ରାଜ୍ୟ

କ୍ଲାସ୍‌ ସରିବା ପରେ କଲେଜରେ ରହିପାରିବେନି ପିଲା

ଭୁବନେଶ୍ୱର, ୨୦।୯(ବ୍ୟୁରୋ):କଲେଜ କ୍ୟାମ୍ପସରେ ଶୈକ୍ଷିକ ବାତାବରଣ ସୃଷ୍ଟି ଲାଗି କେତେକ ନୂଆ ପଦକ୍ଷେପ ନେଇଛି ଗଣଶିକ୍ଷା ବିଭାଗ। କ୍ଲାସ ସରିବା ପରେ ଆଉ କ୍ୟାମ୍ପସରେ ରହିପାରିବେନି ଛାତ୍ରୀଛାତ୍ର। ପୂର୍ବଭଳି ଆଉ କ୍ଲାସ୍‌ ପରବର୍ତ୍ତୀ ଖଟି ଜମିବ ନାହିଁ। ଶେଷ କ୍ଲାସ...

ଫୁଲିଲା ହୀରାକୁଦ ଜଳଭଣ୍ଡାର, ଖୋଲିଲା ୪ ଗେଟ୍‌

ସମ୍ବଲପୁର,୧୯ା୯(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାର ଉପରମୁଣ୍ଡ ଛତିଶଗଡ଼ରେ ଆଗକୁ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୨୦ରୁ ୨୨ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ହୀରାକୁଦ ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ଫୁଟ୍‌...

ଶିଶୁ ମୃତ୍ୟୁ ଘଟଣା: ଯାଞ୍ଚ କଲେ ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍‌

କେନ୍ଦୁଝର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିସତ୍ାଳୟର ଶିଶୁ ୱାର୍ଡରେ ୪ ନବଜାତ ଶିଶୁ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ବରିଷ୍ଠ ପ୍ରଶାସନିକ ଅଧିକାରୀ ସୋମବାର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶିଶୁ ସ୍ବାସ୍ଥ୍ୟ ବିଭାଗର...

ଅଶ୍ଲୀଳ ଗୀତକୁ ବିରୋଧ: ଟାଉନ ଥାନାରେ ଏତଲା ଦେଲା ଜିଲା ବିକାଶ ମଞ୍ଚ

କୋରାପୁଟ,୧୯ା୯(ସ୍ବ.ପ୍ର.): କୋରାପୁଟ ଜିଲା ଝିଅଙ୍କୁ ନେଇ ଅଶ୍ଲୀଳ ଗୀତ ପରିବେଷଣ କରିଥିବା ଓମ ଶଙ୍କର ନାମକ ବ୍ୟକ୍ତିଙ୍କ ବିରୋଧରେ ଜିଲା ବିକାଶ ମଞ୍ଚ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଜିଲା ବିକାଶ ମଞ୍ଚ ସମ୍ପାଦକ ଏସ୍‌. ପାଣିଗ୍ରାହୀ ଓ ଅନ୍ୟ...

ରାଜ୍ୟରୁ ୨୧୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ୧୩,୨୧,୩୪୪ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ...

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା: ରାଜ୍ୟର ସାଙ୍ଗଠନିକ ସ୍ଥିତିର କରିବେ ସମୀକ୍ଷା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଆସନ୍ତା ୨୯ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି.ନଡ୍ଡା। ଓଡ଼ିଶାରେ ପହଞ୍ଚିବା ପରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଜନତା ମଇଦାନରେ ୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବା ସହ ରାଜ୍ୟରେ...

ସୃଷ୍ଟି ହେଲା ଲଘୁଚାପ: ୨୧ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ୧୮ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ...

ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୧୯ା୯(ଭୁବନେଶ୍ୱର): ପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ ବର୍ଦ୍ଧିତ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ୩ ପ୍ରତିଶତ ଡିଏ ବୃଦ୍ଧି କରିଛନ୍ତି ସରକାର। ଏହି...

୧୩ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ବୌଦ୍ଧ,୧୯।୯(ସ୍ବ.ପ୍ର): ବୌଦ୍ଧ ଜିଲା ଶିକ୍ଷା ବିଭାଗ ଏକ ପ୍ରକାର ଅବ୍ୟବସ୍ଥା ଘେରରେ ରହିଛି। ଜିଲାରେ ବହୁ ଶିକ୍ଷୟତ୍ରୀ ଶିକ୍ଷକ ନକଲି ପ୍ରମାଣପତ୍ର ଦେଇ ଚାକିରୀ କରୁଛନ୍ତି। ନକଲି ପ୍ରମାଣପତ୍ର ଦେବା ଅଭିଯୋଗରେ ଅନେକ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଜିଲା ଶିକ୍ଷା ବିଭାଗ...

ଦାଦନ ପରିବାର ଦୁଃଖ: ବାପାଙ୍କ ଫେରିବା ବାଟକୁ ଚାହିଁ ରହିଛନ୍ତି ଝିଅପୁଅ

ନୂଆପଡ଼ା ଅଫିସ,୧୯।୯: ଆଦିବାସୀ ଅଧ୍ୟୁଷିତ ନୂଆପଡା ଜିଲାରେ ୮୦ ଭାଗ ଲୋକ କୃଷି ଉପରେ ନିର୍ଭର କରନ୍ତି। ଶିଳ୍ପବିହୀନ ଜିଲାରେ ଲୋକେ କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦଲାଲଙ୍କ ସାହାଯ୍ୟରେ ଯାଇଥାନ୍ତି। ସେଠାରେ ମାଲିକମାନେ ଶ୍ରମିକମାନଙ୍କୁ ନିର୍ଯାତନା ଦେବା ସହ...

ବିଷ୍ଣୁ ସେଠୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଧାମନଗର ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ପୂର୍ବତନ ମନ୍ତ୍ରୀ...

ଆଜି ରାଜ୍ୟରେ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri