ରାଜ୍ୟ

ଦିବ୍ୟାଂଶୁ ମଲୁ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ରବିବାର ଜେଇଇ ଆଡ୍‌ଭାନ୍ସଡ୍‌ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ବମ୍ବେ ପକ୍ଷରୁ ପରୀକ୍ଷା ଫଳ ଘୋଷଣା କରାଯିବା ସହ jeeadv.ac.in ୱେବ୍‌ସାଇଟ୍‌ରେ ମଧ୍ୟ ଉପଲବ୍ଧ କରାଯାଇଛି। ଆଇଆଇଟି ବମ୍ବେ ଜୋନ୍‌ର ଆର୍‌....

ନିର୍ମାଣ କାର୍ଯ୍ୟରେ ଛାତ୍ରଙ୍କୁ ନିୟୋଜିତ କରି ପ୍ରଧାନଶିକ୍ଷକ ନିଲମ୍ବିତ

ମାଲକାନଗିରି,୧୧ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଟେମୁରୁପାଥି ପଞ୍ଚାୟତ କଂସାରିପୁଟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରମାନଙ୍କୁ ବିଦ୍ୟାଳୟର ଭାଙ୍ଗି ଯାଇଥିବା ପାଚେରି ନିର୍ମାଣ କାର୍ଯ୍ୟରେ ନିୟୋଜିତ କରିବା ପ୍ରଧାନ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ଏଥିଲାଗି ସେଠାକାର ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ...

ଜିଆ ଖତ ନକଲି ସନ୍ଦେହରେ କାରଖାନା ଉପରେ ଚଢ଼ାଉ: ସଂଗ୍ରହ ହେଲା ନମୁନା

ସାକ୍ଷୀଗୋପାଳ,୧୧।୯(ଡି.ଏନ୍‌.ଏ./ସ୍ବ.ପ୍ର.): ନକଲି ସାର ପ୍ରସ୍ତୁତି ସନ୍ଦେହରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ବୀରଗୋବିନ୍ଦପୁର ନିକଟରେ ଥିବା ଗ୍ଲେୟର କେମିକାଲ ପ୍ରାଇଭେଟ ଲିମିଟେଡ୍‌ କାରଖାନା ଉପରେ ରବିବାର ରାଜ୍ୟ ସରକାରଙ୍କ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଚଢ଼ାଉ କରିଛି। ସୂଚନାଯୋଗ୍ୟ, ସାକ୍ଷୀଗୋପାଳ...

ଟ୍ରିପଲ ରାଇଡିଂ କରୁଥିଲେ ହେବ ଲାଇସେନ୍ସ ରଦ୍ଦ

ବ୍ରହ୍ମପୁର ଅଫିସ,୧୧ା୯: ସଡ଼କ ଦୁର୍ଘଟଣା ରୋକିବାକୁ ଟ୍ରାଫିକ୍‌ ପୋଲିସ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି। ଟ୍ରିପଲ ରାଇଡିଂ ଯୋଗୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଛି। ଏଥିରେ ଅନେକ ଲୋକଙ୍କ ଜୀବନ ଯାଉଛି। ଏ ନେଇ ପୋଲିସ ଲୋକଙ୍କୁ ସଚେତନ କରୁଛି।...

ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ବିଭାଗର ଠିକା କର୍ମଚାରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଯୁକ୍ତି ନିୟମାବଳୀ ବିରୋଧରେ ଠିକା କର୍ମଚାରୀ ସଂଘର ବଡ଼ ଧରଣର ଆନ୍ଦୋଳନ। ରବିବାର ପ୍ରାୟ ୧୦ ହଜାର ଠିକା କର୍ମଚାରୀ ଲୋୟର ପିଏମ୍‌ଜି ଛକରେ ବିକ୍ଷୋଭ କରୁଛନ୍ତି। ସମାନ କାମକୁ ସମାନ ଦରମା ଦାବିରେ ଏହି...

ବୃଦ୍ଧାଙ୍କୁ ହତ୍ୟା କରି ସୁନା ଅଳଙ୍କାର, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି କଲେଜ ଛକ ନିକଟ ଗଡ଼ସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ବୃଦ୍ଧାଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟାକରି ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି ସୁନା ଅଳଙ୍କାର ଓ ନଗଦ...

ଗାଁ ଦାଣ୍ଡରେ ପଡ଼ିଛି ଯୁବକଙ୍କ ମୃତଦେହ

ବଲାଙ୍ଗୀର ଅଫିସ, ୧୧।୯- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁ ଦାଣ୍ଡରେ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ସେହି ଗାଁର କୁମ୍ଭାର ଗଳିରେ ରହୁଥିବା ସୁରେଶ...

ଆଜି ଚିହ୍ନଟ ହେଲେ ୨୪୫ ଆକ୍ରାନ୍ତ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪୪ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୦୧ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୪୩ଜଣ ସଂକ୍ରମିତ ୧୮ ବର୍ଷରୁ କମ୍‌ ଥିବା ନେଇ ରବିବାର...

ପୂର୍ବ ପ୍ରସିଦ୍ଧି ଅପେକ୍ଷାରେ ‘ଅନ୍ନପୂର୍ଣ୍ଣା ଥିଏଟର’

କଟକ ଅଫିସ, ୧୧ା୯: ମଞ୍ଚନାଟକ ତଥା କଳାକାର ଓ ସଂସ୍କୃତିର ଉତ୍ପତ୍ତି ସ୍ଥଳର ଅନ୍ୟନାମ ହେଉଛି ଅନ୍ନପୂର୍ଣ୍ଣା ଥିଏଟର। କଟକସ୍ଥିତ ଅନ୍ନପୂର୍ଣ୍ଣା ଥିଏଟର ୧୯୩୮ରେ ପ୍ରତିଷ୍ଠା ହୋଇଥିଲା। ବହୁ କଳାକାରଙ୍କୁ ସ୍ବତନ୍ତ୍ର ପରିଚୟ ଦେଇଛି ଏହି ଥିଏଟର। ରଙ୍ଗୀନ ପରଦାରେ...

ଆଜି ଉଦ୍‌ଘାଟନ ହେବ ବନ ଶହୀଦ ସ୍ମାରକସ୍ତମ୍ଭ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ଭୁବନେଶ୍ୱର ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର (ଆର୍‌ପିଆର୍‌ସି) ପରିସର ଏକାମ୍ର କାନନର ଗୋଲାପ ବଗିଚା ମଧ୍ୟରେ ବନବାହିନୀ ଶହୀଦ ସ୍ମାରକ ସ୍ତମ୍ଭ ସ୍ଥାପନ କରାଯାଇଛି। ବନ ଶହୀଦ ଦିବସ ପାଳନ ଅବସରରେ ରବିବାର ପୂର୍ବାହ୍ନ ୧୦ଟାରେ ଜଙ୍ଗଲ,...

ହବିଷିଆଳିଙ୍କ ପାଇଁ ହେଉଛି ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ,୧୧।୯: ପାର୍ବଣ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ଆଉ ମାସେ ପରେ କାର୍ତ୍ତିକ ମାସ ଆରମ୍ଭ ହେବ। ତେବେ ୨ ବର୍ଷ ପରେ ଚଳିତବର୍ଷ କାର୍ତ୍ତିକ ମାସରେ ଅଧିକ ସଂଖ୍ୟାରେ ହବିଷିଆଳି ପୁରୀକୁ ଆସିବାକୁ ଥିବାରୁ ଏହାକୁ ଦୃଷ୍ଟିରେ...

ଯାଜପୁର ସହରରେ ବଢୁଛି ନିଶା କାରବାର

ଯାଜପୁର ଟାଉନ, ୧୧ା୯(ଡି.ଏନ.ଏ.): ଯାଜପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବିଭିନ୍ନ ପ୍ରକାର ନିଶା କାରବାର ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ଏହି ସହରର ସପ୍ତମାତୃକା ନିକଟସ୍ଥ ଦଶାଶ୍ୱମେଧ ଘାଟଠାରୁ ଆରମ୍ଭ କରି ବାରୁଣୀ ପଡ଼ିଆର ମହାଶ୍ମଶାନ ନିକଟସ୍ଥ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri