ରାଜ୍ୟ

ଓଟିଇଟି ପାଇଁ ୧୦ରୁ ଆବେଦନ

କଟକ ଅଫିସ, ୮ା୧୦: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)-୨୦୨୨ ଦ୍ୱିତୀୟ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଆବେଦନ ତାରିଖ ଘୋଷଣା କରାଯାଇଛି। ଆସନ୍ତା ୧୦ରୁ ୧୯ ତାରିଖ ମଧ୍ୟରେ ପରିକ୍ଷାର୍ଥୀମାନେ ଆବେଦନ କରିପାରିବେ। ଏଥିପାଇଁ ବୋର୍ଡ ୱେବ୍‌ସାଇଟ୍‌ www.bseodisha.ac.inରେ...

ଚନ୍ଦ୍ର ଆଞ୍ଜୁଳି ପାଇଁ ବଡ଼ଦାଣ୍ଡରେ ଖୋଲିଛି ପସରା

ପୁରୀ ଅଫିସ,୮।୧୦- ଦଶହରା ସରିବା ପରେ ରବିବାର କୁମାର ପୂର୍ଣ୍ଣିମା। ଏହି ଉତ୍ସବ ପାଳନ କରିବା ପାଇଁ ସହରର କୁଆଁରି ଝିଅଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ଗତ ଦୁଇବର୍ଷ କରୋନା କଟକଣା ପରେ ଚଳିତବର୍ଷ ଆନନ୍ଦ ଉଲ୍ଲାସରେ କୁମାର...

ବଢୁଛି ବାତ୍ୟା ଆଶଙ୍କା: ୨୦ରେ ଲଘୁଚାପ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଆସନ୍ତା ୧୯ କିମ୍ବା ୨୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ପାଣିପାଗ ମଡେଲ ସୂଚନା ଅନୁଯାୟୀ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏପରିକି ଏହା ସିଭିୟର...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୫,୦୩୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଓସିଏସ୍‌ ପରୀକ୍ଷାରେ ସତ୍ୟଜିତ୍‌ଙ୍କ ସଫଳତା

କେନ୍ଦୁଝର,୮ା୧୦(ସ୍ବ.ପ୍ର.): କେନ୍ଦୁଝର ସହରର ମାଇନିଂ ରୋଡ୍‌ସ୍ଥିତ ସତ୍ୟଜିତ୍‌ ପଟ୍ଟନାୟକ ୧୩୦ ର଼୍ୟାଙ୍କ ରଖି ଚଳିତ ବର୍ଷ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ସ୍ଥାନୀୟ ସରସ୍ବତୀ ଶିଶୁମନ୍ଦିରରୁ ମାଟ୍ରିକ ପାସ୍‌...

ଫୁଟ୍‌ପାଥ ଉପରେ ରହିବନି ଫୁଡ୍‌ ଷ୍ଟଲ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଷ୍ଟ୍ରିଟ୍‌ ଫୁଡ୍‌ ଷ୍ଟଲ ପାଇଁ ବିଏମ୍‌ସିର ବିଜ୍ଞପ୍ତି ପ୍ରକାଶ ପାଇଛି । ରାସ୍ତା, ଫୁଟ୍‌ପାଥ, ଡ୍ରେନ୍‌ ଉପରେ ଖାଦ୍ୟ ଷ୍ଟଲ ରହିପାରିବନି। ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ନ ଥିଲେ ଖାଦ୍ୟ ପରିବେଷଣ ହୋଇପାରିବନି । ପାର୍କିଂ ପାଇଁ ଜାଗା...

ଜାଣିପାରିଲାନି ଶିକ୍ଷା ବିଭାଗ: ୩୯ଲକ୍ଷ ଟଙ୍କା ହାତେଇ ମହିଳା ଆକାଉଣ୍ଟାଣ୍ଟ ଫେରାର

ଭବାନୀପାଟଣା,୮।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ମହିଳା ଆକାଉଣ୍ଟାଣ୍ଟଙ୍କ କଳାକାରନାମା ସାମ୍ନାକୁ ଆସିଛି। ଶିକ୍ଷକଙ୍କ ଦରମା ବାବଦକୁ ପ୍ରାୟ ୩୯ ଲକ୍ଷରୁ ଅଧିକ ଟଙ୍କା ନିଜ ବ୍ୟକ୍ତିଗତ ଆକାଉଣ୍ଟକୁ ଟ୍ରାନ୍ସଫର କରି ହଡପ...

କମୁଛି ସଂକ୍ରମଣ: ଚିହ୍ନଟ ହେଲେ ୮୨ କରୋନା ପଜିଟିଭ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି...

ଦିବ୍ୟାଙ୍ଗ, ବୟସ୍କ ଭୋଟରଙ୍କ ପାଇଁ ଡାକଭୋଟ ବ୍ୟବସ୍ଥା

ଭଦ୍ରକ ଅଫିସ,୮।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ...

ଅପେକ୍ଷାରେ ୨ ଦଶନ୍ଧି

ଯାଜପୁର ଅଫିସ,୮ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ ଆନନ୍ଦପୁର ଏବଂ କାନପୁରଠାରେ ୨ଟି ସମନ୍ବିତ ଜଳ ସେଚନ ପ୍ରକଳ୍ପ ନିର୍ମାଣାଧୀନ ରହିଛି।...

ମହିଳା ବ୍ଲାକ୍‌ମେଲରଙ୍କ ରହସ୍ୟ ଲୁଚାଉଛି ପୋଲିସ

ଭୁବନେଶ୍ୱର, ୮।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ଉଚ୍ଚ ପଦସ୍ଥ ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ମାୟା ଜାଲରେ ଫସାଉଥିଲେ। ସେମାନଙ୍କ ନିକଟକୁ ସୁନ୍ଦରୀ ଯୁବତୀ ପଠାଇବା ପରେ କୌଶଳକ୍ରମେ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଶୁଟ୍‌ କରୁଥିଲେ। ତାହାକୁ...

ଜୁନ୍‌ ୨୦୨୩ ସୁଦ୍ଧା ସରିବ ଲୋୟର ସୁକତେଲ ସ୍ପିଲ୍‌ ଓ୍ବେ କାର୍ଯ୍ୟ

ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ସମୀକ୍ଷା କରିଛନ୍ତି। ଆଭାସି ବୈଠକ ମାଧ୍ୟମରେ ସମ୍ପୃକ୍ତ ଜିଲାର ଜିଲାପାଳ, ବନଖଣ୍ଡ ଅଧିକାରୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri