ରାଜ୍ୟ

ଓସିଏ ସଭାପତି ପ୍ରାର୍ଥୀ ହେବେ ବିଧାୟକ ପ୍ରଣବ ପ୍ରକାଶ ଦାସ

ପୁରୀ ଅଫିସ,୧୪ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ସଭାପତି ପ୍ରାର୍ଥୀ ହେବେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏହି ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ଅନୌପଚାରିକ ବୈଠକରେ...

୨ ଦିନିଆ ହାଇଦ୍ରାବାଦ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ)-ଦିଲ୍ଲୀ, ମୁମ୍ବାଇ, ବାଙ୍ଗୋଲୋର ପରେ ଆସନ୍ତା ୧୭ ତାରିଖରେ ହାଇଦ୍ରାବାଦରେ ଇନଭେଷ୍ଟର୍ସ ମିଟ୍‌ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୬ ତାରିଖରେ ୨ ଦିନିଆ ହାଇଦ୍ରାବାଦ ଗସ୍ତରେ ଯିବେ। ଆସନ୍ତା ନଭେମ୍ବର ୩୦ରେ...

ଜାମିନ ଆବେଦନ କଲେ ଅର୍ଚ୍ଚନା,ଏପରି ଯୁକ୍ତି ବାଢ଼ିଲେ ତାଙ୍କ ଓକିଲ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାକୁ ସପ୍ତାହରୁ ଅଧିକ ଦିନ ବିତିଛି। ଇତିମଧ୍ୟରେ ଜେଲରେ ଥିବା ଅଭିଯୁକ୍ତା ଅର୍ଚ୍ଚନା ଶୁକ୍ରବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ତାଙ୍କ ପକ୍ଷରୁ ଓକିଲ...

୪ରେ ବର୍ଷାଙ୍କ ଆବେଦନର ଶୁଣାଣି

କଟକ ଅଫିସ,୧୪।୧୦: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ସୋସିଆଲ ମିଡିଆରେ ଆକ୍ଷେପକୁ ନେଇ ବର୍ଷାଙ୍କ ଆବେଦନ ଶୁଣାଣି ନଭେମ୍ବର ୪ରେ ହେବ ବୋଲି ସୂଚନା...

ମାତାଲ ହେବା ପଡ଼ିଲା ମହଙ୍ଗା: ନିଲମ୍ବିତ ହେଲେ ୨ ଶିକ୍ଷକ

ବଲାଙ୍ଗୀର ଅଫିସ , ୧୪।୧୦: ମାତାଲ ହେବା ପଡ଼ିଲା ମହଙ୍ଗା। ଚାକିରିରୁ ନିଲମ୍ବିତ ହେଲେ ଦୁଇ ଶିକ୍ଷକ। ବଲାଙ୍ଗିର ଜିଲ ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ମାଟୁପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜୟଦେବ ବିଶି ଓ ସହକାରୀ ଶିକ୍ଷକ ସଂଜିବ...

ଭୁବନେଶ୍ୱରରେ ପହଞ୍ଚିଲେ ଖାର୍ଗେ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ। ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟର ବରିଷ୍ଠ ନେତା ଓ ବିଧାୟକ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି। କଂଗ୍ରେସ ସଭାପତି ନିର୍ବାଚନ ପାଇଁ ପ୍ରଚାର କରିବାକୁ ଖାର୍ଗେ ଓଡ଼ିଶା ଆସିଥିବା...

ହାଇକୋର୍ଟରେ ପହଞ୍ଚିଲା ଅର୍ଚ୍ଚନା ନାଗ ମାମଲା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ହାଇକୋର୍ଟ ଗଲା ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା। ଘଟଣାର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା ପହଞ୍ଚିଛି। ଏଥିରେ କେନ୍ଦ୍ର, ରାଜ୍ୟ ସରକାର, ଇଡି, ମୁଖ୍ୟ ସଚିବ, ଗୃହ ବିଭାଗ, ପୋଲିସ ଡିଜି, ଖଣ୍ଡଗିରି ପୋଲିସ ଅଧିକାରୀ...

ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥୀ ଅବନ୍ତୀ

ଭଦ୍ରକ ଅଫିସ,୧୪।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି। ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାର ଆଜି ଶେଷ ଦିନ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ଶୁକ୍ରବାର ଏକ ବିଶାଳ ଶୋଭାଯାତ୍ରାରେ...

୧୮ରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆସନ୍ତା ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ...

ଆଜି ହେବ ଦୀପିକା,ଦିନେଶ ମାମଲାର ଶୁଣାଣି

ଭୁବନେଶ୍ୱର, ୧୪ ।୧୦(ବ୍ୟୁରୋ): ବ୍ରହ୍ମପୁରର ଚର୍ଚ୍ଚିତ ଦୀପିକା ଓ ଦିନେଶ ମାମଲାର ଶୁଣାଣି ଶୁକ୍ରବାର ମହିଳା କମିଶନଙ୍କ ନିକଟରେ ହେବ । ପୂର୍ବରୁ ଦୀପିକା ମହିଳା କମିଶନଙ୍କ ନିକଟରେ ହାଜର ହୋଇ ନିଜ ପକ୍ଷ ରଖିଥିବା ବେଳେ ଶୁକ୍ରବାର ଦିନେଶଙ୍କୁ...

ସ୍ବାଧୀନ ଭାବେ ନାମାଙ୍କନ ଦାଖଲ କଲେ ରାଜେନ୍ଦ୍ର

ଭଦ୍ରକ ଅଫିସ,୧୪।୧୦: ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ଥିବା ବେଳେ ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଜେଡିରୁ ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିଲେ...

ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୩୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯ ଜଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri