ରାଜ୍ୟ

ଜୁନ୍‌ ୨୦୨୩ ସୁଦ୍ଧା ଶେଷ ହେବ ଲୋୟର ସୁକତେଲ ସ୍ପିଲ୍‌ ୱେ କାର୍ଯ୍ୟ

ଭୁବନେଶ୍ବର,୭ା୧୦(ବ୍ୟୁରୋ): ଜୁନ୍‌ ୨୦୨୩ ସୁଦ୍ଧା ଲୋୟର ସୁକତେଲ ପ୍ରକଳ୍ପର ସ୍ପିଲ୍‌ ୱେ କାର୍ଯ୍ୟ ଶେଷ ହେବ। ୨୦୨୧ରେ ଏହି ପ୍ରକଳ୍ପ ଅଧୀନରେ ୧୫,୦୦୦ ହେକ୍ଟର ଓ ୨୦୨୨ରେ ୧୭,୦୦୦ ହେକ୍ଟର ସେଚାଞ୍ଚଳକୁ ଅତିରିକ୍ତ ଜଳସେଚନ ସୁବିଧା କରାଯାଇଥିବା ବେଳେ ଆଗାମୀ...

କ’ଣ କୁହନ୍ତି ଓଏଏସ୍‌ରେ ସଫଳତା ପାଇଥିବା ୩ ଛାତ୍ରୀ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ-୨୦୨୦ (ଓଏଏସ୍‌) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ତେବେ ପ୍ରଥମ ଚେଷ୍ଟାରେ ଟପ୍ପର ହୋଇଥିବା ତେଜସ୍ବିନୀ ବେହେରା କହିଛନ୍ତି, ପରୀକ୍ଷାରେ ପ୍ରଥମ ହେବି ବୋଲି କେବେ ଭାବି ନ ଥିଲି। କିନ୍ତୁ ଲିଷ୍ଟରେ ନାଁ...

ସନ୍ଦେହ କରି ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା

କପ୍ତିପଦା,୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶରତ ଥାନା ଅଧୀନ କାଠଚୁଆ ଗ୍ରାମରେ ଏକ ଅଘଟଣ ଘଟିଛି। ଜଣେ ଯୁବକ ନିଜ ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା ପରେ ମୃତଦେହ ନଦୀରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ରତନା ସାମାଡ଼ଙ୍କୁ...

ଶିଶୁ ମୃତ୍ୟୁର ୨୪ ଘଣ୍ଟା ନ ପୂରୁଣୁ ଚାଲିଗଲା ନାବାଳିକା ମା’ଙ୍କ ଜୀବନ

ଜି.ଉଦୟଗିରି,୭ା୧୦(ଡି.ଏନ୍‌.ଏ.): ଜି.ଉଦୟଗିରି ସେବା ସଦନରେ ରହୁଥିବା ଜଣେ ସପ୍ତମ ଶ୍ରେଣୀ ନାବାଳିକା ବୁଧବାର ରାତିରେ ଏକ ମୃତ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଏହି ଘଟଣାର ୨୪ ଘଣ୍ଟା ନ ପୂରୁଣୁ ନାବାଳିକା ମା’ଙ୍କ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରାତିରେ...

୯ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୧୦(ବ୍ୟୁରୋ): କୁଆଁର ପୂର୍ଣ୍ଣିମାରେ ପୁଣି ଉପକୂଳ ଓଡ଼ିଶା ଭିଜିବ। ଅକ୍ଟୋବର ୯ ତାରିଖ କୁଆଁର ପୂର୍ଣ୍ଣିମାରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବଢିବ ।୧୦ ତାରିଖରେ ମଧ୍ୟ ଉପକୂଳବର୍ତ୍ତୀ କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।...

ପ୍ରକାଶ ପାଇଲା ଓଏଏସ୍‌ ପରୀକ୍ଷା ଫଳ: ଟପର ତେଜସ୍ବିନୀ ବେହେରା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ-୨୦୨୦ (ଓଏଏସ୍‌) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ମୋଟ ୩୯୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧୪୮ ଜଣ ଓଡ଼ିଆ ଅଛନ୍ତି। ତେଜସ୍ବିନୀ ବେହେରା ଓଏଏସ୍‌ ଟପର ହୋଇଥିବା ବେଳେ ଶୁଭଙ୍କରୀ ସୁଦେଷ୍ଣା...

୯ରୁ ବଢିବ ବର୍ଷା!

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆସନ୍ତା ୯ ତାରିଖରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାସହ ୯ ଏବଂ ୧୦ ଅକ୍ଟୋବରରେ କିଛି ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା...

ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣା: ସ୍ତ୍ରୀ,ପଡୋଶୀଙ୍କୁ ପଚରାଉଚରା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣାର ଖୋଡତାଳ କରୁଛି ପୋଲିସ। ଶୁକ୍ରବାର ଧର୍ମେନ୍ଦ୍ରଙ୍କ ଶିଶୁପାଳଗଡସ୍ଥିତ ଘରେ ପୋଲିସ ପହଞ୍ଚି ସ୍ତ୍ରୀ, ପରିବାର ଓ କିଛି...

ବାଲେଶ୍ୱରରେ ସର୍ବାଧିକ ବର୍ଷା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଗତିକାଲିର ଘୂର୍ଣ୍ଣିବଳୟ ଆଜି ସାମାନ୍ୟ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ତେଲେଙ୍ଗାନା ଏବଂ ବିଦର୍ଭ ଅଞ୍ଚଳରେ ବାୟୁମଣ୍ଡଳର୧.୫ ରୁ ୩.୧ କିମି ମଧ୍ୟରେ ସକ୍ରିୟ ରହିଛି। ତେବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ହାଲୁକା ବର୍ଷା ଜାରି...

ଧାମନଗର ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୭...

ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ। ଏହାକୁ ନେଇ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁଯାୟୀ, ନିର୍ବାଚନ ପାଇଁ ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୭ରେ...

ଆସୁଛନ୍ତି ଧନଦାତ୍ରୀ: ପ୍ରତିଦିନ ଶ୍ରଦ୍ଧାଳୁଙ୍କୁ ଅନ୍ନ ପ୍ରସାଦ

ବଇଣ୍ଡା, ୭ା୧୦ (ଡି.ଏନ.ଏ.): ପାଖେଇ ଆସୁଛି ମା’ ଲକ୍ଷ୍ମୀଙ୍କ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ଠାକୁରଗଡ଼ ଗ୍ରାମ। ଚଳିତବର୍ଷ ଏଠାରେ ପୂଜା ୫୫ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ବେଳେ ଧୁମ୍‌ଧାମରେ ପାଳନ କରାଯିବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri