ରାଜ୍ୟ

ଏସି ସଫାରିର ମଜା ନେବେ ପର୍ଯ୍ୟଟକ

ବାରଙ୍ଗ,୧୫।୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ସଫାରିକୁ ଟେଣ୍ଡରରେ ନେଇଥିବା ଠିକାଦାର ଶୁକ୍ରବାର ଏକ ଏସି ବସ୍‌ ଆଣି ପ୍ରଚଳନ କରିଛି। ପ୍ରଥମ କରି ସଫାରି ବୁଲିବାକୁ ଯାଉଥିବା ପର୍ଯ୍ୟଟକମାନେ ଏବେ ଏସି ବସ୍‌ରେ ବୁଲିବାର ମଜାନେଇପାରିବେ। ତେବେ ସାଧାରଣ ବସ୍‌ରେ...

କଲେଜ ବସ୍‌ ଚାଳକଙ୍କୁ ହତ୍ୟା ପରେ ଜାଳିଦେଲେ

ଖୋର୍ଦ୍ଧା ଅଫିସ,୧୫ା୧୦: ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ଅନ୍ତର୍ଗତ ବରୁଣେଇସ୍ଥିତ ଏକ ଘରୋଇ କଲେଜରେ କାର୍ଯ୍ୟରତ ଜଣେ ଡ୍ରାଇଭରଙ୍କୁ ହତ୍ୟା ପରେ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ଶ୍ୟାମଘନପୁର ଅଞ୍ଚଳର...

ସତ୍ୟବିହାର-ମଞ୍ଚେଶ୍ୱର କେନାଲ ରାସ୍ତା ନିର୍ମାଣ ଖୁବ୍‌ଶୀଘ୍ର

ଭୁବନେଶ୍ୱର,୧୫।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ୱାର୍ଡ ନଂ.୫ ଅନ୍ତର୍ଗତ ଜାତୀୟ ରାଜପଥ ୧୬ର ରିଲାଏନ୍ସ ଫ୍ରେସ୍‌ ନିକଟ ସତ୍ୟବିହାରରୁ ବାହାରି ମଞ୍ଚେଶ୍ୱର ଗାଁ ପର୍ଯ୍ୟନ୍ତ ଲମ୍ବିଥିବା କେନାଲ ରାସ୍ତା ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏହାର ସମାଧାନ ପାଇଁ ସାମ୍ବାଦିକ...

ବିଦ୍ୟୁତ୍‌ ଫାଶରେ ଦନ୍ତା ମୃତ

କାମାକ୍ଷାନଗର, ୧୫ା୧୦(ଡି.ଏନ୍‌.ଏ.): ୨୦୧୮ ଅକ୍ଟୋବର ୨୭। ମା’ ଲକ୍ଷ୍ମୀଙ୍କ ପୂଜାରେ ସାରା ଢେଙ୍କାନାଳ ଜିଲା ଉତ୍ସବମୁଖର ହୋଇଉଠିଥିବାବେଳେ ଓଡ଼ାପଡ଼ା ବ୍ଲକ କମଳାଙ୍ଗରୁ ହାତୀକୁ ନେଇ ଆସିଥିଲା ଦୁଃଖଦ ଖବର। ଏକ ବେସରକାରୀ ନିର୍ମାଣକାରୀ ସଂସ୍ଥାକୁ ଟଣାଯାଇଥିବା ଉଚ୍ଚ କ୍ଷମତାସମ୍ପନ୍ନ ୧୧...

‘ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ତଦନ୍ତ କରୁ ଇଡି’

କଟକ ଅଫିସ,୧୫ା୧୦: ବହୁଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ଏବେ ହାଇକୋର୍ଟରେ ପହଞ୍ଚତ୍ଛି। ପୋଲିସ ତଦନ୍ତ ଆଗେଇ ପାରୁ ନ ଥିବାରୁ ମାମଲାର ତଦନ୍ତ ଭାର କେନ୍ଦ୍ର ସରକାରଙ୍କ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ...

ଓସିଏ ସଭାପତି ପ୍ରାର୍ଥୀ ହେବେ ପ୍ରଣବ

ପୁରୀ ଅଫିସ/କଟକ ଅଫିସ୍‌, ୧୫ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ...

ଲିଜ୍‌ଧାରୀ ପୈଠ କରିବେ ୧କୋଟି

ବାଲେଶ୍ୱର ଅଫିସ, ୧୫।୧୦: ବାଲେଶ୍ୱର ଜିଲା ବସ୍ତା ତହସିଲ ଅଧୀନ ସୁବର୍ଣ୍ଣରେଖା ନଦୀର ବେଣାପୁର(କ)ବାଲିଖାଦାନ ଲିଜ୍‌ରୁ ବେଆଇନ ଭାବେ ଅଧିକ ବାଲି ଉତ୍ତୋଳନ ମାମଲାର ଏନଜିଟି ରାୟ ପ୍ରକାଶ ପାଇଛି। ନିୟମ ଉଲ୍ଲଂଘନ କରିଥିବା ଲିଜ୍‌ଧାରୀମାନେ ୧ ମାସ ମଧ୍ୟରେ...

ଆସିଲେନି ଦୀନେଶ, ଆଲୋଚନା ବିଫଳ

ଭୁବନେଶ୍ୱର,୧୫।୧୦ (ବ୍ୟୁରୋ): ବ୍ରହ୍ମପୁର ବଡ଼ବଜାର ଦେଶୀବେହେରା ସାହିର କେ. ଦୀପିକା ଓ କେ. ଦୀନେଶ ବିବାଦ ଜଟିଳ ହେବାରେ ଲାଗିଛି। ଆପୋସ ସମାଧାନ ଲାଗି ଉଭୟଙ୍କୁ ମହିଳା କମିଶନରଙ୍କ ନିକଟରେ ଅକ୍ଟୋବର ୧୪ରେ ହାଜର ହେବାକୁ ନୋଟିସ କରାଯାଇଥିଲା। ତେବେ...

୩୫ ଓଏଏସ୍‌ ଅଫିସରଙ୍କୁ ବଦଳି କଲେ ସରକାର

ଭୁବନେଶ୍ବର,୧୫ା୧୦(ବ୍ୟୁରୋ): ୧୩୯ଜଣ ଓଏଏସ୍‌ ଅଫିସରଙ୍କୁ ଗୁରୁବାର ବଦଳି କରିବା ପରେ ଶୁକ୍ରବାର ପୁଣି ୩୫ଜଣ ଓଏଏସ୍‌ ଅଫିସରଙ୍କ ବଦଳି ତାଲିକା ପ୍ରକାଶ ପାଇଛି। ତହସିଲଦାର ଓ ବିଡିଓ ସ୍ତରର ଅଫିସରଙ୍କୁ ବଦଳି କରାଯାଇ ଶନିବାର ସୁଦ୍ଧା ନୂଆ ସ୍ଥାନରେ ଯୋଗଦେବାକୁ...

ପାକ୍ସ କମ୍ପ୍ୟୁଟରୀକରଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫୧୦(ବ୍ୟୁରୋ): ୧୫ ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ (ଡିସିସିବି)ରେ ୩୮୪ ବ୍ୟାଙ୍କିଂ ସହାୟକ ଯୋଗ ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ଗୁଡ଼ିକର କମ୍ପ୍ୟୁଟରୀକରଣର ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ଏହାଫଳରେ ୨୦୬୩ଟି ପ୍ୟାକ୍ସ କୋର୍‌...

ଭୂମି ପରେ ଭାଷା

ଶରତ କୁମାର ଧଳ ପଟ୍ଟାଙ୍ଗୀ, ୧୫ା୧୦: ପ୍ରଥମେ ଭୂମି ହାତେଇବାକୁ ଚକ୍ରାନ୍ତ। ଏବେ ଭାଷାକୁ ଅକ୍ତିଆର କରିବାକୁ ପ୍ରୟାସ। ସୀମାନ୍ତ କୋରାପୁଟ ଜିଲାରେ ସରକାରୀ ସ୍କୁଲ ପରିଚାଳନାରେ ରାଜ୍ୟ ପ୍ରଶାସନର ବିଫଳତା, ବିପଦରେ ପଡ଼ିଥିବା ଓଡ଼ିଆ ଭାଷା ସୁରକ୍ଷା ଲାଗି...

ଲୁହା ବୋଝେଇ ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ: ଜାତୀୟ ରାଜପଥରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ବଲାଙ୍ଗୀର ଅଫିସ, ୧୪।୧୦- ବଲାଙ୍ଗୀର ସହର ସତ୍ୟନାରାୟଣପଡାଠାରେ ଶୁକ୍ରବାର ରାତିରେ ଏକ ଲୁହା ବୋଝେଇ ଟ୍ରଲର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀ ଜଣଙ୍କ ହେଲେ ବରଗଡ ଜିଲା ଡାଙ୍ଗବାହାଲ ଗାଁର କୃଷ୍ଣଚନ୍ଦ୍ର ଭୋଇ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri