ରାଜ୍ୟ

ମାଛ ବ୍ୟବସାୟୀଙ୍କ କବଳରେ ସଂରକ୍ଷିତ ଜଙ୍ଗଲ

କେନ୍ଦ୍ରାପଡ଼ା ଅଫିସ, ୨୪ା୯: ଜୈବବିବିଧତା ଭରା ଜାତୀୟଉଦ୍ୟାନ ଭିତରକନିକା ଏବେ ନିଜର ମାନ ହରାଉଛି। ତଟକ୍ଷୟ, ଜଙ୍ଗଲ ଜମି ସମସ୍ୟା ଥିବା ବେଳେ ସାମୁଦ୍ରିକ ଓ ଆଭ୍ୟନ୍ତର ସଂରକ୍ଷିତ ଜଙ୍ଗଲ ଅଞ୍ଚଳ ଉପରେ ମାଛ ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି।...

ମୋ ବସ୍‌ରୁ ଚୋରି କରୁଥିଲେ ବନ୍‌ଜାରା

ଭୁବନେଶ୍ୱର,୨୪।୯ (ବ୍ୟୁରୋ): ରାଜଧାନୀରେ ଚଳାଚଳ କରୁଥିବା ମୋ ବସ୍‌ରେ ଚୋରି କରୁଥିଲେ ବନ୍‌ଜାରା। ଭିଡ଼ ଭିତରେ ଆଖି ପିଛୁଳାକେ ଯାତ୍ରୀଙ୍କଠାରୁ ମୋବାଇଲ ଫୋନ୍‌, ଟଙ୍କା ଆଦି ସାମଗ୍ରୀ ଚୋରି କରି ଚମ୍ପଟ ମାରୁଥିଲେ। ଶେଷରେ ଏହି ବନ୍‌ଜାରା ଗ୍ୟାଙ୍ଗ୍‌ର ଦୁଇ...

ଦୁର୍ଗାପୂଜାରେ ବାଜା, ସାଉଣ୍ଡ୍‌, ଲାଇଟ, ଭସାଣ କଟକଣା

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଦୁର୍ଗାପୂଜା, ଭସାଣି ସମୟରେ ଉଚ୍ଚ ଶବ୍ଦ ଯୋଗୁ ଯେପରି ସ୍ମାର୍ଟସିଟିବାସୀଙ୍କ ସ୍ବାଭାବିକ ଜୀବନଯାତ୍ରା ପ୍ରଭାବିତ ନ ହେବ ଓ ସହରରେ ଟ୍ରାଫିକ୍‌ ଜାମ୍‌ ସ୍ଥିତି ନ ଉପୁଜିବ, ସେଥିପାଇଁ କମିଶନରେଟ ପୋଲିସ ଗୁରୁତ୍ୱ ଦେଇଛି। ଏନେଇ ଶୁକ୍ରବାର...

ଓଡ଼ିଶା ହୋମ୍ସର ନିର୍ଦ୍ଦେଶକଙ୍କ ନାଁରେ ଲୁକ୍‌ଆଉଟ୍‌ ସର୍କୁଲାର୍‌

ଭୁବନେଶ୍ୱର ୨୪ା୯(ବ୍ୟୁରୋ): ଫ୍ଲାଟ୍‌ ଦେବା ଆଳରେ ଓଡ଼ିଶା ହୋମ୍ସ ଆଣ୍ଡ୍‌ କମର୍ସିଆଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଏକାଧିକ ଲୋକଙ୍କଠାରୁ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ତଦନ୍ତକୁ ଜୋରଦାର କରିଛି। ଫେରାର ଥିବା...

ସ୍ବାସ୍ଥ୍ୟକେନ୍ଦ୍ରରେ ଆଇନ ଶୃଙ୍ଖଳା ସ୍ଥିତି ବଜାୟ ରଖ

ଭୁବନେଶ୍ବର,୨୪ା୯(ବ୍ୟୁରୋ): ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ବିଶୃଙ୍ଖଳା, ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ରୋଗୀଙ୍କ ସମ୍ପର୍କୀୟ ନିର୍ଯାତନା ଓ ଶାରୀରିକ ଆଘାତ ଦେଉଥିବା ନେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଅଭିଯୋଗ ଆସୁଛି। ଗତ କିଛିଦିନ ମଧ୍ୟରେ ସମ୍ବଲପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଡାକ୍ତର ଏବଂ...

ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି କମିଛି

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ପତ୍ତି ତାଲିକାରେ...

୩୪ ଏକର ଜାଗାରେ ହେବ ବାଲିଯାତ୍ରା

କଟକ ଅଫିସ,୨୪ା୯: କଟକ ବାଲିଯାତ୍ରା ପଡ଼ିଆକୁ ଲାଗି ପୋତା ଯାଇଥିବା ମହାନଦୀ ଶଯ୍ୟାରେ ବାଲିଯାତ୍ରା ଅଞ୍ଚଳର ସମ୍ପ୍ରସାରଣ ପାଇଁ ହୋଇଥିବା ଆବେଦନ ଉପରେ ରୋକ୍‌ ଲଗାଇଛନ୍ତି ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)। ଜିଲା ପ୍ରଶାସନ ପକ୍ଷରୁ ୮୫ ଏକର ଜମିରେ ବାଲିଯାତ୍ରା...

ସ୍ଲଟ୍‌ ମିଳୁନି, ଜରିମାନା ଭୟ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ନମ୍ବର ପ୍ଲେଟ୍‌ର ଶେଷ ଅଙ୍କ ୧, ୨,୩ ଓ ୪ ଥିବା ପୁରୁଣା ଗାଡ଼ିଗୁଡ଼ିକରେ ହାଇ୍‌ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ (ଏଚ୍‌ଏସ୍‌ଆର୍‌ପି) ଲଗାଇବା ଅବଧି ସେପ୍ଟେମ୍ବର ୩୦ରେ ଶେଷ ହେବ। ଏହାପରେ ଏଚ୍‌ଏସ୍‌ଆର୍‌ପି ଲାଗି ନ ଥିବା ଉକ୍ତ...

ଭୁବନେଶ୍ବର ଫେରିବା ପରେ ପ୍ରତିକ୍ରିୟା ରଖିଲେ ହକି ଇଣ୍ଡିଆର ନବନିର୍ବାଚିତ ସଭାପତି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ହକି ଇଣ୍ଡିଆର ନବନିର୍ବାଚିତ ସଭାପତି ଦିଲୀପ ତିର୍କୀ ଶନିବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଆଗାମୀ ଦିନରେ ସାରା ଦେଶରେ ହକିର ବିକାଶ ମୋର ଲକ୍ଷ । ବିଶେଷକରି ତୃଣମୂଳ ସ୍ତରରେ କିପରି ହକିକୁ...

କଟକରେ ହେବ ଲିଜେଣ୍ଡ୍ସ ଲିଗ୍‌ ଫାଇନାଲ

ଭୁବନେଶ୍ୱର, ୨୩ା୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସି)ର ଫାଇନାଲ ଅକ୍ଟୋବର ୫ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍‌ ପ୍ରତି ଖେଳପ୍ରେମୀଙ୍କ ଆଗ୍ରହ ପରିଲକ୍ଷିତ ହେଉଥିବା ଆୟୋଜକଙ୍କ ପକ୍ଷରୁ କୁହାଯାଇଛି।...

ସାର୍ବଜନୀନ ହେଲା ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀଙ୍କ କମିଛି; ୪ ମନ୍ତ୍ରୀଙ୍କ ୪ ଚକିଆ ଯାନ ନାହିଁ

ଭୁବନେଶ୍ୱର,୨୩ା୯(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା । ଗତ ବର୍ଷ ତୁଳନାରେ...

କଟକ ଭର୍‌ତିଆ ଟାୱାରେ ଲାଗିଲା ନିଆଁ

କଟକ ଅଫିସ, ୨୩।୯: କଟକ ବାଦାମବାଡ଼ିରେ ଥିବା ଭର୍‌ତିଆ ଟାୱାରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି । ଟାୱାରର ପଞ୍ଚମ ମହଲା ଉପରେ ଥିବା ଏକ ଘରେ ନିଆଁ ଲାଗିଛି । ଶର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri