ରାଜ୍ୟ

ମନ୍ତ୍ରୀଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ: ଭାଜପା

ଭୁବନେଶ୍ବର,୨୭ା୯(ବ୍ୟୁରୋ):ପୁରୀ ଜିଲା ଗୋପ ବ୍ଲକ ୧୧ନମ୍ବର ଜିଲା ପରିଷଦ ଜୋନ୍‌ ସଭ୍ୟ ତଥା ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଏବେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ଏହି ଘଟଣାରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଗଣଶିକ୍ଷା...

‘ଓଡ଼ିଶାର କୃଷି କ୍ଷେତ୍ରରେ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରାଯିବ’

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ସର୍ବଭାରତୀୟ ମହାତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କୁ ନେଇ ୱାର୍ଲଡ୍‌ ସ୍କିଲ ସେଣ୍ଟରରେ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏଠାରେ ଆଲୋଚନା ହୋଇଥିଲା। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ...

ଶୋଭା ପାଇବ ଅଯୋଧ୍ୟା ରାମ ମନ୍ଦିର

ଭୁବନେଶ୍ୱର,୨୭।୯(ବ୍ୟୁରୋ):ରାଜଧାନୀର ଭୁବନେଶ୍ୱରରେ ମା’ ଜଗତ୍‌ଜନନୀଙ୍କ ଆଗମନ ପାଇଁ ପ୍ରସ୍ତୁତି ଏକ ପ୍ରକାର ଶେଷ ହେବାକୁ ବସିଲାଣି। ସଜେଇ ହେଲାଣି ପୂଜା ମଣ୍ଡପ। ମା’ଙ୍କ କରୁଣା ଓ ଭକ୍ତମାନଙ୍କ ଶ୍ରଦ୍ଧା ବଳରେ ଅନ୍ୟବର୍ଷ ଭଳି ଏ ବର୍ଷ ଯଥାଶକ୍ତି ଦଶହରା ଉତ୍ସବ...

ଯୁଆଡ଼େ ଦେଖିବ ସିଆଡ଼େ ଖାଲ

ଭୁବନେଶ୍ୱର, ୨୭।୯ (ବ୍ୟୁରୋ):‘ସ୍ମାର୍ଟସିଟି ଭୁବନେଶ୍ୱର’ କେବଳ ନାମକୁମାତ୍ର। ରାସ୍ତାଠାରୁ ଆରମ୍ଭ କରି ପରିମଳ ପର୍ଯ୍ୟନ୍ତ ସବୁକିଛି ବିପର୍ଯ୍ୟସ୍ତ। ଯୁଆଡେ ଦେଖିବ ସିଆଡେ ଖାଲ। ସହରର ଏମିତି କୌଣସି ସ୍ଥାନ ନାହିଁ, ଯେଉଁଠାରେ ଖାଲଖମା ନାହିଁ। କେଉଁଠି ସ୍ବେରେଜ ଲାଇନ୍‌ ପାଇଁ...

ଯୁବତୀଙ୍କ ନାକ କାଟିଦେଲେ ପ୍ରେମୀଯୁଗଳ

ଭୁବନେଶ୍ୱର,୨୭।୯ (ବ୍ୟୁରୋ): ପ୍ରେମ ବ୍ୟାପାରରେ ଗୋଇନ୍ଦାଗିରି କରିବା ସହ ବାଧକ ସାଜିବା ଜଣେ ଯୁବତୀଙ୍କ ପାଇଁ ମହଙ୍ଗାପଡିଛି। ପ୍ରେମୀଯୁଗଳ ତାଙ୍କୁ ଆକ୍ରମଣ କରିବା ପରେ ନାକ କାଟି ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ନୟାପଲ୍ଲୀ ଥାନା ଅନ୍ତର୍ଗତ ତ୍ରିନାଥ ସାହିରେ...

ପର୍ଯ୍ୟଟନରେ ଯୋଡ଼ିହେଉ ଦୟାନଦୀରେ ନୌକା ବିହାର

ପୁରୁଣା ଭୁବନେଶ୍ୱର,୨୭।୯(ଡି.ଏନ୍‌.ଏ.):ଓଡ଼ିଶାରେ ଅନେକ ସ୍ଥାନ ରହିଛି, ଯାହାକୁ ଦୃଷ୍ଟି ଦିଆଗଲେ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଆସିପାରିବ। ସ୍ଥାନୀୟ ଅଞ୍ଚଳର ସାମାଜିକ ଏବଂ ଅର୍ଥନୈତିକ ବିକାଶ ହେବା ସହ ରାଜ୍ୟ ରାଜକୋଷକୁ ମଧ୍ୟ ଅର୍ଥ ଆସିପାରିବ। ସେପ୍ଟେମ୍ବର ୨୭...

ନିର୍ଦ୍ଧାରିତ ସମୟରେ ୧୦୦% ଅର୍ଥ ଖର୍ଚ୍ଚ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୯(ବ୍ୟୁରୋ):ବଜେଟରେ ବରାଦ ହେଉଥିବା ଅର୍ଥ ନିର୍ଦ୍ଧାରିତ ସମୟରେ ଖର୍ଚ୍ଚ ହୋଇପାରୁ ନାହିଁ। ଏପରିକି ବହୁ କୋଟି ଟଙ୍କା ପରବର୍ତ୍ତୀ ବର୍ଷ ବଜେଟ ପ୍ରସ୍ତୁତି ପୂର୍ବରୁ ଫେରିଯାଉଛି। ବିଭିନ୍ନ ବିଭାଗ ବରାଦ ଅର୍ଥକୁ ଖର୍ଚ୍ଚ କରି ପାରୁନାହାନ୍ତି। ଯଦିଓ ଗତଗର୍ଷ ଦୁଳନାରେ...

ସୁମିତା ସର୍କାର ହେଲେ ମାଧ୍ୟମିକ ଶିକ୍ଷା ପରିଷଦ ସମ୍ପାଦକ

ଭୁବନେଶ୍ବର,୨୭ା୯(ବ୍ୟୁରୋ):କଟକ ମହାନଗର ନିଗମ(ସିଏମ୍‌ସି) ଅତିରିକ୍ତ କମିଶନର ତଥା ବରିଷ୍ଠ ଓଏଏସ୍‌ ଅଧିକାରୀ ସୁମିତା ସର୍କାରଙ୍କୁ କଟକ ସ୍ଥିତ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସମ୍ପାଦକ ଭାବେ ନିଯୁକ୍ତି ମିଳିଛି। ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି କରାଯାଇଥିବା...

୧ରେ ସମ୍ବର୍ଦ୍ଧିତ ହେବେ ୯୯୦୦ ବରିଷ୍ଠ ମତଦାତା

ଭୁବନେଶ୍ବର,୨୭ା୯(ବ୍ୟୁରୋ): ଭାରତର ନିର୍ବାଚନ ଆୟୋଗ ଏକ ସଶକ୍ତ, ସୁଦୃଢ଼ ନିର୍ବାଚନ ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। କୌଣସି ଭୋଟର ଯେପରି ମତଦାନରୁ ବାଦ୍‌ ନ ପଡ଼ନ୍ତି ସେଥିପାଇଁ ପ୍ରତ୍ୟେକ ଭୋଟରଙ୍କ ପାଇଁ ବିଭିନ୍ନ ସୁବିଧା ଉପଲବ୍ଧ ଅଛି। ବରିଷ୍ଠ...

୨ ଦିନ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ପୁଣି ଭିଜିବ ଓଡ଼ିଶା। ଆଗାମୀ ୪ ଦିନ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୨୮ ଏବଂ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଯାବତ୍‌ ରାଜ୍ୟରୁ ୧୩,୨୨,୮୩୧ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ...

ମେଟ୍ରୋ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭୁବନେଶ୍ୱର-କଟକରେ ମେଟ୍ରୋ ସେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଚିଠି ଲେଖିଛନ୍ତି। ସେ କହିଛନ୍ତି, ଟ୍ବିନ୍‌ ସିଟିରେ ଜନସଂଖ୍ୟା ବଢୁଥିବାରୁ ମେଟ୍ରୋ ଟ୍ରେନ୍‌ର ଆବଶ୍ୟକତା ରହିଛି। ବର୍ତ୍ତମାନ ଭୁବନେଶ୍ୱର ଓ କଟକର ଲୋକସଂଖ୍ୟା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri