ରାଜ୍ୟ

ପଥରରେ ଛେଚି ମା’ ସ୍ତ୍ରୀଙ୍କ ଜୀବନ ନେଲେ

ଝାରସୁଗୁଡ଼ା ଅଫିସ,୧୫ା୯: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଜଡାମୁଣ୍ଡାରେ ଗୁରୁବାର ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହରୁ ପୁଅ ପଥରରେ ଛେଚି ବୃଦ୍ଧା ମା’ ଏବଂ ନିଜ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ମା’...

ମଝିରେ ଅଟକିଗଲା ଲଞ୍ଚ: ୨୫ ଯାତ୍ରୀଙ୍କୁ ଉଦ୍ଧାର କଲା ବୋଟ୍‌ ଆମ୍ବୁଲାନ୍ସ

ତେନ୍ତୁଳିଖୁଣ୍ଟି,୧୫।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୋଡ଼ାଗଡ଼ ଡ୍ୟାମ୍‌ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଗୁରୁବାର ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଲଞ୍ଚ ଅଟକି ଯାଇଥିଲା। ଫଳରେ ଲଞ୍ଚରେ ଥିବା ଗୁଞ୍ଜମାଲି ଗ୍ରାମର ୨୫ଜଣ ଯାତ୍ରୀଙ୍କୁ ଏକ ବୋଟ୍‌ ଆମ୍ବୁଲାନ୍ସ ଉଦ୍ଧାର କରିଛି।...

ଖାଦ୍ୟ ଦୋକାନରେ ବିଏମ୍‌ସିର ଚଢାଉ ଜାରି

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ବିଏମ୍‌ସି ପକ୍ଷରୁ ଗୁରୁବାର କିଟ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଦୋକାନରେ ଚଢାଉ କରାଯାଇଛି। ଏହି ଚଢାଉରେ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ସାମିଲ ଥିଲେ। ଦୋକାନଗୁଡିକରେ ଖାଦ୍ୟର ମାନ ପରୀକ୍ଷା କରିବା ସହ...

ଓଡ଼ିଶାରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ୫ଜି ସେବା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଓଡ଼ିଶାରେ ଖୁବ୍‌ଶୀଘ୍ର ୫ଜି ସେବା ଆରମ୍ଭ ହେବ। ଏ ନେଇ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ସୂଚନା ଦେଇଛନ୍ତି। ଏହାସହ ୫ଜି ସେବାରେ କୌଣସି ରେଡିଏଶନର ପ୍ରଭାବ ନାହିଁ, ତେଣୁ ଆଶ୍ୱସ୍ତି ରୁହନ୍ତୁ ବୋଲି ଅଶ୍ୱିନୀ...

ରାଜ୍ୟରେ ୨ରୁ ୩ ଦିନ ଯାଏ ଗୁଳୁଗୁଳି!

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଆଗାମୀ ୨ ରୁ ୩ ଦିନ ଯାଏ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନ ଥିବାରୁ ଦିନ ତାପମାତ୍ରା ପାଇବ। ଏହାସହ ଉପକୂଳ ଓଡିଶା ସମେତ ପାର୍ଶବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର...

ଦେବଗଡ଼ରେ ମାତିଛନ୍ତି ହନୁମାନ ପଇସା ବେପାରୀ: ଦୁଇ ଦିନରେ ୨ଜଣଙ୍କୁ ବାନ୍ଧିଲାଣି ପୋଲିସ

ଦେବଗଡ଼,୧୫।୯(ଡି.ଏନ୍‌.ଏ.): ଦେବଗଡ଼ ଥାନା ଝାଡ଼େଶ୍ୱର ମନ୍ଦିର ନିକଟରେ ୨ ଲକ୍ଷ ଟଙ୍କାରେ ଗୋଟିଏ ହନୁମାନ ପଇସା ଡିଲ୍‌ ହେଉଥିବା ଖବର ପାଇ ଜିଲା ପୋଲିସର ସ୍ପେଶାଲ ଟିମ୍‌ ଚଢାଉ କରିଥିଲା । ଚଢାଉ ସମୟରେ ଢେଙ୍କାନାଳ ଜିଲା ଭୂବନ ଥାନା...

ଶିକ୍ଷୟିତ୍ରୀ ଛାତ୍ରଙ୍କୁ ମାଡ଼ ମାରିବା ପ୍ରତିବାଦ: ଧାରଣାରେ ବସିଲେ ଛାତ୍ରୀଛାତ୍ର

କୋରୁକୋଣ୍ଡା,୧୫ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ସରକାରୀ ସାମୀ ଶିବାନନ୍ଦ ମାଧ୍ୟମିକ ବିଦ୍ୟାଳୟରେ ବୁଧବାର ପିଲାଙ୍କୁ ଶିକ୍ଷୟିତ୍ରୀ ମାଡ଼ ମାରିବା ଘଟଣାକୁ ନେଇ ଗୁରୁବାର ୧୦ମ ଶ୍ରେଣୀର ସମସ୍ତ ଛାତ୍ରୀଛାତ୍ର ବିଦ୍ୟାଳୟକୁ ନ ଯାଇ ଗେଟ୍‌ ବାହାରେ ବସି...

ମୁମ୍ବାଇ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟର ବେଲ୍‌ ବଜାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୫ା୯: ମୁମ୍ବାଇସ୍ଥିତ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସ୍‌ଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ଗୁରୁବାର ସାକ୍ଷାତ କରିବା ସହ ଷ୍ଟକ୍‌ ଏକ୍ସଚେଞ୍ଜରେ ବେଲ୍‌ ବଜାଇଛନ୍ତି ନବୀନ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ...

ଶ୍ୱେତା ଆତ୍ମହତ୍ୟା ମାମଲା: ବୟଫ୍ରେଣ୍ଡଙ୍କୁ ଡାକି ପୋଲିସର ପଚରାଉଚରା

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ରାଜଧାନୀରେ ବହୁ ଚର୍ଚ୍ଚିତ ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାକୁ ମାସେ ପୂରଣ ହେବାକୁ ବସିଥିବା ବେଳେ ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପୂର୍ବରୁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ...

ଯୁକ୍ତ୨: ଆଜି ସ୍ପଟ୍‌ ମେଧା ତାଲିକା

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ରେ ନାମଲେଖା ଲାଗି ଗୁରୁବାର ଅପରାହ୍ନ ୨ଟାରେ ସ୍ପଟ୍‌ ମେଧା ତାଲିକା ପ୍ରକାଶ ପାଇବ। ଏହି ତାଲିକାରେ ବଳକା ସିଟ୍‌ର ୧୦ଗୁଣ ରହିବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ୧୫ ତାରିଖ ମଧ୍ୟାହ୍ନ ୩ଟାରୁ...

୨୦ରେ ଲଘୁଚାପ, ଏଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୩ ତାରିଖ ଯାଏ ଦକ୍ଷିଣ ଏବଂ ଉପକୂଳ...

ପିଜି ନାମଲେଖା: ଆଜି ପ୍ରକାଶ ପାଇବ ସିଟ୍‌ ଆବଣ୍ଟନ ତାଲିକା

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ରଙ୍କର ୧୬ ଓ ୧୭...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri