ରାଜ୍ୟ

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ ହୋଇଛି।...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ ରିଲିଫ୍‌ ନୁହେଁ, ଏହାକୁ ବିପର୍ଯ୍ୟୟ ଅଧିକାର ରାଶି କୁହାଯିବ। ଏନେଇ ରାଜସ୍ବ ବିଭାଗ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ ଓଢ଼ଣୀ ବନ୍ଧାଥିବା ଜଣେ ଯୁବକ ଏବଂ ଜଣେ ଯୁବତୀଙ୍କ ମୃତଦେହ ଝୁଲୁଥିବାର ସ୍ଥାନୀୟ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଆଜି ମଧ୍ୟ ଏକ ଭିଡିଓ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ ଗବେଷଣା କେନ୍ଦ୍ର ଖୋଲିବ। ଆସନ୍ତା ମାସରେ ‘ଅଚ୍ୟୁତ ସାମନ୍ତ ଇଣ୍ଡିଆ ଇନିସିଏଟିଭ ଅଫ୍‌...

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା କଟାକଟିର ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ମେଜର ଠିଆ ହୋଇ...

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଅକ୍ଟୋବର...

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହାବ୍ୟତୀତ ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ବାରିପଦାସ୍ଥିିତ ପିଆର୍‌ଏମ୍‌ ମେଡିକାଲରେ ଚିକିତ୍ସା ପାଇଁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ ରାସାୟନିକ ପଦାର୍ଥ ମିଶିଛି। ଫଳରେ ନଦୀରେ ବହୁ ପରିମାଣରେ ମାଛ ମରିପଡି ଭାସୁଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri