ରାଜ୍ୟ

କାନ୍ଥରେ, ଗଛରେ ପୋଷ୍ଟର ମାରିଲେ ଜରିମାନା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଅନ୍ୟପଟେ ସହରବାସୀ ଏଥିରେ ସହଯୋଗ କରିବା ପାଇଁ ବିଏମ୍‌ସି ପକ୍ଷରୁ ବାରମ୍ବାର ଅପିଲ କରାଯାଉଥିଲେ ମଧ୍ୟ ଜନସାଧାରଣ ଚେତୁନାହାନ୍ତି।...

ଓଆରଏଚଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ଅନ୍ତରୀଣ ଜାମିନ

କଟକ ଅଫିସ,୨୭।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ଅଧିକାରୀ ବିନୋଦ କୁମାରଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ ନିଗମ ମାମଲାରେ ଭିଜିଲାନ୍ସ କୋର୍ଟ ବିଧାୟକ ମୋକିମଙ୍କୁ ୩ ବର୍ଷ ଜେଲ...

ଏଟିଏମ୍‌ ଭାଙ୍ଗି ଲୁଟ୍‌ ମାମଲାର ପର୍ଦ୍ଦାଫାଶ: ୩ ଗିରଫ, ୪ ଫେରାର

ଢେଙ୍କାନାଳ ଅଫିସ,୨୭ା୧୦: ଢେଙ୍କାନାଳ ଜିଲା ଗଁଦିଆ ଥାନା ବରପଦା ଶ୍ରୀରାମଚନ୍ଦ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଥିବା ଷ୍ଟେଟ୍‌ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଏକ ଏଟିଏମ୍‌କୁ ଗତ ୩ ତାରିଖ ରାତିରେ ତାଡ଼ି ୭ ଜଣ ଦୁର୍ବୃତ୍ତ ୨୨ ଲକ୍ଷ ୧୭ ହଜାର...

କଫି ଚାଷୀ କ୍ଷତିରେ

କୋରାପୁଟ ଅଫିସ୍‌, ୨୭।୧୦: ଇଟାଲିର ଇଲି କାଫେ, ଆମେରିକାର ଷ୍ଟାରବକ୍ସ ଭଳି ନାମୀଦାମୀ ବ୍ରାଣ୍ଡ୍‌ ସହ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇଲାଣି କୋରାପୁଟ କଫି। ହେଲେ ଏହାର ମାନ ବୃଦ୍ଧି ପାଇଁ ଚାଷୀଙ୍କୁ ଆବଶ୍ୟକ ତାଲିମ୍‌, ପ୍ରୋତ୍ସାହନ ମିଳୁପାରୁନାହିଁ। ସର୍ବୋପରି ଉପଯୁକ୍ତ ମୂଲ୍ୟ...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୨୪ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୭ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୮ ବର୍ଷରୁ କମ୍‌ ବୟସର ୫ ଆକ୍ରାନ୍ତ ରହିଥିବା ନେଇ...

ଡାକ୍ତର ପରିଚୟ ଦେଇ ଚିକିତ୍ସା କରୁଥିଲେ କ୍ୱାକ୍‌, ଶେଷରେ ହେଲେ ବନ୍ଧା

ଦେବଗଡ଼,୨୬ା୧୦(ଡି.ଏନ୍‌.ଏ.): ଦେବଗଡ଼ ଆଦର୍ଶ ଥାନା ପୋଲିସ ବୁଧବାର କଦମ୍ବଦର୍ହ ଗ୍ରାମରୁ ଜଣେ କ୍ୱାକ୍‌(ନକଲି ଡାକ୍ତର)ଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ଔଷଧ ଜବତ କରିଥିବା ଜଣାପଡ଼ିଛି। ଗିରଫ ହୋଇଥିବା ନକଲି ଡାକ୍ତର ଜଣକ ପଶ୍ଚିମବଙ୍ଗ ରାଜ୍ୟ...

ଆସନ୍ତାକାଲିଠାରୁ ନବମ ସମ୍ମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୬ା୧୦- ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ନବମ ଶ୍ରେଣୀ ସମ୍ମେଟିଭ ଆସେସ୍‌ମେଣ୍ଟ(ଏସ୍‌ଏ)-୧ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟର ୫ ଲକ୍ଷ ୭୪ ହଜାର ୭୦୨ ଜଣ...

ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼: ୬ ଅଟକ

ବରଗଡ଼ ଅଫିସ,୨୬ା୧୦: ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ବୁଧବାର ବରଗଡ଼ ଜିଲା ପାଇକମାଳ ଗସ୍ତରେ ଯାଇଥିବାବେଳେ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଏହି ଘଟଣାରେ ୬ଜଣଙ୍କୁ ଅଟକ...

ପୂର୍ବତନ ଏଜି ଅଶୋକ ମହାନ୍ତିଙ୍କ ବଢ଼ିଲା ଅଡ଼ୁଆ

କଟକ ଅଫିସ,୨୬।୧୦: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ଅଶୋକ ମହାନ୍ତିଙ୍କ ପାଇଁ ବଢ଼ିଛି ଅଡୁଆ। ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲାରୁ ତାଙ୍କୁ ବାଦ ଦେବାକୁ ସେ କରିଥିବା ଆବେଦନକୁ ବୁଧବାର ହାଇକୋର୍ଟ ଖାରଜ କରିଛନ୍ତି। ଏଣୁ ଏହି ମାମଲାରେ ସେ ବିଚାରର ସାମ୍ନା...

ଏବେ ମାଓବାଦୀଙ୍କ ରାଜ୍‌ ଚଳିବ ନାହିଁ, ସ୍ବାଭିମାନ ଅଞ୍ଚଳରେ ପୋଲିସ-ଗୁଇନ୍ଦା ବିଭାଗ ମାରିଲା ପୋଷ୍ଟର

ଚିତ୍ରକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସୀମାନ୍ତ ଅଞ୍ଚଳରୁ ମାଓବାଦୀ ମୂଳପୋଛ ପାଇଁ ପ୍ରୟାସ ଜାରି ରହିଛି। ଦିନ ଥିଲା ଉକ୍ତ ଅଞ୍ଚଳରେ ମାଓବାଦୀ ରାଜ୍‌ କରୁଥିଲେ ତାଙ୍କ ବିନା ଇସାରାରେ...

ବର୍ଷେ ଯାଏ ଗ୍ୟାଙ୍ଗଷ୍ଟର ସକିଲଙ୍କୁ ତଡ଼ିପାର ନିର୍ଦ୍ଦେଶ

କଟକ ଅଫିସ,୨୬।୧୦: ଗ୍ୟାଙ୍ଗଷ୍ଟର ସକିଲଙ୍କୁ ତଡ଼ିପାର ନିର୍ଦ୍ଦେଶ। ବିଭିନ୍ନ ଅପରାଧିକ କାର୍ଯ୍ୟକଳାପରେ ସାମିଲ ଥିବାରୁ ତାଙ୍କ ନିକଟକୁ ବର୍ଷେ ଲାଗି ତଡ଼ିପାର ନୋଟିସ ପଠାଇଛି କଟକ କମିଶନରେଟ ପୋଲିସ। ଏହା ଅନୁଯାୟୀ ଆଗାମୀ ଗୋଟିଏ ବର୍ଷ ପର୍ଯ୍ୟନ୍ତ ସକିଲ କମିଶନରେଟ...

ସମୟ ଆସିଲେ ସବୁ ସତ କହିବି: ଅର୍ଚ୍ଚନା ନାଗ

ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ମାସକ ପରେ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କୁ କ୍ୟାମେରା ସାମ୍ନାରେ ଦେଖିବାକୁ ମିଳିଛି। ବୁଧବାର କଡ଼ା ସୁରକ୍ଷା ବଳୟ ଭିତରେ ଝାରପଡ଼ା ଜେଲ୍‌ରୁ ଭୁବନେଶ୍ୱର ଏସ୍‌ଡିଜିଏମ୍‌ କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା। ସେଠାରେ ଅର୍ଚ୍ଚନା ହାଜିରା ପକାଇବା ପରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri