ରାଜ୍ୟ

ବଦଳିବ ବିକ୍ରମଦେବ ବର୍ମାଙ୍କ ପ୍ରତିମୂର୍ତ୍ତି: ବିଧାୟକ

ଜୟପୁର,୨୬ା୯(ନି.ପ୍ର.): ବିକ୍ରମଦେବ ମହାବିଦ୍ୟାଳୟ ସମ୍ମୁଖରେ ସ୍ଥାପନ କରାଯାଇଥିବା ପ୍ରତିମୂର୍ତ୍ତି ବଦଳାଯିବ ବୋଲି ଜୟପୁର ବିଧାୟକ ତାରାପ୍ରସାଦ ବାହୀନିପତି କହିଛନ୍ତି। ଗତ ୧୭ ତାରିଖରେ ସ୍ଥାପନ ହୋଇଥିବା ପ୍ରତିମୂର୍ତ୍ତି ଏହା ବିକ୍ରମଦେବ ବର୍ମାଙ୍କ ନୁହେଁ ବୋଲି ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଏବଂ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଡିଓ

ବଲାଙ୍ଗୀର ଅଫିସ,୨୬।୯: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବିଡିଓ ବିନୋଦ ନାଏକ। ୧ଲକ୍ଷ ୮୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଡିଓ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବ୍ଲକ୍‌ରୁ ୩୦ଲକ୍ଷ ଟଙ୍କାର ମରାମତି କାମ ଦେବାପାଇଁ ରାଜକେଲ ଗାଁର ଠିକାଦାର...

ଏଣିକି ହାଇସ୍କୁଲରେ ପଢିବେ ଏକାଦଶ, ଦ୍ବାଦଶ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଏଣିକି ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଛାତ୍ରୀଛାତ୍ର ହାଇସ୍କୁଲରେ ପଢିବେ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏକାଦଶ ଶ୍ରେଣୀ ପାଇଁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇ ଥିବା ବେଳେ ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଯୁକ୍ତ...

ଜନନୀ ଯନ୍ତ୍ରଣା: ୨ କି.ମି. ଖଟିଆରେ ବୁହାହେଲେ ଗର୍ଭବତୀ

ପାରଳାଖେମୁଣ୍ଡି:୨୬।୯: ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣାର ଚିତ୍ର । ରାସ୍ତା ଭଲ ନ ଥିବାରୁ ୨ କି.ମି .ପାହାଡ଼ିଆ ରାସ୍ତାରେ ଖଟିଆରେ ବୁହାହୋଇ ଆସିଲେ ଗର୍ଭବତୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା...

ଆସିଲା ନୂଆ ନିୟମ: ଧାର୍ଯ୍ୟ ସମୟ ପୂର୍ବରୁ ବୁକିଂ କରିଥିଲେ ଦେବାକୁ ପଡିବନି ଫାଇନ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌କୁ ନେଇ ରାଜ୍ୟ ସଡ଼କ ପ୍ରାଧିକରଣ ପକ୍ଷରୁ ସୋମବାର ନୂଆ ନିୟମ ଲାଗୁ କରାଯାଇଛି। ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍‌ ଦେବାକୁ ପଡିବନି। ତେବେ ଅନ୍‌ଲାଇନ ବୁକିଂ ସ୍ଲିପ ଦେଖାଇଲେ ଚେକିଂରୁ...

ଓଲଟିଲା ସ୍କୁଲ ବସ୍‌: ମଦ ପିଇ ଗାଡି ଚଳାଉଥିଲେ ଡ୍ରାଇଭର

ପଦ୍ମପୁର,୨୬।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ସହରର ଜେନିଥ ଲାୟନ୍ସ ଗୁରୁକୁଳର ଏକ ବସ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଛାତ୍ରୀଛାତ୍ରଙ୍କୁ ଛାଡିବାକୁ ଯାଉଥିବା ବେଳେ ଝାଙ୍କରପାଲି ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଥିଲା। ଫଳରେ ବସ୍‌ରେ ଥିବା ୧୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର...

ଆସିଲା ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ବ୍ୟବଚ୍ଛେଦ ରିପୋର୍ଟ ସୋମବାର ଆସିଛି। ଶ୍ୱାସରୁଦ୍ଧ ହୋଇ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ହେବା ସହ ଶରୀରର ଅନ୍ୟ କୌଣସି ସ୍ଥାନରେ କ୍ଷତ...

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଝୁଲାପୋଲ

ରାୟଗଡ଼ା ଅଫିସ,୨୬ା୯: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିଛି ରାୟଗଡ଼ାର ନାଗାବଳୀ ନଦୀରେ ନିର୍ମିତ ଝୁଲାପୋଲ। ସ୍ଥାନୀୟ ତଥା ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ରବିବାର ତହସିଲଦାର ସୁନୀଲ ଖରା ଏବଂ ପୋଲିସ ଅନ୍ୟମାନଙ୍କ ଉପସ୍ଥିତିରେ ଏହାକୁ...

୧୮ତମ ପ୍ରତିଷ୍ଠା ଦିବସ ପାଳନ କଲେ ମାଓବାଦୀ, ନାଚଗୀତରେ ଝୁମିଲେ

ମାଲକାନଗିରି,୨୬ା୯(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ବିଜାପୁର ଜିଲାରେ ଏକଜୁଟ୍‌ ହୋଇ ୧୮ତମ ପ୍ରତିଷ୍ଠା ଦିବସ ପାଳନ କରିଛନ୍ତି ମାଓବାଦୀ। ପ୍ରତିବର୍ଷ ସେପ୍ଟେମ୍ବର ୨୧ରୁ ୨୭ ପର୍ଯ୍ୟନ୍ତ ମାଓବାଦୀମାନେ ଏହି ଦିବସ ପାଳନ କରିଥାନ୍ତି। ଏହି ପ୍ରତିଷ୍ଠା ଦିବସରେ ଶହ ଶହ ମାଓବାଦୀଙ୍କ...

ଛତୁ ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି ପରମେଶ୍ବର

ଭବାନୀପାଟଣା,୨୬।୯(ସ୍ବ.ପ୍ର.): ବିଏସସି ପାସ କରିବା ପରେ ନିଜ ଅଞ୍ଚଳରେ ଚାକିରିଟିଏ କରିବା ପାଇଁ ବହୁତ ଚେଷ୍ଟା କରିଥିଲେ। ହେଲେ ଚାକିରିଟିଏ ନ ମିଳିବାର ନିରାଶ ହୋଇ ପେଟପାଟଣା ପାଇଁ ଗୁଜରାଟ ଚାଲିଯାଇଥିଲେ। ସେଠାରେ ୧୫ବର୍ଷ ସେଠାକାର ଏକ ଘରୋଇ ଇଂଲିଶ...

ଫୋରେନ୍‌ସିକ୍‌ ଲ୍ୟାବ୍‌କୁଗଲା ଜବତ ମୋବାଇଲ

ଭୁବନେଶ୍ୱର,୨୬ା୯ (ବ୍ୟୁରୋ): ପୁରୀ ଜିଲା ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଭୁବନେଶ୍ୱରରେ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ରବିବାର ୨ଦିନ ବିତିଛି। ମୃତ୍ୟୁକୁ ନେଇ ରହସ୍ୟ ଲାଗି ରହିଥିବାବେଳେ ଏହା...

ହାଇ ସିକ୍ୟୁରିଟ୍‌ ନମ୍ବର ପ୍ଲେଟ୍‌ ପାଇଁ ମିଳୁନି ସ୍ଲଟ୍‌

କେନ୍ଦ୍ରାପଡ଼ା ଅଫିସ,୨୬ା୯: ଆସନ୍ତା ଅକ୍ଟୋବରଠାରୁ ରାସ୍ତାରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ର ତନଖି ହେବ। ଅନୁମୋଦିତ ନମ୍ବର ପ୍ଲେଟ ନ ଥିଲେ ଗାଡି ମାଲିକ ମୋଟା ଅଙ୍କରେ ଜରିମାନା ଗଣିବେ। ହାତଗଣତି ଦିନ ଅବଧି ଥିବାରୁ ଗାଡି ମାଲିକ ଜରିମାନାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri