ରାଜ୍ୟ

ତହସିଲଦାରଙ୍କ ଘରେ ଭିଜିଲାନ୍ସ: ୮ ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼/ଲେଫ୍ରିପଡା ୨୧।୯(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ଜିଲା ଟାଙ୍ଗରପାଲି ଅତିରିକ୍ତ ତହସିଲଦାର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ବାସଭବନରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି। ଡିଏସପି ସୁଧାଶୁ...

ଗୋରୁ ବୋଝେଇ ପିକ୍‌ଅଫ ଭ୍ୟାନ୍‌ ଜବତ

ଢେଙ୍କାନାଳ ଅଫିସ,୨୧।୯: ଢେଙ୍କାନାଳ ଜିଲା ସଦର ଥାନା କଙ୍କଡାହାଡ ଗ୍ରାମ ଛକରେ ବୁଧବାର ସକାଳେ ଏକ ଗୋରୁ ବୋଝେଇ ପିକ୍‌ଅଫ ଭ୍ୟାନ୍‌ ଜବତ କରାଯାଇଛି। ଭ୍ୟାନ୍‌ରେ ୨୦ ଗୋରୁ ଚାଲାଣ କରାଯାଉଥିବା ଖବରପାଇ ଗ୍ରାମବାସୀ ଓ ବଜରଙ୍ଗ କ୍ଲବ୍‌ର ସଦସ୍ୟମାନେ...

ସିବିଆଇ, ଇଡି ଓଡ଼ିଶା ଆସିବା ଆବଶ୍ୟକ: ଜୟନାରାୟଣ

ଭୁବନେଶ୍ବର,୨୧ା୯(ବ୍ୟୁରୋ): ସିବିଆଇ ଓ ଇଡି ଓଡ଼ିଶା ଆସିବାର ଆବଶ୍ୟକତା ନିଶ୍ଚିତ ରହିଛି। କାରଣ ଓଡ଼ିଶାରେ ଦୁର୍ନୀତି ଚରମସୀମାରେ ପହଞ୍ଚିଯାଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ଦିଲ୍ଲୀରୁ ଫେରିବା ପରେ ବିରୋଧୀ...

ଭିଜିଲାନ୍ସ ଜାଲରେ ଫାଣ୍ଡି ଅଧିକାରୀ

ଭଞ୍ଜନଗର,୨୧।୯(ଡି.ଏନ.ଏ.): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଭେଜିପୁଟ ଫାଣ୍ଡି ଅଧିକାରୀ ସନ୍ତୋଷ ସ୍ବାଇଁ। ବେଲ୍‌ କରାଇ ଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସୂଚନାନୁଯାୟୀ, ଭେଜିପୁଟ ଫାଣ୍ଡି ଅନ୍ତର୍ଗତ ଗୁରାପଲ୍ଲୀ ଗ୍ରାମର ଭୁବନ ପାତ୍ର ଓ ତାଙ୍କ...

ଆଇଏଫ୍‌ଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଧିକାରୀସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟସରକାର। ୧୯୯୪ ବ୍ୟାଚ୍‌ ଆଇଏଫ୍‌ଏସ୍‌ କେ.ମୁରୁଗେସନଙ୍କୁ ରାଜ୍ୟ ପରିବେଶ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି । ତେବେ ପୂର୍ବରୁ ପରିବେଶ ନିର୍ଦ୍ଦେଶକ ଥିବା ଆଇଏଫ୍‌ଏସ୍‌ ସୁଶାନ୍ତ ନନ୍ଦଙ୍କୁ ପିସିସିଏଫ(ନୋଡାଲ)କୁ ବଦଳି କରାଯାଇଛି।...

୨୪ଘଣ୍ଟା ପରେ କମିବ ଲଘୁଚାପ ପ୍ରଭାବ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ସ୍ଥଳ ଭାଗ ମୁହାଁ ଲଘୁଚାପ। ଏହାର ପ୍ରଭାବରେ ବୁଧବାର ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା...

ପୂଜା ପ୍ରଦୂଷଣ କଟକଣା ନାମକୁମାତ୍ର

କେନ୍ଦ୍ରାପଡ଼ା ଅଫିସ, ୨୧ା୯: ଦୁଇବର୍ଷ ଧରି କରୋନା କଟକଣା ପରେ ଚଳିତବର୍ଷ କେନ୍ଦ୍ରାପଡା ଜିଲାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ସ୍ତରରେ କେତେକ କଟକଣା ଲାଗୁ ହେବ ବୋଲି ସୂଚନା ମିଳିଛି। ଉତ୍ସବ ସମୟରେ ଡିଜେ,...

ଗୋଟିଏ ଜାଗାରେ ୪ ଭିନ୍ନ ସୂଚନା

ନାଉଗଁା,୨୧ା୯(ସ୍ବ.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପଞ୍ଚାୟତଗୁଡିକର ଉନ୍ନତୀକରଣ ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। ମାତ୍ର ଗୋଟିଏ ଜାଗାରେ ଦୁଇଟି କାମ ଚାଲିଥିବା ଦର୍ଶାଇ ଭିନ୍ନ ଭିନ୍ନ ସୂଚନା କାନ୍ଥରେ ଲେଖାଯାଇଛି। ନାଉଗଁା ବ୍ଲକର ଗଜରାଜପୁର ପଞ୍ଚାୟତରେ...

ଶୀତଳ ଭଣ୍ଡାର ନାହିଁ, ଆଳୁଚାଷ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୨୧ା୯: ଆଳୁ ଓଡ଼ିଶାର ଏକ ପ୍ରମୁଖ ପରିବା ଭାବେ ଜଣାଶୁଣା। ଅଧିକାଂଶ ପରିବାର ଆଳୁ ଉପରେ ନିର୍ଭରଶୀଳ। କିନ୍ତୁ ଏହାର ଉତ୍ପାଦନ ଓଡ଼ିଶାରେ ସନ୍ତୋଷଜନକ ନୁହେଁ। ଏଥିପାଇଁ ଓଡ଼ିଶା ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଓ ପଞ୍ଜାବ...

ନିଷିଦ୍ଧାଞ୍ଚଳ ବାହାରେ ଅଭ୍ୟର୍ଥନା ଗୃହକୁ ଅନୁମତି

ପୁରୀ ଅଫିସ,୨୧।୯: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ପୁଣି ଚର୍ଚ୍ଚା ପରିସରକୁ ଆସିଛି। ପୂର୍ବରୁ ଏହି ପ୍ରକଳ୍ପ କାର୍ଯ୍ୟକୁ ନେଇ ବିବାଦ ଚାଲିଥିବା ବେଳେ ଏବେ ପୁଣି ପ୍ରକଳ୍ପର ନିଷିଦ୍ଧାଞ୍ଚଳ ମଧ୍ୟରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା ଗୃହ(ରିସେପସନ୍‌ ସେଣ୍ଟର)...

ସାଲିଆସାହି ଦେଶୀମଦ ଭାଟି ଭାଙ୍ଗିଲା

ଭୁବନେଶ୍ୱର, ୨୧।୯(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆସାହି ଦେଶୀମଦ ପ୍ରସ୍ତୁତିର ପେଣ୍ଠସ୍ଥଳୀ ପାଲଟିଛି। ବିଭିନ୍ନ ସମୟରେ ଅବକାରୀ ଟିମ୍‌ ଓ କମିଶନରେଟ ପୋଲିସ ପକ୍ଷରୁ ସେଠାରେ ଚଢ଼ାଉ କରାଯାଇ ବହୁ ପରିମାଣର ଦେଶୀମଦ ଜବତ କରାଯାଉଛି। ଭାଟି ଭଙ୍ଗାଯିବା ସହ...

ଡମଣାରେ ‘ପଶ୍ଚିମବଙ୍ଗର ରୟାଲ ପ୍ୟାଲେସ’

ଭୁବନେଶ୍ୱର,୨୧।୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଚାରିଆଡେ ଖୁସିର ମାହୋଲ। ଦୁଇ ବର୍ଷ ପରେ ଭକ୍ତମାନେ ଦର୍ଶନ କରିବେ ମା’ ଦଶଭୁଜାଙ୍କୁ। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଦୌଡ଼ରୁ ବାଦ୍‌ପଡ଼ିନି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri