ରାଜ୍ୟ

୩ ଦିନିଆ ମୁମ୍ବାଇ ଗସ୍ତରେ ନବୀନ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠାରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି। ବୁଧବାର ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ। ଦେଶର ଖ୍ୟାତନାମା ଶିଳ୍ପପତିଙ୍କୁ ସେଠାକୁ ଆମନ୍ତ୍ରିତ କରାଯାଇଛି। ଏହାପରେ ସେଠାରେ ଏକ ରୋଡ୍‌ ଶୋ’ କାର୍ଯ୍ୟକ୍ରମ...

ପୋଲିସ-ବିସ୍ଥାପିତ ଧସ୍ତାଧସ୍ତି

ସମ୍ବଲପୁର,୧୪ା୯(ବ୍ୟୁରୋ): ସମ୍ବଲପୁର ସମଲେଇ ଯୋଜନାରେ ବିସ୍ଥାପିତ ଓ ପୋଲିସ ମଙ୍ଗଳବାର ଧସ୍ତାଧସ୍ତି ହୋଇଛନ୍ତି। ସହରର ଘୁନଘୁଟିପଡାରେ ୩ ଘର ଉଚ୍ଛେଦ କରିବା ସମୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ପୋଲିସ ବିସ୍ଥାପିିତଙ୍କୁ ଗୋଡ଼ାଇ ଗୋଡ଼ାଇ କାବୁ କରି ନେଇଥିଲେ ହେଁ...

ଓଡ଼ିଶା ସମେତ ୫ ରାଜ୍ୟର ୮ ଖଣି ନିଲାମ ହେଲା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଓଡ଼ିଶାର ୨ଟି ଖଣି ସମେତ ଦେଶର ୫ ରାଜ୍ୟରେ ଥିବା ୮ଟି କୋଇଲା ଖଣି ନିଲାମ ହୋଇଛି। କୋଇଲା ମନ୍ତ୍ରଣାଳୟ ଦ୍ୱାରା ମଙ୍ଗଳବାର ଏସବୁ ଖଣିର ଇ- ନିଲାମ କରାଯାଇଛି । ଓଡ଼ିଶାର ୨ଟି ହେଲା- ରାମପିଆ ଏବଂ...

କଟକ ଦମ୍ପତିଙ୍କ ସମେତ ୮ ଦଗ୍ଧ

କଟକ ଅଫିସ/ ସିକନ୍ଦରାବାଦ,୧୪ା୯: ତେଲଙ୍ଗାନାର ସିକନ୍ଦରାବାଦସ୍ଥିତ ଏକ ଇଲେକ୍ଟ୍ରିକ୍‌ ସ୍କୁଟର ଶୋ’ରୁମ୍‌ରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ମଧ୍ୟରେ ଏକ ଓଡ଼ିଆ ଦମ୍ପତି...

ଥାନାରେ ପୋଲିସକୁ ମାଡ଼

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି, ୧୪ା୯(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନାରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଗିରଫଦାରିର ପ୍ରତିବାଦରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଥାନାରେ ପଶି ପୋଲିସକୁ ଅତର୍କିତ ଆକ୍ରମଣ କରିଛନ୍ତି। ଏଥିରେ ୮...

ଆସନ୍ତା ୨୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୩ା୯(ବ୍ୟୁରୋ)-ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୩ ତାରିଖ ଯାଏ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା...

ବସ୍ତା ବିଧାୟକଙ୍କୁ ହତ୍ୟା ଧମକ

ବସ୍ତା,୧୩।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ନିର୍ବାଚନମଣ୍ଡଳୀ ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ହତ୍ୟା ଧମକ ମିଳିଛି। ଏହି ଖବର ପ୍ରଚାରିତ ହେବା ପରେ ସାରା ଜିଲାରେ ଏହା ଚର୍ଚ୍ଚା ବିଷୟ ପାଲଟିଛି। ଏ ସଂକ୍ରାନ୍ତରେ ବିଧାୟକ ସାହୁ ଏସ୍‌ପି ସୁଧାଂଶୁ ମିଶ୍ରଙ୍କୁ...

୩ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୯(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠାରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି। ବୁଧବାର ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ । ଦେଶର ଖ୍ୟାତନାମା ଶିଳ୍ପପତିଙ୍କୁ ସେଠାକୁ ଆମନ୍ତ୍ରିତ କରାଯାଇଛି । ଏହାପରେ ସେଠାରେ ଏକ ରୋଡ୍‌ ଶୋ’...

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୂଳପତି ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ

ଭୁବନେଶ୍ୱର, ୧୩।୯(ବ୍ୟୁରୋ)- କୋରାପୁଟ ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଚକ୍ରଧର ତ୍ରିପାଠୀଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ପ୍ରଫେସର ତ୍ରିପାଠୀଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ନେଇ ମଙ୍ଗଳବାର ଶିକ୍ଷା ମନ୍ତ୍ରଣାଳୟର...

ଖବରଦାତା ଅରିନ୍ଦମ ଦାସଙ୍କ ପ୍ରଥମ ଶ୍ରାଦ୍ଧ ବର୍ଷିକୀ : ଉନ୍ମୋଚନ ହେଲା ସ୍ମରଣୀକା

ପାଟଣା,୧୩।୯(ସ୍ବ.ପ୍ର.): ଖବରଦାତା ଅରିନ୍ଦମ ଦାସଙ୍କ ମଙ୍ଗଳବାର ପ୍ରଥମ ଶ୍ରାଦ୍ଧ ବର୍ଷିକୀ। ଏହି ଅବସରରେ ତାଙ୍କ ପୈତୃକ ଗାଁ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ରାଇକଳା ଗ୍ରାମରେ ଶ୍ରାଦ୍ଧ ବାର୍ଷିକୀ ପାଳନ ହୋଇଛି। ହିନ୍ଦୁଶାସ୍ତ୍ର ମତେ ପିଣ୍ଡ ପ୍ରଦାନ...

ରାଜଧାନୀରେ ପୁଣି ଛାତ୍ର ଆତ୍ମହତ୍ୟା

ଭୁବନେଶ୍ୱର,୧୩।୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆତ୍ମହତ୍ୟା ମାଲମା ବଢ଼ୁଛି। ମଙ୍ଗଳବାର ଭୁବନେଶ୍ବରରେ ଆଉ ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ସେ ହେଲେ ଗଙ୍ଗପଡ଼ାରେ ଏକ ଘରୋଇ କଲେଜର ଛାତ୍ର ସୂର୍ଯ୍ୟପ୍ରକାଶ ପଲାଇ । ସୂର୍ଯ୍ୟପ୍ରକାଶ...

ଥାନାରେ ପଶି ପୋଲିସକୁ ନିର୍ଧୁମ ଛେଚିଲେ ଲୋକେ

ପାରଳାଖେମୁଣ୍ଡି,୧୩।୯(ଡି.ଏନ୍‌.ଏ.): ଗଞ୍ଜେଇ ଜବତ ଓ ଗିରଫଦାରିକୁ ନେଇ ଲୋକେ ପୋଲିସକୁ ନିର୍ଧୁମ ପିଟିବା ସହ ଥାନା ଭଙ୍ଗାରୁଜା କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଝରଣପୁର ଗାଁରେ । ସୋମବାର ଅଡ଼ବା ପୋଲିସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri