ରାଜ୍ୟ

ଖରିଫ ଧାନକିଣାରେ ହେରଫେର: ଚାଷୀଙ୍କ ୬ କୋଟି ଟଙ୍କା ଆତ୍ମସାତ୍‌

ଖୋର୍ଦ୍ଧା ଅଫିସ,୧୫ା୯: ୨୦୨୧-୨୨ ବର୍ଷ ଲାଗି ଖରିଫ ଧାନକିଣାର ଶେଷ ଦିବସ ମାର୍ଚ୍ଚ ୩୧ତାରିଖ ରହିଥିଲା। ଏହାର ୬ଦିନ ପୂର୍ବରୁ ଅର୍ଥାତ ମାର୍ଚ୍ଚ ୨୫ରେ ପ୍ରଶାସନ ଧାନକିଣା ସାରିଦେଲା। ୧୩ ଲକ୍ଷ ୫୨ ହଜାର ୮୪୧ କୁଇଣ୍ଟାଲ ଧାନ ସଂଗ୍ରହ...

ଚନ୍ଦୁ ହତ୍ୟା ମାମଲା: ଗଞ୍ଜାମରୁ ଅଭିଯୁକ୍ତ ରଞ୍ଜୁ, ଦ୍ୱିତୀୟ ସ୍ବାମୀ କାହ୍ନା ଗିରଫ

ଭୁବନେଶ୍ୱର, ୧୫।୯ (ବ୍ୟୁରୋ) : ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ନାରାୟଣ ବସ୍ତିର ପି. ସୁବ୍ରତ ରାଓ ଓରଫ ଚନ୍ଦୁ ହତ୍ୟା ମାମଲାରେ କମିଶନରେଟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତା ରଞ୍ଜୁ ନାୟକ (୨୯) ଓ...

ରାଜ୍ୟରେ ଚିହ୍ନଟ ହେଲେ ୨୮୬ କରୋନା ଆକ୍ରାନ୍ତ; କଟକ-ସୁନ୍ଦରଗଡ଼-ଖୋର୍ଦ୍ଧାରୁ ଅଛନ୍ତି ସର୍ବାଧିକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୬୭ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୧୯ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ ବର୍ଷରୁ କମ୍‌ ବୟସର ୩୬ ଆକ୍ରାନ୍ତ ରହିଥିବା ନେଇ...

୮ ଶିଳ୍ପୀ ପାଇବେ ‘ରାଜ୍ୟ ଚାରୁକଳା ପୁରସ୍କାର’

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ୨୦୨୨ ମସିହା ପାଇଁ ‘୪୦ତମ ରାଜ୍ୟ ଚାରୁକଳା ପୁରସ୍କାର’ ବୁଧବାର ଘୋଷଣା କରାଯାଇଛି। ୮ଜଣ ଶିଳ୍ପୀ ଏହି ପୁରସ୍କାର ପାଇବେ। ସେମାନେ ହେଲେ ଭାସ୍କର୍ଯ୍ୟରେ ଶିଳ୍ପୀ ପ୍ରତାପ ଚନ୍ଦ୍ର ଜେନା ଓ...

ଗୋଟିଏ ଜୁଇରେ ଜଳିଲେ ଚନ୍ଦନ, ମିତାଲି

କଟକ ଅଫିସ,୧୫ା୯: ସିକନ୍ଦରାବାଦରେ ମୃତ ଓଡ଼ିଆ ଦମ୍ପତି କଟକ କାଫଲା ବଜାର ମହାନ୍ତିପଡ଼ା ବାସିନ୍ଦା ଚନ୍ଦନ ଜେଠୀ (୩୦) ଓ ତାଙ୍କ ସ୍ତ୍ରୀ ମିତାଲି ମହାପାତ୍ର ଜେଠୀଙ୍କ ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ୱାରଠାରେ ବୁଧବାର ସମ୍ପନ୍ନ ହୋଇଛି। ପରିବାର ଓ ଆତ୍ମୀୟସ୍ବଜନମାନେ...

ରାଜନୈତିକ ହିଂସା ନେଉଛି ମୁଣ୍ଡ: ୬ ମାସରେ ଗଲାଣି ୮ ଜୀବନ

ବ୍ରହ୍ମପୁର ଅଫିସ,୧୫ା୯: ରକ୍ତରଞ୍ଜିତ ହୋଇ ଉଠିଛି ଗଞ୍ଜାମ ଜିଲା। କଥା କଥାରେ ଗାଁରେ ଖଣ୍ଡା ବୁଲି ମୁଣ୍ଡ ଗଡ଼ୁଛି। ରାଜନୀତିରେ କ୍ଷମତା ଦଖଲକୁ କେନ୍ଦ୍ରକରି ହିଂସାକାଣ୍ଡ ଘଟି ଜୀବନ ହାନି ହେଉଛି। ଗତ ପ୍ରାୟ ୬ ମାସ ମଧ୍ୟରେ ୮...

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆହ୍ବାନ

ଭୁବନେଶ୍ୱର, ୧୫ା୯(ବ୍ୟୁରୋ): ରାଜ୍ୟ ସରକାର ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ମିଳିତ ସହଯୋଗରେ ମୁମ୍ବାଇରେ ବୁଧବାର ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଶିଶୁଭବନ କଟକ: ୮୦୦ ରୋଗୀଙ୍କ ଲାଗି ୨୧ ଆଇସିୟୁ

କଟକ ଅଫିସ, ୧୫ା୯: କଟକ ଶିଶୁଭବନରେ ଦିନକୁ ଦିନ ଶିଶୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟ ସମେତ ରାଜ୍ୟ ବାହାରୁ ମଧ୍ୟ ଲୋକମାନେ ସେମାନଙ୍କ ପିଲାଙ୍କୁ ଉତ୍ତମ ଚିକିତ୍ସା ପାଇଁ ଏଠାକୁ ଆଣୁଛନ୍ତି। ତେବେ ଏହି ଚିକିତ୍ସାଳୟରେ...

ଟନେଲ କାର୍ଯ୍ୟ ଚାଲିଥିବା ବେଳେ ଧସିଲା ମାଟି ଅତଡ଼ା: ୨ ଶ୍ରମିକଙ୍କ ଜୀବନ ଗଲା

କୋରାପୁଟ,୧୪ା୯(ସ୍ବ.ପ୍ର.): କୋରାପୁଟ- ରାୟଗଡ଼ା ରେଳପଥର ଦୋହରୀକରଣ ନେଇ ଟନେଲ କାର୍ଯ୍ୟ ଚାଲିଥିବାବେଳେ ମାଟି ଅତଡ଼ା ଧସି ଦୁଇ ଶ୍ରମିକଙ୍କ ଜୀବନ ଯାଇଛି। ଏହି ଘଟଣା ବୁଧବାର ଅପରାହ୍ନରେ ଘଟିଥିବାବେଳେ ମୃତକ ହେଲେ ଲକ୍ଷ୍ମୀପୁର ବ୍ଲକର ବୁଜ୍ରା ଗ୍ରାମର ରବି ପ୍ରେପେକା...

ନଦୀସୁଅରେ ଭାସିଗଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ତେଲକୋଇ ଥାନା ଅଧୀନ ତେଲକୋଇ ତଳସାହି ସତ୍‌ସଙ୍ଗ ସମାକୋଈ ନଦୀଘାଟରେ ପାର୍‌ ହେଉଥିଲା ବେଳେ ଜଣେ ମହିଳା ନଦୀସୁଅରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି । ମହିଳା ଜଣକ ତଳସାହିର ପ୍ରଭାକର ହେହୁରୀଙ୍କ ସ୍ତ୍ରୀ ସରୋଜିନୀ (୫୦) ବୋଲି...

ଆଇଏଏସ୍‌ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିବା ବେଳେ ସେ ଗ୍ରୀଡ୍‌କୋ ଅଧ୍ୟକ୍ଷ...

ବେଆଇନ କ୍ରସର, ବଢୁଛି ପ୍ରଦୂଷଣ

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ଖଣି ଲିଜ୍‌ ସୀମା ଭିତରେ ବା ଏହାଠାରୁ ୫ କିଲୋମିଟର ଦୂରରେ କୌଣସି କ୍ରସର ପ୍ରତିଷ୍ଠା ହୋଇପାରିବ ନାହିଁ ବୋଲି ସିଆ ବା ଷ୍ଟେଟ ଏନ୍‌ଭାଇରନମେଣ୍ଟ ଇମ୍ପାକ୍ଟ ଆସେସମେଣ୍ଟ ଅଥରିଟିର କଡ଼ା ନିର୍ଦ୍ଦେଶ ରହିଛି। ମାତ୍ର ସିଆ ନିୟମ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri