ରାଜ୍ୟ

କମ୍ପାନୀ ଗାଡ଼ି ଧକ୍କାରେ ସାଇକେଲ ଆରୋହୀ ମୃତ: ରାସ୍ତା ଅବରୋଧ, ଚାପା ଉତ୍ତେଜନା

ବରଗଡ଼ ଅଫିସ,୨୦।୯: ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକ ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ବେଦାନ୍ତ କମ୍ପାନୀର ଏକ ଗାଡି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ, ବରଗଡ଼ ସଦର...

ସାଲିଆସାହିରେ କମିଶନରେଟ୍‌ ପୋଲିସର ଚଢାଉ

ଭୁବନେଶ୍ବର,୨୦।୯(ବ୍ୟୁରୋ):ଭୁବନେଶ୍ବର ସାଲିଆସାହିରେ ମଙ୍ଗଳବାର କମିଶନରେଟ୍‌ ପୋଲିସ ଚଢାଉ କରିଛି। ଏହି ଚଢାଉରେ ବିପୁଳ ପରିମାଣରେ ଦେଶୀ ମଦ ସହ ପ୍ରସ୍ତୁତ ସାମଗ୍ରୀ ପୋଲିସ ଜବତ କରିଛି । ଏଥିରେ ଡିସିପି ପ୍ରତୀକ ସିଂଙ୍କ ସମେତ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ସାମିଲ...

ଓଲଟିଲା ଟୁରିଷ୍ଟ ବସ୍‌: ୧୯ ଆହତ

ଯାଜପୁର ଅଫିସ,୨୦।୯: ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ସାହାପୁର ନିକଟରେ ମଙ୍ଗଳବାର ସକାଳେ ଏକ ଟୁରିଷ୍ଟ ବସ୍‌ ଓଲଟି ପଡିଛି। ଏଥିରେ ୧୯ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେବେ...

ଆଜି ରାଜ୍ୟରେ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

ପୋଲିସ ପାଇଁ ପାର୍ବଣ ଭିଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର ୨୦।୯ (ବ୍ୟୁରୋ):ଦୁର୍ଗା ପୂଜା ପାଇଁ ରାଜଧାନୀ ଭୁବନେଶ୍ୱରରେ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଧୁମ୍‌ଧାମ୍‌ରେ ପୂଜା କରିବାକୁ ଆୟୋଜକମାନେ ଲାଗି ପଡିଥିବାବେଳେ ପୂଜା ବୁଲିବାକୁ ସହରବାସୀ ଉତ୍ସାହର ସହ ଚାହିଁ ରହିଛନ୍ତି। ଦୁଇବର୍ଷ ପରେ ଏଥର ବିନା କଟକଣାରେ, ଭକ୍ତଙ୍କ...

ରାଜଧାନୀରେ ଡେଙ୍ଗୁ ସକ୍ରିୟ, ରୋଗୀ ସଂଖ୍ୟା ୨ହଜାର ଟପିଲା

ଭୁବନେଶ୍ୱର,୨୦।୯ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଏବେ ଡେଙ୍ଗୁ ଭୂତାଣୁ ସକ୍ରିୟ ରହିଛି। ସହରର ସବୁ ଅଞ୍ଚଳକୁ ଡେଙ୍ଗୁ ବ୍ୟାପିଯାଇଥିବାବେଳେ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ସାମାନ୍ୟ ଜ୍ୱର ହେଲେ ବି ସହରବାସୀଙ୍କ ମନରେ ଛନକା ପଶୁଛି। ରାଜ୍ୟରୁ...

ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦ା୯(ବ୍ୟୁରୋ):ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗ ଦେଇ ଓଡ଼ିଶା ଉପକୂଳକୁ ଆସିବା ସମ୍ଭାବନା ରହିଛି।...

ଶିକ୍ଷକ କଲ୍ୟାଣ ପାଇଁ ବଜ୍ର ଯୋଜନା

ଭୁବନେଶ୍ୱର,୨୦ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସାରେ ସ୍ଥାନୀୟ ସାମନ୍ତ ବିହାରଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫...

‘ଦୂରଦୃଷ୍ଟି ନେତୃତ୍ୱ ମିଶନ ଶକ୍ତି ପ୍ରତିଭାର ବିକାଶ କରିଛି’

ଭୁବନେଶ୍ୱର,୨୦।୯(ବ୍ୟୁରୋ):କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ଅନୁଗୋଳ ଜିଲାର ମିଶନ ଶକ୍ତି ଗୋଷ୍ଠୀର ସଦସ୍ୟମାନେ ସୋମବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଗତ ଅଗଷ୍ଟ ୧୫ ତଥା ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ...

୨ରୁ ‘ହର୍‌ ଦିଲ୍‌ ମେ ଗାନ୍ଧୀ’

ଭୁବନେଶ୍ୱର, ୨୦।୯(ବ୍ୟୁରୋ): ଗାନ୍ଧୀ ବିଚାରଧାରାର ପ୍ରସାର ପାଇଁ ଆସନ୍ତା ଗାନ୍ଧୀ ଜୟନ୍ତୀ ଅବସରରେ ଅକ୍ଟୋବର ୨ରୁ ସର୍ବଭାରତୀୟ ସ୍ତରରେ ବର୍ଷବ୍ୟାପୀ ଗାନ୍ଧୀଚେତନା ସମ୍ପର୍କିତ କାର୍ଯ୍ୟକ୍ରମ ‘ହର୍‌ ଦିଲ୍‌ ମେ ଗାନ୍ଧୀ’ର ଶୁଭାରମ୍ଭ ହେବ। ୨୦୨୩ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ...

ଗୌରହରି ଦାସ ପାଇବେ ‘ଶାରଳା ପୁରସ୍କାର’

ଭୁବନେଶ୍ୱର, ୨୦।୯ (ବ୍ୟୁରୋ):ସାହିତି୍ୟକ, ଗାଳ୍ପିକ ତଥା କଥାକାର ଗୌରହରି ଦାସଙ୍କୁ ଚଳିତ ବର୍ଷର ମର୍ଯ୍ୟାଦାଜନକ ୪୩ତମ ‘ଶାରଳା ପୁରସ୍କାର’ ମିଳିବ। ତାଙ୍କର ସାହିତ୍ୟ କୃତି ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ପାଇବେ ବୋଲି ଇମ୍ଫା...

ବିପର୍ଯ୍ୟୟ ଭୟ: ଉପକୂଳ ପାଇଁ ୫ ବର୍ଷିଆ ଯୋଜନା

ଭୁବନେଶ୍ବର,୨୦ା୯(ବ୍ୟୁରୋ):ରାଜ୍ୟକୁ ସବୁ ସମୟରେ ପ୍ରାକୃତିକ ବିପତ୍ତିର ଭୟ ରହିଛି। ଅନେକ ସମୟରେ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟର ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗିଦେଉଛି। ଲୋକମାନଙ୍କୁ ଏପରି ବିପର୍ଯ୍ୟୟ ସମୟରେ ବଞ୍ଚାଇବା ସରକାରଙ୍କ ପାଇଁ ସବୁଠାରୁ ବଡ଼...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri