ରାଜ୍ୟ

ଧାମନଗର ଉପନିର୍ବାଚନ: ଆଜିଠୁ ପ୍ରଚାର ଜୋରଦାର

ଭଦ୍ରକ ଅଫିସ,୧୮।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ଆଜିଠୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ୫ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି।...

ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି...

ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି କରାଯିବ। ଏ ନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ନିୟମ ଉଲ୍ଲଘଂନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିନା ହେଲମେଟରେ ଗାଡ଼ି ଚାଳନା,...

ଆଜି ରାଜ୍ୟରେ ୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

ଚଣ୍ଡିଆ ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୧୮ା୧୦(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରି, ଲଳିତଗିରି ଓ ରନତ୍ଗିରି ହୀରକ ତ୍ରିଭୂଜ ରୁପେ ପରିଚିତ। ବିଶ୍ୱ ମାନଚିତ୍ରରେ ହୀରକ ତ୍ରିଭୂଜ ସ୍ଥାନ ପାଇବା ପରେ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ ସେଠାକୁ ଆସିଥାନ୍ତି। ସେଠାର ପୋତି ହୋଇ...

ଚିନ୍ତା ବଢ଼ାଉଛନ୍ତି ଯାଯାବର

ପୁରୀ ଅଫିସ,୧୮ା୧୦: ରାଜ୍ୟ ବାହାରୁ ଆସୁଥିବା ଯାଯାବର (ବଞ୍ଜାରା)ଙ୍କ ସଂଖ୍ୟା ଶ୍ରୀକ୍ଷେତ୍ରରେ ବଢ଼ିବାରେ ଲାଗିଛି। ପୁରୀ ସହରର ବିଭିନ୍ନ ସ୍ଥାନରେ ତମ୍ବୁ ଟାଣି ଯାଯାବରମାନେ ରହୁଥିବାବେଳେ ଅସାମାଜିକ ଓ ଆପରାଧିକ କାର୍ଯ୍ୟରେ ଲିପ୍ତ ହେଉଛନ୍ତି। ଏମାନଙ୍କ କାର୍ଯ୍ୟକଳାପରେ ସହରବାସୀଙ୍କ ସମେତ...

ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗକୁ ଖୋଜୁଛି ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ):ସାଧାରଣ ଲୋକଙ୍କୁ ଫସାଇ ଇଣ୍ଡିଆ ପୋଷ୍ଟ ପେମେଣ୍ଟ୍‌ସ ବ୍ୟାଙ୍କରେ ବହୁ ଆକାଉଣ୍ଟ ଖୋଲିଛି ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗ। ଓଡ଼ିଶା ସମେତ ସାରା ଦେଶରେ ଏହାର ର଼୍ୟାକେଟ କାର୍ଯ୍ୟ କରୁଛି। ଉକ୍ତ ଆକାଉଣ୍ଟ ମାଧ୍ୟମରେ ବେଆଇନ ଅର୍ଥ କାରବାର ହେଉଥିବା ସୂଚନା...

ରାସ୍ତାରେ ଜଳିଗଲା ମାର୍ବଲ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣି ନିକଟ ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ମାର୍ବଲ ବୋଝେଇ ଏକ ଆଇଚର ଟ୍ରକ୍‌ ଜଳିଯାଇଛି। ଉକ୍ତ ଗାଡିଟି ହଂସପାଳରୁ ବରମୁଣ୍ଡା ଯାଉଥିବାବେଳେ ରାତି ୮ଟା ସମୟରେ ଏହି ଘଟଣା ଘଟିଥିଲା। ଓଭରବ୍ରିଜ ଉପରେ...

ବସ୍ତିବାସିନ୍ଦାଙ୍କୁ ମିଳିବ ଜମି ଅଧିକାର ପ୍ରମାଣପତ୍ର

ଭୁବନେଶ୍ୱର, ୧୮।୧୦ (ବ୍ୟୁରୋ):ଜାଗା ମିଶନ୍‌ ଜରିଆରେ ବସ୍ତିବାସିନ୍ଦାଙ୍କୁ ପକ୍କା ଘର ଯୋଗାଇଦେବା ସହ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରଦାନ କରିବାକୁ ରାଜ୍ୟ ସରକାର ଘୋଷଣା କରିଥିଲେ। ଜାଗା ମିଶନ୍‌ରେ ବସ୍ତିଗୁଡିକୁ ବିଜୁ ଆଦର୍ଶ କଲୋନୀରେ ରୂପାନ୍ତରିତ କରାଯାଉଛି। ତେବେ...

ନାମକୁ ମାତ୍ର ଡଷ୍ଟବିନ୍‌ମୁକ୍ତ ଭୁବନେଶ୍ୱର

ଭୁବନେଶ୍ୱର, ୧୮।୧୦ (ବ୍ୟୁରୋ):ସ୍ମାର୍ଟସିଟି ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିବା କୁହାଯାଉଛି। ଖୁବ୍‌ ଶୀଘ୍ର ଭୁବନେଶ୍ୱରକୁ ଡଷ୍ଟବିନ୍‌ମୁକ୍ତ କରିବା ପାଇଁ ଯୋଜନା କରାଯାଉଛି। ବାହାରେ କେଉଁଠାରେ ଅଳିଆ ପକାଯିବ...

ଯୁକ୍ତ୨ ପରୀକ୍ଷକ ତାଲିକା ପାଇଁ ଶିକ୍ଷକଙ୍କ ତଥ୍ୟ ମାଗିଲା ସିଏଚ୍‌ଏସ୍‌ଇ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବାର୍ଷିକ ପରୀକ୍ଷା ୨୦୨୩ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପରୀକ୍ଷା ନିୟନ୍ତ୍ରକ ସବୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ/କମ୍ପୋଜିଟ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ପରୀକ୍ଷକ ତାଲିକା ପ୍ରସ୍ତୁତି ପାଇଁ...

କାମ ନ କଲେ ଚେଙ୍କ, ନିସ୍ତୁକ ମାଡ଼

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ):ଜଣେ ନାବାଳିକାଙ୍କୁ ଘରେ ରଖି କାମ କରାଉଥିଲେ। ଅବହେଳା କଲେ ବେଲଣା କାଠିରେ ବାଡ଼େଇବା ସହ ରୁଟି ସେକାରେ ଶରୀରର ବିଭିନ୍ନ ସ୍ଥାନରେ ଚେଙ୍କ ଦେଇ ନିର୍ଯାତନା ଦେଉଥିଲେ। ଏଭଳି ଏକ ଅମାନବୀୟ ଘଟଣା ନେଇ ମଞ୍ଚେଶ୍ୱର ଥାନାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri