ରାଜ୍ୟ

୨୦ରେ ଲଘୁଚାପ!

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ୨୦ତାରିଖ ବେଳକୁ ଏକ...

ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୁର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି ସୂଚନା ମିଳିଛି।

ବ୍ୟକ୍ତିଗତ ଯୋଗାଯୋଗ କରିବାକୁ ଡାକପାଳଙ୍କୁ ପରାମର୍ଶ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ଓଡ଼ିଶା ଡାକ ପରିମଣ୍ଡଳ ଡାକଜୀବନ ବୀମା ପକ୍ଷରୁ ଶୁକ୍ରବାର ଭୁବନେଶ୍ୱରସ୍ଥିତ ମୁଖ୍ୟ ମହାଡାକପାଳଙ୍କ କାର୍ଯ୍ୟାଳୟରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାକୁ ଉପମଣ୍ଡଳ ପ୍ରବନ୍ଧକ ସର୍ବେଶ୍ୱର ମିଶ୍ର ଉଦ୍‌ଘାଟନ କରି ଡାକ ଜୀବନ ବୀମା ଓ ଗ୍ରାମୀଣ ଡାକ...

ଷ୍ଟାର ପ୍ରଚାରକରୁ ବାଦ୍‌ ପଡିଲେ ବିଧାୟକ ମୋକିମ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ନିଜ ନିଜର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛନ୍ତି। ବିଜେଡି ଓ ଭାଜପା ୪୦ ଜଣିଆ ଷ୍ଟାର ପ୍ରଚାରକ...

ସରିଲା ନାମାଙ୍କନ, ଆଜି ପ୍ରାର୍ଥିପତ୍ର ଯାଞ୍ଚ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରି...

ରାଜ୍ୟରୁ ଚିହ୍ନଟ ହେଲେ ୬୩ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ଲୋକାଲ କେସ୍‌ ରହିଛନ୍ତି। ସେହିଭଳି ୧୮...

ଭାଜପାର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରାଯାଇଛି। ଏହି ତାଲିକାରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବିରୋଧୀ ଦଳ...

ଭୋଟ ଭିକ୍ଷାକଲେ ଖାର୍ଗେ

ଭୁବନେଶ୍ବର,୧୫।୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏମ୍‌ପି ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ଦ୍ୱିପ୍ରହର ସମୟରେ ଓଡ଼ିଶା ଗସ୍ତରେ ଆସି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି। ଏହି ଅବସରରେ...

ଧାମନଗର ଉପନିର୍ବାଚନ: ୩ ଦଳର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର...

ପାରଳା ସହରର ରାସ୍ତା ବିପର୍ଯ୍ୟସ୍ତ, ନୀରବ ପ୍ରଶାସନ

ପାରଳାଖେମୁଣ୍ଡି,୧୫ା୧୦(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ପୌରପରିଷଦର ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ପ୍ରଶାସନିକ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ଲୋକେମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ରାଣୀପେଣ୍ଠରୁ ସହରରେ ପ୍ରବେଶ କଲା ମାତ୍ରେ ଖାଲଖମା ସ୍ବାଗତ କରୁଥିବା ବେଳେ ସହରର...

ଘର ଆଗରେ ୩ ଦିନ ପଡ଼ିରହିଲା ମୃତଦେହ

ମହାକାଳପଡ଼ା,୧୫ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ଗଁାରେ ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ଗତ ୧୧ ତାରିଖ ରାତିରେ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ମୃତ ଯୁବକଙ୍କ ବାପା ଏ ନେଇ ଗତ ୧୨...

ଗ୍ରାମ୍ୟ ଜଙ୍ଗଲ ନଷ୍ଟ ଆଶଙ୍କା କଲେ ପରିବେଶବିତ୍‌

କେନ୍ଦ୍ରାପଡା ଅଫିସ, ୧୫ା୧୦: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଓଳାଭର ରାଜସ୍ବ ସର୍କଲ ଅନ୍ତର୍ଗତ ପାରି ମୁକୁନ୍ଦପୁର ପାନୀୟ ଜଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ଘୋଷଣାକୁ ଇତିମଧ୍ୟରେ ପ୍ରାୟ ୮ ମାସ ବିତିଲାଣି। ପାନୀୟ ଜଳକଷ୍ଟରେ ଥିବା ସ୍ଥାନୀୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri