ରାଜ୍ୟ

ପାଗ ଅନୁକୂଳ, ଓଡ଼ିଶାରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୧ା୧୦: ଦୁଇଦିନ ମଧ୍ୟରେ ଓଡିଶାରୁ ଅପସରି ଯିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ପାଗ ଅନୁକୂଳ ଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ମୌସୁମୀ ସମ୍ପୂର୍ଣ୍ଣ ଫେରିଯିବ। ସେହିପରି ମହାରାଷ୍ଟ୍ର,...

ଦାଦନ ଖଟିବାକୁ ଯାଇଥିଲେ: ଚାଲିଗଲା ଯୁବତୀଙ୍କ ଜୀବନ

ଦାରିଙ୍ଗବାଡି,୧୧।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଦାଦନ ଦୁଃଖ ଦେଖୁବାକୁ ମିଳିଛି। ଦାଦନ ଖଟିବାକୁ ଯାଇ ପୁଣି ଜଣେ ଯୁବତୀଙ୍କ ଅକାଳ ବିୟୋଗ ଚିନ୍ତା ବଢାଇଛି। ପ୍ରକାଶ ଯେ, ବ୍ରାହ୍ମଣୀଗାଁ ଥାନା ଝିଞ୍ଜିରୀଗୁଡା ପଞ୍ଚାୟତ କୁଟଲାରି...

ବାପାଙ୍କ ସହ ବୁଲିବାକୁ ଆସିଥିବା ବେଳେ ଶିଶୁପୁତ୍ର ଅପହରଣ: ୧୨ଦିନ ପରେ ହାଇଦ୍ରାବାଦରୁ…

ନୂଆପଡ଼ା,୧୧।୧୦: ବାପାଙ୍କ ସହ ବଲାଙ୍ଗୀର ବୁଲିବାକୁ ଆସିଥିବା ବେଳେ ଗତ ୨୯ ତାରିଖରେ ଜଣେ ଶିଶୁପୁତ୍ରଙ୍କୁ ଅପହରଣ କରି ନିଆଯାଇଥିଲା। ଦୀର୍ଘ ୧୨ଦିନ ପରେ ହାଇଦ୍ରାବାଦରୁ ଅପହୃତ ଶିଶୁପୁତ୍ରଙ୍କୁ ପୋଲିସ ଉଦ୍ଧାର କରିବା ସହ ୨ଜଣ ଅଭିଯକ୍ତଙ୍କୁ ପୋଲିସ ଗିରଫ...

ସିଦ୍ଧିଦାତ୍ରୀ ବେଶରେ ମା ସମଲେଶ୍ବରୀ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶୁକ୍ରବାର ମା ସମଲେଶ୍ବରୀ ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର...

ନବୀନଙ୍କୁ ଭାଜପାର ଟାର୍ଗେଟ: ଆଇନ ମନ୍ତ୍ରୀ କହିଲେ ୨୪ ବର୍ଷ ଧରି ବୁଲୁ ନ ଥିଲେ…

ଭୁବନେଶ୍ୱର,୧୧।୧୦: ରାଜଧାନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦୁର୍ଗା ପୂଜା ମଣ୍ଡପ ବୁଲାକୁ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ମେୟର ସୁଲୋଚନା ଦାସଙ୍କ କ୍ରେଜ ରାଜନୀତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, କାହାର...

ମା ‘ ମାଣିକେଶ୍ବରୀଙ୍କ ଛତର ଯାତ୍ରା: ରକ୍ତ ରଞ୍ଜିତ ହେଲା ୪ କିମି

ଭଵାନୀପାଟଣା,୧୧।୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ଜେନାଖାଲ ରେ ସମ୍ପୂର୍ଣ୍ଣ ଗୁପ୍ତବିଧୂରେ ପୂଜାର୍ଚ୍ଚନା ପରେ ଭୋର ୫.୪୦ ରେ ମା’ଙ୍କ ବିଜୟ ପ୍ରତିମା ଛତର...

ଦୁର୍ଗା ପୂଜାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ସବୁ ପୂଜାମଣ୍ଡପକୁ ପାର୍ବଣ ଭେଟି 

ଭୁବନେଶର,୧୦।୧୧: ଶାରଦୀୟ ଦୁର୍ଗା ପୂଜା ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ  ଭାଜପା  ସରକାର ପ୍ରଥମଥର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ପୂଜା ମଣ୍ଡପମାନଙ୍କୁ ପୂଜା ଭେଟି ଦେଇଛନ୍ତି । ରାଜ୍ୟର ସବୁ...

ଖଣ୍ଡଗିରି ପାହାଡ଼ ତଳୁ ମଳିଲା  ସ୍ଫୋର୍ଟ୍ସ  ଡ୍ରେସ୍‌ ପିନ୍ଧା ଯୁବକଙ୍କ ମୃତଦେହ : ସନ୍ଦେହ ଘେରରେ…

ଭୁବନେଶ୍ୱର,୧୧।୧୦: ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ମିଳିଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ  ସ୍ଫୋର୍ଟ୍ସ ...

ନାବାଳିକାଙ୍କୁ ଉଦ୍ଧାର କରିବାକୁ ଯାଇ ମାଡ଼ ଖାଇଲେ ଥାନା ଅଧିକାରୀଙ୍କ ସହ ୪ ପୋଲିସ

ଯାଜପୁର,୧୧।୧୦: ପୁଣି ପୋଲିସ ଉପରେ ଆକ୍ରମଣ । ଏଥିରେ ୭ ପୋଲିସ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ବଡ଼ଚଣା ଥାନା ଅଞ୍ଚଳରେ। ପିପିଲି ଅଞ୍ଚଳର ହୋଇଥିବା ଜଣେ ନାବାଳିକାଙ୍କୁ ଉଦ୍ଧାର କରିବାକୁ ଯାଜପୁର ଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri