ରାଜ୍ୟ

ଗୁରୁବାର ଓଡ଼ିଶା ଆସିବେ ନଡ୍ଡା, ଚାଲିଛି ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏଥିପାଇଁ ଭାଜପା ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଆସନ୍ତାକାଲି ସକାଳ ୧୦ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା...

୧ରୁ ବଢିବ ବର୍ଷା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ୧ ଅକ୍ଟୋବର ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର...

୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

ବୈପାରିଗୁଡ଼ା/ପଟ୍ଟାଙ୍ଗୀ, ୨୮ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡ଼ା ତହସିଲ କାର୍ଯ୍ୟାଳୟରେ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ ଜଣେ ବରିଷ୍ଠ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଲେ ସତ୍ୟ ନାରାୟଣ ଦଳେଇ। ଜମିବାଡ଼ି କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ସେ...

ପୁରସ୍କୃତ ହେବେ ରାଜ୍ୟର ୧୧ ସହର

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ପହିଲାରେ ନୂଆଦିଲ୍ଲୀସ୍ଥିତ ତାଲ୍‌କାତୋରା ଷ୍ଟାଡିୟମ୍‌ଠାରେ ସ୍ବଚ୍ଛ ସର୍ବେକ୍ଷଣ- ୨୦୨୨ ପୁରସ୍କାର ଉତ୍ସବ ଅନୁଷ୍ଠିତ ହେବ। ଏହି ସର୍ବେକ୍ଷଣରେ ରାଜ୍ୟର ୧୧ଟି ସହର ପୁରସ୍କୃତ ହେବେ। ସେହି ସହରଗୁଡ଼ିକ ହେଲା, ବ୍ରହ୍ମପୁର, ଭୁବନେଶ୍ୱର, ବରଗଡ଼, ବାସୁଦେବପୁର,...

ମୋ ବସ୍‌ ସେବା ପାଇଁ କୃଷିମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ବର,୨୮।୯(ବ୍ୟୁରୋ): ମଙ୍ଗରାଜପୁର, ଆଗ୍ରାହାଟ, ଗୁରୁଡ଼ିଝାଟିଆ, ଗୋବରା, ଘଣ୍ଟିଖାଲ, ମଞ୍ଚେଶ୍ୱର ଆଦି ଅଞ୍ଚଳରୁ କଟକକୁ ଯିବା ଆସିବା କରିବା ନିମନ୍ତେ ପର୍ଯ୍ୟାପ୍ତ ସରକାରୀ ବସ୍‌ ସେବାରେ ଅଭାବ ରହିଛି। କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ବର୍ତ୍ତମାନ ଚଳାଚଳ କରୁଥିବା...

ତପୋବନ ରାସ୍ତା ଶୋଚନୀୟ

ଢେଙ୍କାନାଳ ଅଫିସ, ୨୮।୯: ମହିମା ଧର୍ମର ଅନ୍ତୁଡ଼ିଶାଳ ତଥା ମହିମା ଗୋସାଇଁଙ୍କ ଆତ୍ମଯୋଗ ସାଧନାର ପୀଠସ୍ଥଳ କପିଳାସ ଅଭୟାରଣ୍ୟ ଭିତରେ ଥିବା ତପୋବନ ପୀଠ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଗାଡ଼ି ଯାତାୟାତ ତ ଦୂରର କଥା ପାଦରେ ଚାଲିକରି ଯିବା...

ଆପାର୍ଟମେଣ୍ଟ କ୍ରେତାଙ୍କୁ ମିଳିବ ସୁରକ୍ଷା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆପାର୍ଟମେଣ୍ଟ କିଣୁଥିବା କ୍ରେତାଙ୍କୁ ମିଳିବ ସୁରକ୍ଷା। ରାଜ୍ୟ ସରକାର ଓଡ଼ିଶା ରିୟଲ ଇଷ୍ଟେଟ (ରେଗୁଲେଶନ ଆଣ୍ଡ ଡେଭଲପ୍‌ମେଣ୍ଟ) ରୁଲ୍‌ସ-୨୦୧୭ର ସଂଶୋଧନ କରିଛନ୍ତି। ଓଡ଼ିଶା ରିୟଲ ଇଷ୍ଟେଟ(ରେଗୁଲେଶନ ଆଣ୍ଡ ଡେଭଲପ୍‌ମେଣ୍ଟ) ସଂଶୋଧିତ ରୁଲ୍‌ସ-୨୦୨୨ କାର୍ଯ୍ୟକାରୀ ହେବ। ସଂଶୋଧନ ରୁଲ୍‌ସ ଅନୁଯାୟୀ...

ନିର୍ବାଚନ ଲଢ଼ିପାରିବେନି କର୍ପୋରେଟର, କାଉନସିଲର

ବ୍ରହ୍ମପୁର ଅଫିସ,୨୮ା୯: ଗଞ୍ଜାମ ବିଜେଡିର ଜିଲାସ୍ତରୀୟ ସମବାୟ ନିର୍ବାଚନ କମିଟି ବୈଠକ ମଙ୍ଗଳବାର ବ୍ରହ୍ମପୁରରେ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବରରେ ହେବାକୁ ଥିବା ବ୍ରହ୍ମପୁର ଓ ଆସିକା ସମବାୟ କେନ୍ଦ୍ର ବ୍ୟାଙ୍କ ନିର୍ଦ୍ଦେଶକ ନିର୍ବାଚନରେ ପୌର ସଂସ୍ଥାକୁ ନିର୍ବାଚିତ ହୋଇଥିବା କର୍ପୋରେଟର...

ରତ୍ନଭଣ୍ଡାର ପ୍ରସଙ୍ଗକୁ ପୁଣି ଅଣଦେଖା

ପୁରୀ ଅଫିସ,୨୮।୯: ଶ୍ରୀମନ୍ଦିରସ୍ଥିତ ନୀଳାଦ୍ରି ଭକ୍ତ ନିବାସଠାରେ ମଙ୍ଗଳବାର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଉପରେ ଆଲୋଚନା ପର୍ଯ୍ୟାଲୋଚନା ହୋଇଥିବା ବେଳେ...

ଭାରତ ପ୍ରଥମେ ସ୍ପେନ୍‌କୁ ଭେଟିବ

ଭୁବନେଶ୍ୱର, ୨୮।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଥିବା ହକି ବିଶ୍ୱକପ୍‌ର ଆଗାମୀ ସଂସ୍କରଣ ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଭୁବନେଶ୍ୱର ଓ ରାଉରକେଲାରେ ଏହି ପ୍ରତିଯୋଗିତା ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ...

ଯୋଜନାବଦ୍ଧ ପିଲାଚୋରି

କଟକ ଅଫିସ,୨୮।୯: ପିଲା ଚୋରିକୁ ନେଇ ଏବେ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ବିଶ୍ୱସ୍ତରୀୟ ହେବାକୁ ଯାଉଥିବା କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ। ସୋମବାର ଏସ୍‌ଏନ୍‌ସିୟୁରେ ଚିକିତ୍ସିତ ହେଉଥିବା ଏକ ନବଜାତ ଶିଶୁ କନ୍ୟା ଚୋରି ଘଟଣା ଏଠାକାର...

ଆଜି ବେଙ୍ଗାଲୁରୁ ଇନ୍‌ଭେଷ୍ଟର୍ସ ମିଟ୍‌

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦିଲ୍ଲୀ, ମୁମ୍ବାଇ ପରେ ବେଙ୍ଗାଲୁରୁଠାରେ ବୁଧବାର ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଏକ ପ୍ରତିନିଧି ଦଳ ସହ ମଙ୍ଗଳବାର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ବୁଧବାର ସନ୍ଧ୍ୟାରେ ଓଡ଼ିଶା ସରକାର ଏବଂ ଫେଡେରେଶନ ଅଫ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri