ରାଜ୍ୟ

୨ ଆଇଏଏସ୍‌ ଅଫିସରଙ୍କୁ ହକି ବିଶ୍ୱକପ୍‌ ଦାୟିତ୍ୱ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ହକି ବିଶ୍ୱକପ୍‌ ପରିଚାଳନା ପାଇଁ ୨ ଆଇଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସରକାର ଉଭୟଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି । ଭୂପେନ୍ଦ୍ର ସିଂହ ପୁନିଆ ଏବଂ ରଘୁ ଜୀଙ୍କୁ ଓଏସ୍‌ଡି(ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) ଭାବେ ରାଜ୍ୟ...

ଜନ୍ମମାଟିରେ ହେବ ବିଧାୟକଙ୍କ ଶେଷକୃତ୍ୟ

ବରଗଡ ଅଫିସ,୪।୧୦: ବରଗଡ ଜିଲା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କର ମଙ୍ଗଳବାର ଶେଷକୃତ୍ୟ ହେବ। ବିଧାୟକଙ୍କ ପାର୍ଥିବ ଶରୀରକୁ ପଦ୍ମପୁର ରାଜଘାଟକୁ ନିଆଯିବ। ସେଠାରେ ଅନ୍ତିମ ସଂସ୍କାର କରାଯିବ। ଆଜି ସକାଳେ ବିଜେଡିର ଅନେକ ବରିଷ୍ଠ...

ଭଦ୍ରକରେ ବସ୍‌ ଚଳାଚଳ ବନ୍ଦ

ଭଦ୍ରକ ଅଫିସ,୪।୧୦: ବସ୍‌କୁ ଅଟକାଇ ବଟି ଆଦାୟ କରିବା ସହ ଡ୍ରାଇଭର, କଣ୍ଡକ୍ଟରଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ମଙ୍ଗଳବାର ଭଦ୍ରକ ଜିଲାରେ ବସ୍‌ ଚଳାଚଳ ବନ୍ଦ ରହିଛି। ଜୋରଜବରଦସ୍ତ ବଟି ଆଦାୟ ହୋଉଥିବା ନେଇ ଅଭିଯୋଗ ହୋଇଥିବା ବେଳେ ପୋଲିସ...

ମହଙ୍ଗା ପଡ଼ିଲା ଜାଲ ସାର୍ଟିଫିକେଟ: ଚାକିରୀରୁ ବିଦା ହେଲେ ପଞ୍ଚାୟତ ଅଧିକାରୀ

ବରଗଡ଼ ଅଫିସ,୪।୧୦: ବରଗଡ଼ ଜିଲା ବରପାଲି ବ୍ଲକରେ ଅବସ୍ଥାପିତ ପଞ୍ଚାୟତ ନିର୍ବାହୀ ଅଧିକାରୀ ଦେବାନନ୍ଦ ପଣ୍ଡାଙ୍କୁ ଚାକିରୀରୁ ବହିଷ୍କୃତ କରାଯାଇଛି। ଜାଲ ଶିକ୍ଷାଗତ ଯୋଗ୍ୟତା ପ୍ରମାଣ ପତ୍ର ଦେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦବୀ ହାତେଇଥିବା ନେଇ ପ୍ରଶାସନିକ ତଦନ୍ତରୁ...

ଆଜି ରାଜ୍ୟରେ ୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଆନ୍ଧ୍ରଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏନେଇ...

ପୂର୍ବତନ ବ୍ୟାଙ୍କ ଅଧିକାରୀଙ୍କ ୧.୦୫ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୪।୧୦(ବ୍ୟୁରୋ):ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର କଟକ ଓ ଭୁବନେଶ୍ୱର ଶାଖାରେ ହୋଇଥିବା ଠକେଇ ମାମଲାର ଅର୍ଥ କାରବାର ସଂକ୍ରାନ୍ତରେ ତଦନ୍ତ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାନୁଷ୍ଠାନ ନେଇଛି। ଅଭିଯୁକ୍ତ ତଥା ଉକ୍ତ ବ୍ୟାଙ୍କର ପୂର୍ବତନ ହେଡ୍‌ କ୍ୟାଶିୟର ବେଦବ୍ୟାସ ବାରିକ...

କ୍ରୁଟ୍‌ ମହାପ୍ରବନ୍ଧକଙ୍କୁ ଜାତିସଂଘର ‘ହାବିଟାଟ୍‌ ସ୍କ୍ରଲ୍‌ ଅଫ୍‌ ଅନର୍‌ ଆୱାର୍ଡ’

ଭୁବନେଶ୍ୱର, ୪।୧୦ (ବ୍ୟୁରୋ):ରାଜ୍ୟରେ ‘ମୋ ବସ୍‌’ ସେବା ପରିଚାଳନା କରୁଥିବା କ୍ୟାପିଟାଲ ରିଜିୟନ୍‌ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌)ର ମହାପ୍ରବନ୍ଧକ ଦୀପ୍ତି ମହାପାତ୍ରଙ୍କୁ ଜାତିସଂଘର ‘ହାବିଟାଟ୍‌ ସ୍କ୍ରଲ୍‌ ଅଫ୍‌ ଅନର୍‌ ଆଓ୍ବାର୍ଡ’ ମିଳିଛି। ରବିବାର ତୁର୍କୀର ବାଲିକେସିର୍‌ଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଶ୍ୱର...

ଆନ୍ତଃରାଜ୍ୟ ପକେଟ୍‌ମାର୍‌ ଗ୍ୟାଙ୍ଗ୍‌ ଧରାପଡ଼ିଲା

ଭୁବନେଶ୍ବର,୪ା୧୦(ବ୍ୟୁରୋ):ଦୁର୍ଗାପୂଜା ଦେଖିବାକୁ ଯାଉଥିଲେ ସାବଧାନ। ସହରରେ ମାତିଛନ୍ତି ଏକାଧିକ ପକେଟ୍‌ମାର୍‌ ଗ୍ୟାଙ୍ଗ୍‌। ଭିଡ଼ ଭିତରେ ପକେଟରୁ, ବ୍ୟାଗ୍‌ରୁ ସବୁକିଛି ଲୁଟିନେଉଛନ୍ତି। ପିଲାଙ୍କଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତଙ୍କ ବେକରୁ ସୁୁନାଚେନ୍‌ ବି ଝାମ୍ପିନେଉଛନ୍ତି। ଟିକିଏ ସତର୍କ ନ ରହିଲେ ଏସବୁ ତ...

ଲଘୁଚାପ ସୃଷ୍ଟି, ଅଧିକାଂଶ ଜିଲାରେ ବର୍ଷା

ଭୁବନେଶ୍ୱର,୪।୧୦(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଅଧିକାଂଶ ଜିଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ସୋମବାର...

୧୭ରେ ମୁଖ୍ୟମନ୍ତ୍ରୀଙ୍କ ହାଇଦ୍ରାବାଦ ଗସ୍ତ

ଭୁବନେଶ୍ବର, ୪ା୧୦(ବ୍ୟୁରୋ):ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱରରେ ‘ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ୨୦୨୨ର ତୃତୀୟ ସଂସ୍କରଣ’ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଚଳିତ ମାସ ୧୭ରେ ହାଇଦ୍ରାବାଦରେ ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଫିକ୍କି...

ପୁରୁଣାଙ୍କୁ ପୁଣି ସୁଯୋଗ

ଭୁବନେଶ୍ୱର, ୪ା୧୦:ରାଜ୍ୟରେ ବେରୋଜଗାରି ବଢ଼ିବାରେ ଲାଗିଛି। ଯୁବଗୋଷ୍ଠୀ ସରକାରୀ ଚାକିରିଟିଏ ପାଇବା ପାଇଁ ଦୀର୍ଘ ବର୍ଷ ଧରି ଅପେକ୍ଷା କରି ରହୁଛନ୍ତି। ସେଣ୍ଟ୍ରାଲ୍‌ ଫର ମନିଟରିଂ ଇଣ୍ଡିଆନ ଇକୋନୋମି(ସିଏମ୍‌ଆଇଇ) ରିପୋର୍ଟ ଅନୁଯାୟୀ, ସାରା ଦେଶରେ ବେକାର ହାର ଗତ ଅଗଷ୍ଟରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri