ରାଜ୍ୟ

ରତ୍ନଭଣ୍ଡାର ସମ୍ପର୍କରେ ପଚାରିଲେ ନଡ୍ଡା

ପୁରୀ ଅଫିସ,୧।୧୦: ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ସାଢ଼େ ୭ଟାରେ ନଡ୍ଡା ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। ଏହି ସମୟରେ ତାଙ୍କ ସହିତ...

ଓଡ଼ିଆରେ ହେବ ଓସିଏସ୍‌ ପରୀକ୍ଷା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସେସ୍‌(ଓସିଏସ୍‌) ପରୀକ୍ଷା ଓଡ଼ିଆ ଭାଷାରେ ଦେଇହେବ। ଯେଉଁ ପ୍ରାର୍ଥୀମାନେ ଚାହିଁବେ ସମସ୍ତ ବିଷୟକୁ ଓଡ଼ିଆରେ ପରୀକ୍ଷା ଦେଇପାରିବେ। ତେବେ ଯେଉଁ ପ୍ରାର୍ଥୀମାନେ ଚାହିଁବେ ସେମାନେ ଇଂଲିଶ ଭାଷାରେ ପରୀକ୍ଷା ଦେଇପାରିବେ। ସାକ୍ଷାତ୍‌କାର ମଧ୍ୟ ଓଡ଼ିଆ ଏବଂ...

ଆବାସ ଯୋଜନା ଫାଇନାଲ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌

ଝାରସୁଗୁଡା ଅଫିସ୍‌,୩୦।୯: ଝାରସୁଗୁଡା ଜିଲା ଲଖନପୁର ବ୍ଲକ୍‌ କନକତୋରା ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ଜିଆର୍‌ଏସ୍‌ ମନୋଜ ସାହୁ ଜଣେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ନିକଟରୁ ୧୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ସମ୍ପୃକ୍ତ...

ଭାତ, ସୋୟାବିନ ତରକାରୀ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ସୋହେଲା,୩୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଳକ ରେଙ୍ଗାଲି ପଞ୍ଚାୟତ ଅଧୀନ ବ୍ରାହ୍ମଣୀଡିହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡିଛନ୍ତି। ପିଲାଙ୍କୁ ବାନ୍ତି ସହ ପେଟ, ମୁଣ୍ଡ ବ୍ୟଥା ହେବାରୁ...

ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି ବୃଦ୍ଧି

ଭୁବନେଶ୍ବର,୩୦।୯(ବ୍ୟୁରୋ): ବଢିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି । ଏନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧,୨,୩,୪ରେ ସରୁଥିବା ନମ୍ବର ପାଇଁ ଶେଷ ତାରିଖ ଅକ୍ଟୋବର ୩୧ ରହିଛି। ସେହିପରି ୫,୬ରେ ସରୁଥିବା ନମ୍ବର...

ଘରେ ବ୍ରାଉନସୁଗାର ବିକୁଥିଲେ ବୃଦ୍ଧା, ଗ୍ରାହକ ସାଜି ଧରିଲା ଅବକାରୀ ବିଭାଗ

ଢେଙ୍କାନାଳ ଅଫିସ,୩୦ା୯: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ନୂଆ ଆଳୁତୁମା ଗ୍ରାମରୁ ଅବକାରୀ ବିଭାଗ ଶୁକ୍ରବାର ୩୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଘରେ ବ୍ରାଉନସୁଗାର ବିକ୍ରି କରୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଅଧିକାରୀ...

ଗାଁ ଦାଣ୍ଡରେ ପରିବା ବିକାଳିଙ୍କୁ ହତ୍ୟା

ଠାକୁରମୁଣ୍ଡା,୩୦।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ସାତକୋଶିଆ ପଞ୍ଚାୟତ ପ୍ରଧାନସାହି ଗାଁ ରାସ୍ତାରେ ଗୁରୁବାର ରାତିରେ ଜଣେ ପରିବା ବିକାଳିଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ହେଲେ ପ୍ରଧାନସାହିର ବାଘ ମହାନ୍ତି। ଘଟଣାସ୍ଥଳରୁ ହତ୍ୟାକାଣ୍ଡରେ ବ୍ୟବହୃତ ଏକ...

ବିଜେଡିରୁ ଇସ୍ତଫା ଦେଲେ ତେଜେଶ୍ବର ପରିଡା

ଭୁବନେଶ୍ବର,୩୦।୯(ବ୍ୟୁରୋ): ରାଜ୍ୟ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ଼ର ପୂର୍ବତନ ସଭାପତି ତେଜେଶ୍ବର ପରିଡା ଗୁରୁବାର ବିଜେଡିରୁ ଇସ୍ତଫା ଦେଇଛନ୍ତି । ଏ ନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ମୁଁ ଆଜି ବିଜୁ ଜନତା...

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଟିକିରି,୩୦ା୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଶଙ୍କରଅଡ଼ା ପଞ୍ଚାୟତ ଚଣା ପୁକେଲ ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଟିକିରି ଅଞ୍ଚଳର କୃଷ୍ଣ ମାଝି ସ୍ତ୍ରୀ ହାକ ମାଝିଙ୍କୁ ଟାଙ୍ଗିଆରେ ହାଣି ଦେଇଛନ୍ତି। କୃଷ୍ଣଙ୍କ ପ୍ରଥମ ସ୍ତ୍ରୀ ମରିଯାଇଥିବା ବେଳେ...

ଜଷ୍ଟିସ ଯଶୱନ୍ତ ସିଂ ହେବେ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୩୦।୯: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେବେ ଜଷ୍ଟିସ ଯଶୱନ୍ତ ସିଂ। ସୁପ୍ରିମକୋର୍ଟ କଲେଜିୟମ ଏ ନେଇ ନିଷ୍ପତ୍ତି ନେଇଛନ୍ତି। ଜଷ୍ଟିସ ଯଶୱନ୍ତ ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି। ସୂଚନାଯୋଗ୍ୟ, ୧୯୬୧ ଫେବୃଆରୀ...

ଦାରିଙ୍ଗବାଡ଼ିରେ ପହିଲି ଶୀତ

ଦାରିଙ୍ଗବାଡ଼ି,୩୦ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ସହ ପହିଲି ଶୀତ ଅନୁଭୂତ ହୋଇଛି। ତେବେ ସକାଳୁଆ ଶୀତ ହେବା ସହ ସନ୍ଧ୍ୟା ହେଲେ ବାହାରେ ଥିବା ଗାଡ଼ି, ଟିଣ ଘର ଉପରେ କାକର ବିନ୍ଦୁ...

ବଢିବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି

ଭୁବନେଶ୍ବର,୩୦।୯(ବ୍ୟୁରୋ): ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧିକୁ ବୃଦ୍ଧି କରାଯିବ। ଏ ସମ୍ପର୍କିତ ମାମଲାର ଶୁଣାଣି ହାଇକୋର୍ଟରେ ଚାଲିଥିବା ବେଳେ ଆଉ ମାସେ ସମୟସୀମା ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଶୁକ୍ରାର ରାଜ୍ୟ ସରକାର ବିଜ୍ଞପ୍ତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri