ରାଜ୍ୟ

ମାଲାବାରର ‘ଦିଓ୍ବାଲି ଫେଷ୍ଟିଭ କଲେକ୍ସନ’

ଭୁବନେଶ୍ୱର,୨୨ା୧୦: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସର ‘ଦିଓ୍ବାଲି ଫେଷ୍ଟିଭ କଲେକ୍ସନ’ର ଶୁଭାରମ୍ଭ କରାଯାଇଛି। ଏପରିକି ଦୀପାବଳି ଉପଲକ୍ଷେ ଏକ ସ୍ବତନ୍ତ୍ର ଅଭିଯାନ ‘ହାର ତ୍ୟୋହାର କେ ସାଙ୍ଗ୍‌ ମାଲାବାର’ (ଉତ୍ସବ ସହ ମାଲାବାର) ସମ୍ପର୍କରେ...

ପ୍ରାଚୀର ନିର୍ମାଣକୁ ନେଇ ଜନସ୍ବାର୍ଥ ମାମଲା

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଭାବେ ନୂତନ ପ୍ରାଚୀର ନିର୍ମାଣ କରାଯାଉଥିବା ଅଭିଯୋଗ ଅଣାଯାଇ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି। ସୂଚନା ଅଧିକାର କର୍ମୀ ଦିଲୀପ ବରାଳ ଏହି ମାମଲା (ନଂ....

ଉପକୂଳରୁ ୨୦୦ କି.ମି. ଦୂର ଦେଇ ଯିବ ବାତ୍ୟା

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଶନିବାର ଅବପାତ ଓ ୨୩ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ। ୨୪ ତାରିଖରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବ। ଏହି ସମ୍ଭାବ୍ୟ ବାତ୍ୟା ଉତ୍ତର ଓ...

କମୁଛି ସଂକ୍ରମଣ: ଚିହ୍ନଟ ହେଲେ ୫୭ କରୋନା ଆକ୍ରାନ୍ତ

ଭୁବନେଶର, ୨୨।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୮ ଜଣ ଆକ୍ରାନ୍ତି ରହିଛନ୍ତି। ସେହିପରି ୩୨ ଜଣ...

ଶେଷ ପର୍ଯ୍ୟାୟରେ ଯଖପୁରା-ଜରୋଲି ରେଳ ପ୍ରକଳ୍ପ ନିର୍ମାଣ

ଯାଜପୁର ଅଫିସ, ୨୨ା୧୦: ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ, ଗଛ ସଂଖ୍ୟା ନିରୂପଣ, ଗଛକଟା ବାବଦ କ୍ଷତିପୂରଣ, ଏଫ୍‌ଆର୍‌ଏ (ଫରେଷ୍ଟ ରାଇଟ୍‌ ଆକ୍ଟ) ସାର୍ଟିଫିକେଟ, ବନ୍ୟଜନ୍ତୁ ଇତ୍ୟାଦି ଷ୍ଟେଜ-୧ ଜଙ୍ଗଲ ବିବାଦ ଯୋଗୁ ଓଡ଼ିଶାର ଏକାଧିକ ରେଳ ପ୍ରକଳ୍ପର...

ଓସିଏ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରଣବ ପ୍ରକାଶ ଦାସ

କଟକ ଅଫିସ, ୨୨ା୧୦: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ। ୨୮ତାରିଖରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନେଇ ନିର୍ବାଚନ ଅନୁଷ୍ଠିତ ହେବାକୁ...

୨୦ କୋଟି ଦେଲେନି, ୧୦୦ କୋଟି ଦେବେ

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ଅଧିକାରୀମାନଙ୍କର ବେପରୁଆ ମନୋଭାବ ଏବଂ ତ୍ରୁଟି ଯୋଗୁ ରାଜ୍ୟ ସରକାର ଏଲ୍‌ଆଣ୍ଡଟି କମ୍ପାନୀକୁ ୨୦ କୋଟି ବଦଳରେ ରାଜକୋଷରୁ ୧୦୦.୦୬ କୋଟି ଟଙ୍କା ଗଣିବେ। ଶୁକ୍ରବାର ରାଜ୍ୟ କ୍ୟାବିନେଟ ଏହାକୁ ମଞ୍ଜୁରୀ ଦେଇଛି। ୨୦୦୨ରେ ଏଲ୍‌ଆଣ୍ଡଟିର ୨୦କୋଟି ଟଙ୍କା...

ଓଡ଼ିଆଙ୍କ ଦାନ୍ତ ନାହିଁ

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ବିିଭିନ୍ନ କ୍ଷେତ୍ରରେ ଓଡ଼ିଶା ଅଗ୍ରଗତି କରୁଥିବା କୁହାଯାଉଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ କିନ୍ତୁ ପଛୁଆ ରହିଯାଇଥିବା ଦେଖାଯାଇଛି। ଏଠାରେ ଦାନ୍ତ ଚିକିତ୍ସା ସ୍ଥିତିକୁ ଦେଖିଲେ ବାସ୍ତବତା ବାରିହୋଇପଡୁଛି। ବଢ଼ିଚାଲିଛି ଦାନ୍ତ ରୋଗୀଙ୍କ ସଂଖ୍ୟା। ହେଲେ ରୋଗୀଙ୍କ ତୁଳନାରେ ନାହାନ୍ତି...

୧୨୫ ନୂଆ ଓଏଏସ୍‌ ପଦବୀ

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଗ୍ରୁପ୍‌-ଏ ଜୁନିୟର ବ୍ରାଞ୍ଚରେ ୧୨୫ ନୂତନ ପଦବୀକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଫଳରେ କ୍ୟାଡର ସଂଖ୍ୟା ୧୧୮୮ରୁ ୧୩୧୩କୁ ବୃଦ୍ଧି ହୋଇଛି। ପ୍ରତ୍ୟେକ ଜିଲା ପାଇଁ ୨ଟି ଲେଖାଏ ଡେପୁଟି କଲେକ୍ଟର ପଦବୀ...

ଶୁକପାଇକା ନଦୀର ହେବ ପୁନରୁଦ୍ଧାର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)- କଟକ ଜିଲା ଅନ୍ତର୍ଗତ ମହାନଦୀ ଡେଲଟାର ଶୁକପାଇକା ନଦୀର ପୁନରୁଦ୍ଧାର ହେବ । ସ୍ଥାନୀୟ ଭାବେ ମୃତ ନଦୀ ବୋଲି ଜଣାଶୁଣା ଏହା ଖୁବ୍‌ ଶୀଘ୍ର ପୁଣି ଜୀବନ୍ତ ଓ ଚଳଚଞ୍ଚଳ ହେବ । ଶୁକ୍ରବାର ଲୋକସେବା ଭବନଠାରେ...

ଓଏଏସ୍‌ ଗ୍ରୁପ୍‌-ଏରେ ସୃଷ୍ଟି ହେଲା ୧୨୫ ପଦବୀ, ଭିଏସ୍‌ ଲାଗି କେବଳ ଲିଖିତ ପରୀକ୍ଷା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଓଏଏସ୍‌ ଗ୍ରୁପ୍‌-ଏ ଜୁନିୟର ବ୍ରାଞ୍ଚରେ ୧୨୫ଟି ନୂତନ ପଦବୀକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଫଳରେ କ୍ୟାଡର ସଂଖ୍ୟା ୧୧୮୮ରୁ ୧୩୧୩କୁ ବୃଦ୍ଧି ହୋଇଛି। ପ୍ରତ୍ୟେକ...

ଓଡ଼ିଶାକୁ ନାହିଁ ବାତ୍ୟା ଭୟ, ତଥାପି ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଶୁକ୍ରବାର ସରକାରଙ୍କ ପକ୍ଷରୁ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ । ଏହା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri