୁ ୨ ଚଳନ୍ତା କାର୍‌ ବ୍ରିଜ୍‌ ତଳକୁ ଖସିପଡିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟ ଭାଗୀରଥି ପାର୍କ ନିକଟରେ। କାର୍‌ରେ ଥିବା ୫ ଜଣଙ୍କୁ ଉଦ୍ଧାର କରାଯାଇ...

ଜାଲ୍‌ ସାର୍ଟିଫିକେଟ ପ୍ରସ୍ତୁତ କରି ବନ୍ଧା ହେଲେ

ବୁଗୁଡ଼ା,୩୦।୧୦(ଡି.ଏନ୍‌.ଏ.): ଗତ କିଛି ବର୍ଷ ଧରି ନକଲି ସାର୍ଟିଫିକେଟ ପ୍ରସ୍ତୁତ କରି ମାଲାମାଲ ହୋଇଥିବା ଜଣେ ଯୁବକ ପୋଲିସ ପଞ୍ଝାରେ ପଡି ଗିରଫ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଗିରଫ ବ୍ୟକ୍ତି ଜଣକ ସ୍ଥାନୀୟ ମେଡିକାଲ ଛକ...

ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ଗିରଫ ହେଲେ ଗଣିତ ଶିକ୍ଷକ

ଦେବଗଡ଼,୩୦।୧୦(ଡି.ଏନ୍‌.ଏ.): ପୁଣି କଳଙ୍କିତ ହେଲା ଗୁରୁ-ଶିଷ୍ୟଙ୍କ ସମ୍ପର୍କ l ନାବାଳିକା ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ବଳପୂର୍ବକ ଆଲିଙ୍ଗନ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଗଣିତ ଶିକ୍ଷକ l ଏଭଳି ଘଟଣା ଘଟିଛି ବାରକୋଟ ଥାନା ଅଧୀନ ବମ୍ପରଡା...

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ଦାୟୀ। ହେଲେ ତାଙ୍କୁ ମନ୍ତ୍ରିପଦରୁ ଏଯାବତ୍‌ ବହିଷ୍କାର କରାଯାଉନି କି ଗିରଫ କରାଯାଉନି। ତେଣୁ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ପରିଚାଳିତ ଏସଆଇଟି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri