ରାଜ୍ୟ

ହାତୀ ନେଲା ବୃଦ୍ଧଙ୍କ ଜୀବନ

ପାଇକମାଳ,୨୫।୧୦(ଡି.ଏନ୍‌.ଏ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅଧୀନ ରସମୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ, ଉକ୍ତ ଗ୍ରାମର ରାମଚନ୍ଦ୍ର ନାୟକ(୬୫)। ମିଳିଥିବା ସୂଚନା ମୁତାବକ, ବିଳମ୍ବିତ...

ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ। ଏହା ଆଗାମୀ ୩ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସଦୃଶ-ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ...

କମୁଛି ସଂକ୍ରମଣ: ଗତ ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ଲୋକାଲ କେସ ରହିଛନ୍ତି। ସେହିପରି ୧୮ ବର୍ଷରୁ...

କୁଖ୍ୟାତ ଅପରାଧୀ ବିକାଶ ବେହେରାଙ୍କୁ ଛୁରୀ ଭୁଷି ହତ୍ୟା: ୨ ଅଟକ

ନୟାଗଡ଼ ଅଫିସ,୨୫।୧୦: ନୟାଗଡ଼ ଜିଲା ଦଶପଲା ବ୍ଲକ ମଧ୍ୟଖଣ୍ଡର କୁଖ୍ୟାତ ଅପରାଧୀ ବିକାଶ ବେହେରାଙ୍କୁ ଛୁରୀ ଭୁଷି ହତ୍ୟା କରାଯାଇଛି। ଦୀପାବଳି ଉତ୍ସବ ପାଳନ ଅବସରରେ ସୋମବାର ରାତିରେ ମଧ୍ୟଖଣ୍ଡରେ ବାଣ ଫୁଟାଇବା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ...

ଆକାଶଦୀପ ଵାଣ ଖସିପଡି ଗୋପଵନ୍ଧୁ ଙ୍କ ଷଠିଘରେ ଅଗ୍ନିକାଣ୍ଡ

ସାକ୍ଷୀଗୋପାଳ, ୨୪।୧୦ (ଡି. ଏନ୍. ଏ)ପୁରୀଜିଲ୍ଲା ସତ୍ୟଵାଦୀ ବ୍ଲକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଷଠିଘରେ ଦୀପାବଳୀ ସନ୍ଧ୍ୟାରେ ଆକଷ୍ମିକ ଅଗ୍ନିକାଣ୍ଡ ଘଟିଛି। ଦୀପାବଳିରେ ଅବସରରେ ଏହି ଅଘଟଣ କୁ ନେଇ ଗ୍ରାମବାସୀ ମାନେ ଦୁଃଖ ପ୍ରକାଶ କରିଛନ୍ତି ।...

ବାଣ ଦୋକାନରେ ବିସ୍ଫୋରଣ: ୪ ଗୁରୁତର

କାମାକ୍ଷାନଗର,୨୪।୧୦(ଡି.ଏନ୍‌.ଏ): ଢେଙ୍କାନାଳ ଜିଲା କାମାକ୍ଷାନଗର-ବଡସୁଆଁଳ ଗାଁରେ ଏକ ବାଣ ଦୋକାନରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ଫଳରେ ଏଥିରେ ଜଣେ ନାବାଳକ ସମେତ ୪ ଗୁରୁତର ହୋଇଛନ୍ତି । ସେମାନେ ହେଲେ ବଡସୁଆଁଳ ଗାଁର ଜଗବନ୍ଧୁ ନାୟକ, ଦୁଷ୍ମନ୍ତ...

ବ୍ଲାକ୍‌ମେଲର ଦମ୍ପତ୍ତି ଗିରଫ ଘଟଣା: ତଦନ୍ତ କରିବ ଇଡି

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପଯୋଜକ, ବ୍ୟବସାୟୀ,ପୋଲିସ ଅଧିକାରୀଙ୍କୁ ନିଜ ଜାଲରେ ଫସାଇ ଅର୍ଥ ହଡପ କରିବା ଅଭିଯୋଗରେ ଗିରଫ ହୋଇଥିବା ଦମ୍ପତ୍ତି ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦ ଜେଲରେ ଅଛନ୍ତି। ବେଆଇନ ଅର୍ଥ କାରବାର ନେଇ ଇଡି(ପ୍ରବର୍ତ୍ତନ ନିର୍ଦେଶାଳୟ)...

ବେଦମାତା ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୪।୧୦: କାଳୀପୂଜା ପାଇଁ ପ୍ରସିଦ୍ଧି ଲାଭ କରିଥିବା ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ସୋମବାର ଚଳଚଞ୍ଚଳ ହୋଇଉଠିଛି । ପବିତ୍ର ଦୀପାବଳିଠାରୁ ୭ ଦିନ ମା’ଙ୍କ ସପ୍ତମାତୃକା ବେଶ ହୋଇଥାଏ । ସୋମବାର ପ୍ରଥମ ଦିନରେ...

ପୋଖରୀରେ ଫସିଲା ହାତୀ, ୫ ଘଣ୍ଟା ପରେ ଉଦ୍ଧାର

ଭବାନୀପାଟଣା/ଲାଞ୍ଜିଗଡ଼,୨୪।୧୦(ସ୍ବ.ପ୍ର/ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ହାତୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢିଚାଲି ଥିବା ବେଳେ ସନ୍ଧ୍ୟା ହେଲେ ହାତୀପଲ ଗାଁ ମୁହାଁ ହେଉଛନ୍ତି। ସେତିକିବେଳେ ହାତୀପଲ ଫସଲ ନଷ୍ଟ କରିବା ସହ ଲୋକଙ୍କ ଘର ଦ୍ବାର...

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଆଲୋକର ପର୍ବ ଦୀପାବଳି ଏବଂ ପବିତ୍ର କାଳୀପୂଜା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଲୋକର ପର୍ବ ଦୀପାବଳି ଓ ପବିତ୍ର କାଳୀପୂଜା ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।...

ପର୍ଯ୍ୟଟକଙ୍କ ଅପେକ୍ଷାରେ କୁଲଡିହା

ନୀଳଗିରି, ୨୪ା୧୦(ସ୍ବ.ପ୍ର.): ନଭେମ୍ବର ୧ରୁ ଖୋଲିବ ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ। ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ଲାଗି ଏବେଠୁ ସଜେଇ ହେଲାଣି। କେସିପୁର ପଞ୍ଚାୟତ ବାଲିଆପାଳ ଫାଟକ ନିକଟରେ ବନ ବିଭାଗ ଅଧିକାରୀଙ୍କ ଦ୍ୱାରା ପର୍ଯ୍ୟଟକଙ୍କୁ...

ଆଜି ରାଜ୍ୟରେ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧ ଚିହ୍ନଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri