ରାଜ୍ୟ

ପୁଣି ଏକ ଦନ୍ତାହାତୀର ଜୀବନ ଗଲା, ବନବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନବାଚୀ

କାମାକ୍ଷାନଗର,୧୪ା୧୦(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଭୁବନ ରେଞ୍ଜ ଜିରାଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଭଏରପୁର ପଞ୍ଚାୟତ ରାଙ୍କିଆ ଗ୍ରାମ କଇଁଥଗୋଡ଼ା ନିକଟରେ ଥିବା ଚାଷଜମିରୁ ଏକ ଦନ୍ତାହାତୀର ମୃତଦେହ ଜବତ ହୋଇଛି। ବିଦ୍ୟୁତ୍‌ ଆଘାତରେ ଦନ୍ତା ହାତୀଟିର ମୃତ୍ୟୁ ହୋଇଥିବା ସନ୍ଦେହ...

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ,୧୪ା୧୦: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲା କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମହେଶ ପ୍ରସାଦ ପଟ୍ଟନାୟକ ଭିଜିଲାନ୍ସ ଜାଲରେପଡ଼ିଛନ୍ତି। ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଦ୍ୱାରା ତାଙ୍କୁ ଅଟକ ରଖାଯାଇ ୩ ଡିଏସ୍‌ପିଙ୍କ ନେତୃତ୍ୱରେ...

ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ତାଲିକାରେ ଅର୍ଜୁନ

ରସୁଲପୁର,୧୪ା୧୦(ଡି.ଏନ.ଏ.): ଆମେରିକାସ୍ଥିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ୨୦୨୨ ଶିକ୍ଷାବର୍ଷ ପାଇଁ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ଗ୍ରାମର ଅନନ୍ତ ବେହେରାଙ୍କ ପୁଅ ବୈଜ୍ଞାନିକ ଡ....

ମାୟାଜାଲରେ ୨୫ରୁ ଊର୍ଦ୍ଧ୍ୱ ନେତା

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାରେ ଦିନକୁ ଦିନ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପଦାକୁ ଆସିବାରେ ଲାଗିଛି। ରାଜ୍ୟର...

ମାସକ ଭିତରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଆସନ୍ତା ୧ମାସ ଭିତରେ ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ କୁହାଯାଇଛି। ଗୁରୁବାର ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ଆଲୋଚନା...

ଆଜି ଦୀପିକା-ଦିନେଶ ବିବାଦର ଶୁଣାଣି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ବ୍ରହ୍ମପୁରର କେ. ଦୀପିକା ଗୁରୁବାର ହାଜର ହୋଇଛନ୍ତି। ନିଜକୁ ସ୍ତ୍ରୀ ଓ ତାଙ୍କ ସନ୍ତାନକୁ ପରିଚୟ ମାନ୍ୟତା ଦାବିରେ ଦୀର୍ଘ ୭୨ଦିନ ଧରି ସେ ଶ୍ୱଶୁର ଘର ଆଗରେ ଧାରଣାରେ ବସିଥିଲେ। ହେଲେ...

ଖେଳାଳିଙ୍କ ବୁଟ୍‌ ବିଳମ୍ବରେ ପହଞ୍ଚିଲା

ଭୁବନେଶ୍ୱର, ୧୪ା୧୦:ଭାରତର ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଦଳର ୪ଜଣ ସଦସ୍ୟାଙ୍କ ବୁଟ୍‌ ବିଳମ୍ବରେ ପହଞ୍ଚତ୍ଥିଲା। ଫଳରେ ସମ୍ପୃକ୍ତ ଖେଳାଳିମାନେ ଜୋତା ସହିତ ଅଭ୍ୟସ୍ତ ହୋଇପାରି ନ ଥିଲେ। ନୂଆ ଜୋତା ସହ ସେମାନେ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ)...

ଆଚରଣ ବିଧି ଲାଗୁ ହେଉ ହେଉ ଉଲ୍ଲଂଘନ କଲା ବିଜେଡି: ଭାଜପା

ଭୁବନେଶ୍ବର,୧୪ା୧୦(ବ୍ୟୁରୋ):ଶାସକ ବିଜେଡି ନିର୍ବାଚନକୁ ଏକ ପ୍ରହସନରେ ପରିଣତ କରିବାର ପ୍ରୟାସ କରିଛି। ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଅକାଳ ବିୟୋଗ ପରେ ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ଗତ ୩ ତାରିଖରେ ଦିନ...

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର,୧୪ା୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟର ମୋଟ ୧୩୯ ଓଏଏସ୍‌ ଅଫିସରଙ୍କ ବଦଳି କରିବା ସହିତ ଶୁକ୍ରବାର ସୁଦ୍ଧା ସମସ୍ତେ ରିଲିଭ ହେବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା...

ୟୁବିଓଆଇର ନୂତନ କ୍ଷେତ୍ର ମହାପ୍ରବନ୍ଧକ

ଭୁବନେଶ୍ୱର,୧୪।୧୦: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ) ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ କ୍ଷେତ୍ର ମହାପ୍ରବନ୍ଧକ ଭାବେ ବରିଷ୍ଠ ବ୍ୟାଙ୍କର ସର୍ଭେଶ ରଞ୍ଜନ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ରଞ୍ଜନ ୟୁନିୟନ୍‌ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟରେ...

ଓଡ଼ିଶା ହସ୍ତତନ୍ତ, ହସ୍ତଶିଳ୍ପ ଉନ୍ନୟନ, ବିକାଶ ପରିଷଦ ପୁନର୍ଗଠିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଏବଂ ବିକାଶ ପରିଷଦ ପୁନର୍ଗଠିତ ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ପୁନର୍ଗଠିତ ହୋଇଥିବା ଏହି ପରିଷଦରେ ଅଧ୍ୟକ୍ଷ ଭାବେ ସ୍ଥପତି ପଦ୍ମବିଭୂଷଣ ଡ. ସୁଦର୍ଶନ ସାହୁ ମନୋନୀତ ହୋଇଛନ୍ତି। ବାନ୍ଧ...

ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୪ା୧୦: ବାରବାଟୀ-କଟକ ବିଧାୟକ ତଥା ମେଟ୍ରୋ ବିଲ୍‌କଡର୍ସର ପରିଚାଳନା ନିର୍ଦ୍ଦେଶକ ଇଂ. ମହମ୍ମଦ ମୋକିମଙ୍କ ପକ୍ଷରୁ ନିମ୍ନ ଅଦାଲତର ଦଣ୍ଡାଦେଶ ରାୟ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଶେଷ ହୋଇଛି। ବିଚାରପତି ବିଭୁପ୍ରସାଦ ରାଉତରାୟଙ୍କ ଇଜଲାସରେ ଗୁରୁବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri