ରାଜ୍ୟ

ରତ୍ନଭଣ୍ଡାର ସମ୍ପର୍କରେ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୦: ପୁରୀ ଶ୍ରୀମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିରର ସୁରକ୍ଷା ନେଇ ହାଇକୋର୍ଟରେ ଆଗତ ୩ଟି ମାମଲାର ଏକତ୍ର ଶୁଣାଣି ମଙ୍ଗଳବାର ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର...

ଗୁନ୍ଦିଆ-ଝାରସୁଗୁଡ଼ା ପାସେଞ୍ଜର ଟ୍ରେନ୍‌ ଇଞ୍ଜିନ୍‌ରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ,୧୮।୧୦:ଗୁନ୍ଦିଆରୁ ଝାରସୁଗୁଡ଼ା ଆସୁଥିବା ଜେଡି ନାମକ ୦୮୮୬୧ନଂ ପାସେଞ୍ଜର ଟ୍ରେନ୍‌ ମଙ୍ଗଳବାର ରାତି ସାଢେ ୮ଟାରେ ବ୍ରଜରାଜନଗର ରେଳଷ୍ଟେଶନର ୩ନଂ ପ୍ଲାଟଫର୍ମରେ ପହଞ୍ଚତ୍ବା ପରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଏହା ଜଣାପଡିବା ପରେ ଲୋକ ପାଇଲଟ୍‌ ତଳକୁ...

ବମ୍ବେ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୮ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ହାଇଦ୍ରାବାଦରୁ ସ୍ବତନ୍ତ୍ର ଏୟାରକ୍ରାଫ୍ଟ ଯୋଗେ ବମ୍ବେ ଗସ୍ତ କରିଛନ୍ତି। ସେ ବୁଧବାର ଓଡିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ରାତିରେ ନବୀନ ନିଜର କିଛି ବନ୍ଧୁ ଓ ପରିବାର ସଦସ୍ୟଙ୍କ ସହ ସମୟ...

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ: ୪ ମେଡିକାଲ କଲେଜ ଅଫିସର ଭାବେ ମହିଳା ଓଏଏସ୍‌ଙ୍କୁ ନିଯୁକ୍ତି

ଭୁବନେଶ୍ବର,୧୮ା୧୦(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୪ଟି ସରକାରୀ ମେଡିକାଲ କଲେଜର ପ୍ରଶାସନିକ ଅଫିସର ଭାବେ ୪ ଜଣ ମହିଳା ଓଏଏସ୍‌ ଅଫିସରଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ...

କୋକସରା ବ୍ଲକରେ ବ୍ୟାପୁଛି ଚକଡ଼ା ରୋଗ: ମୁଣ୍ଡରେ ହାତ ଦେଇ ବସିଛନ୍ତି ଧାନଚାଷୀ

କୋକସରା,୧୮।୧୦(ଡି.ଏନ.ଏ.): ହେକ୍ଟର ହେକ୍ଟର ଚାଷ ଜମିରେ ବ୍ୟାପୁଛି ଚକଡ଼ା ରୋଗ । ନିମିଶକ ମଧ୍ୟରେ ସୁନାର ଫସଲକୁ ଚରି ଯାଉଛି ଚକଡ଼ା ପୋକ। ସବୁଜିମା ଦିଶୁଥିବା ଚାଷ ରାତିକ ମଧ୍ୟରେ ପୋଡି ଯାଉଛି ଓ ଧାନ କେଣ୍ଡା ସବୁ ପାଳ...

ଏକୁଟିଆ ଥିବା ବେଳେ ଘରେ ପଶି ବିବାହିତା ମହିଳାଙ୍କୁ ବଳାତ୍କାର,ଜେଲ୍‌ ଗଲେ ଯୁବକ

କୋକସରା,୧୮।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଛଞ୍ଚାଣବାହିଲି ପଞ୍ଚାୟତ ପଲସପାଣି ଗ୍ରାମର ଜଣେ ବିବାହିତା ମହିଳାଙ୍କୁ ସେହି ଗ୍ରାମର ଜଣେ ବିବାହିତ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଜଣକ ହେଲେ ଦୁର୍ଯୋଧନ ଜୁଏଡ଼(୩୫) ।...

ଦାରିଙ୍ଗବାଡ଼ିର ଅନେକ ପଞ୍ଚାୟତରେ ପବନ, ଘଡ଼ଘଡ଼ି ସହ ବର୍ଷା: ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡି,୧୮।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଏକାଧିକ ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ପବନ, ଘଡଘଡି ସହ ବର୍ଷା ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗଛପଡ଼ି ଯାତାୟାତରେ ବାଧା ସୃଷ୍ଟି ହୋଇଛି। ସୂଚନାନୁଯାୟୀ, ତିଲୋରୀ ପଞ୍ଚାୟତର ଜଗେରମାହା ଗ୍ରାମରେ...

ନୂଆ ପାଠ୍ୟକ୍ରମ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ନବମ ଓ ଦଶମର ନୂଆ ପାଠ୍ୟକ୍ରମ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆଗାମୀ ଦିନ ପାଇଁ ଏବେଠୁ ପିଲାଙ୍କୁ ପ୍ରସ୍ତୁତ କରାଯିବ। ପିଲାମାନଙ୍କୁ ଏବେଠୁ ପ୍ରସ୍ତୁତି କରାଗଲେ...

ବାତ୍ୟା ମୁକାବିଲା ନେଇ ଜରୁରୀ ବୈଠକ ଡାକିଲେ ସରକାର

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲାକୁ ନେଇ ଜରୁରୀ ବୈଠକ ଡାକିଲେ ରାଜ୍ୟ ସରକାର। ମଙ୍ଗଳବାର ଅପରାହ୍ନ ୪ଟାରେ ଏସ୍‌ଆରସିଙ୍କ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ସମ୍ଭାବ୍ୟ ବାତ୍ୟା କିଭଳି ମୁକାବିଲା କରାଯିବ ସେନେଇ ବୈଠକରେ...

ସମ୍ଭାବ୍ୟ ବାତ୍ୟା: ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକୁ ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଥିବା...

ବରଗଡ଼ ଧନୁଯାତ୍ରା, ଏଥର କଳାକାର ଚୟନ

ବରଗଡ଼ ଅଫିସ,୧୮।୧୦: ବରଗଡ଼ ଧନୁଯାତ୍ରା ପାଇଁ ଏଥର ନୂତନ କଳାକାର ଚୟନ ହେବେ। ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ମହୋତ୍ସବର ଏକ ସ୍ମାରକୀ ତୋରଣ ନିର୍ମାଣ ନେଇ ନିଷ୍ପତ୍ତି ହୋଇଛି। ଜିଲାପାଳ...

୨୨ ତାରିଖ ବେଳକୁ ବାତ୍ୟାର ରୂପ ନେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri