ରାଜ୍ୟ

ଆଜି ରାଜ୍ୟରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୩,୩୩୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୬ ଜଣ ଚିହ୍ନଟ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଲେଖିକା ତେଜସ୍ବିନୀ ପଣ୍ଡାଙ୍କ ପୁସ୍ତକ ‘ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ଲୋକାର୍ପଣ ଉତ୍ସବ ସ୍ଥାନୀୟ ଏକ ହୋଟେଲରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ରକ୍ଷକ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି, ଯେତେବେଳେ...

ଦୁର୍ଗା ପୂଜାରେ ସର୍ବଧର୍ମ ସମନ୍ବୟର ବାର୍ତ୍ତା

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡ଼ିଛି ରାଜଧାନୀ। ଚାରିଆଡ଼େ ଖୁସିର ମାହୋଲ। କରୋନା ମହାମାରୀ ଯୋଗୁଁ ୨ ବର୍ଷ ନିରାଡ଼ମ୍ବରରେ ପାଳିତ ହୋଇଥିବା ଦୁର୍ଗାପୂଜା ଚଳିତ ବର୍ଷ ମହାଆଡ଼ମ୍ବରରେ ପାଳନ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ...

ଓଲଟିଲା ଯାତ୍ରୀବାହୀ ବସ୍‌

ମୋହନା,୨୬ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ରାଇସିଂ ଘାଟିରେ ସୋମବାର ଭୋର୍‌ରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବାରୁ ଏଥିରେ ଥିବା ପ୍ରାୟ ୨୫ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କାମଧେନୁ ନାମକ ଏହି ଯାତ୍ରୀବାହୀ ବସ୍‌ଟି ରାୟଗଡ଼ା ଜିଲା ମୁନିଗୁଡ଼ାରୁ...

ପୂଜା ଭିଡ଼ ନିୟନ୍ତ୍ରଣ ପାଇଁ ଆଉ ୫ ଟ୍ରାଫିକ୍‌ ମୋବାଇଲ ବାଇକ୍‌

ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରବିବାର ଟ୍ରାଫିକ ପରିଚାନାରେ ଆଉ ୫ଟି ମୋବାଇଲ ବାଇକ ସାମିଲ କରାଯାଇଛି। ଭୁବନେଶ୍ୱରରେ ୨ଟି ଓ କଟକରେ ୩ଟି କାର୍ଯ୍ୟ କରିବ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହାକୁ...

ଧନୀ ସ୍ବାଧୀନ, ଗରିବ ପରାଧୀନ: ତଥାଗତ

ବଲାଙ୍ଗୀର ଅଫିସ,୨୬ା୯: ଯୁଗଯୁଗରୁ ସ୍ବାଧୀନତାର ପରିସୀମା ଓ ପରିଭାଷାକୁ ନେଇ ଆଲୋଚନା, ପର୍ଯ୍ୟାଲୋଚନା ଚାଲିଛି। ଯେଉଁମାନଙ୍କୁ ଖାଦ୍ୟ ପାଇଁ ଚିନ୍ତା କରିବାକୁ ପଡେନାହିଁ, ସେମାନଙ୍କ ପିଲାଙ୍କୁ ଖାଦ୍ୟ କେଉଁଠି ଆସେ ବୋଲି ପ୍ରଶ୍ନ କଲେ ରିଲାଏନ୍ସ ଫ୍ରେଶ୍‌ କିମ୍ବା କେଉଁ...

୧୬ ଜିଲାରେ ଖୋଲିବ ୩୪ ସିଭିଲ ଜଜ୍‌ କୋର୍ଟ

କଟକ ଅଫିସ,୨୬ା୯: ରାଜ୍ୟର ୧୬ଟି ଜିଲାରେ ୩୪ ନୂତନ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ତଥା ଜେଏମ୍‌ଏଫ୍‌ସି ପ୍ରତିଷ୍ଠା ହେବ। ଏଥିପାଇଁ ଉକ୍ତ ଜିଲାଗୁଡ଼ିକର ଜିଲା ଓ ସେସନ୍ସ ଜଜ୍‌ମାନଙ୍କୁ ଅକ୍ଟୋବର ୧୦ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ...

ପୋର୍ଟାଲ ଖୋଲିଛି, ଇନ୍‌ଭେଷ୍ଟର୍ସ ନାହାନ୍ତି

ଭୁବନେଶ୍ବର,୨୬ା୯(ବ୍ୟୁରୋ): କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ରାଜ୍ୟସ୍ତରୀୟ ରେଜିଷ୍ଟ୍ରେଶନ ଭେଇକିଲ ସ୍କ୍ରାପିଂ ଫାସିଲିଟି(ଆର୍‌ଭିଏସ୍‌ଏଫ୍‌) ଘୋଷଣା ପାଇଁ କୁହଯାଇଛିି। ଏଥିଲାଗି ମନ୍ତ୍ରଣାଳୟ ପକ୍ଷରୁ ଏକ ଗେଜେଟ୍‌ ନୋଟିଫିକେଶନ ଜାରି କରାଯାଇଛିି। ଓଡ଼ିଶାରେ ୨୦ ବର୍ଷରୁ ଅଧିକ ୧୪.୭୪ଲକ୍ଷ...

ଚକଡ଼ା ପୋକ ଦମନ ପାଇଁ ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର, ୬।୯(ବ୍ୟୁରୋ): ଖରିଫ ଧାନରେ ସାଧାରଣତଃ ସେପ୍ଟେମ୍ବର ଓ ଅକ୍ଟୋବରରେ ଚକଡ଼ା ପୋକ ବା ମାଟିମୁଣ୍ଡିଆ ପୋକ ଦେଖାଯାଏ। ତାପମାତ୍ରା ୨୮-୩୦ ଡିଗ୍ରୀ ସେଲସିୟସ ଓ ମଧ୍ୟମ ଧରଣର ବର୍ଷା ତଥା ଅଧିକ ଆର୍ଦ୍ରତା ରହିଲେ ଏହି ପୋକ ଅଧିକ...

ଅସୀତ ପୁଣି ଭୁବନେଶ୍ୱର କ୍ଲବ ସଭାପତି

ଭୁବନେଶ୍ବର,୨୬ା୯(ବ୍ୟୁରୋ): ଭୁବନେଶ୍ୱର କ୍ଲବ୍‌ ସଭାପତି ନିର୍ବାଚନ ଫଳାଫଳ ରବିବାର ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସୀତ୍‌ ତ୍ରିପାଠୀ ପୁଣିଥରେ କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଅସୀତ ଏବଂ...

ପରୀକ୍ଷା ପାଇଁ ଖାତା ନିଅଣ୍ଟ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା କଲେଜଗୁଡ଼ିକରେ ସୋମବାରଠାରୁ ଯୁକ୍ତ୩ ଚତୁର୍ଥ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। କିନ୍ତୁ ଏବେ କଲେଜୁଗଡ଼ିକରେ ଉତ୍ତର ଖାତାର ଅଭାବ ଦେଖାଯାଇଛି। ତେଣୁ ଉତ୍କଳ ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ଶରତ କୁମାର ମାଝୀ ଏନେଇ...

ହାତୀ ଆକ୍ରମଣ:ଓଡ଼ିଶାରେ ସର୍ବାଧିକ ଜୀବନହାନି

ନୂଆଦିଲ୍ଲୀ, ୨୬ା୯: ଓଡ଼ିଶାରେ ହାତୀ-ମଣିଷ ଲଢ଼େଇ ଶେଷ ହେବା ଭଳି ମନେ ହେଉନାହିଁ। ଏଥିଯୋଗୁ ବ୍ୟାପକ ଧନଜୀବନ ଓ ଫସଲ ହାନି ଘଟୁଛି। ରାଜ୍ୟରେ ଗତ ୩ ବର୍ଷ ଅର୍ଥାତ୍‌ ୨୦୧୯-୨୦ରୁ ୨୦୨୧-୨୨ ଯାଏ ହାତୀ ଆକ୍ରମଣରେ ୩୨୨ଜଣଙ୍କ ମୃତ୍ୟୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri