ରାଜ୍ୟ

ଜଗତ୍‌ସିଂହପୁରରେ ହେବ ଗାମ୍ବୁସିଆ ମାଛ ଚାଷ

ଜଗତ୍‌ସିଂହପୁର ଅଫିସ, ୧୦ା୯: ଜଗତ୍‌ସିଂହପୁର ଜିଲାରେ ସନ୍ତୋଷଜନକ ଭାବେ ଅଲ୍‌ଟ୍ରାସାଉଣ୍ଡ ସେବା ଉପଲବ୍ଧ ହେଉନାହିଁ। ବିଶେଷକରି ସରକାରୀ ଡାକ୍ତରଖାନାରେ ଏହି ଅଭାବ ଚିନ୍ତାର କାରଣ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଅଲ୍‌ଟ୍ରାସାଉଣ୍ଡ ମେଶିନ ଅଛି। କିନ୍ତୁ ଏହାକୁ...

ଭିଜିଲାନ୍ସ ଜାଲରେ ବେଆଇନ କଳାପଥର ପରିବହନ

ଯାଜପୁର ଅଫିସ,୧୦ା୯: ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା କଲେଜ ରୋଡ୍‌ ନିକଟରେ ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଫରେଷ୍ଟ ୱିଙ୍ଗ୍‌ ପକ୍ଷରୁ ଚଢ଼ାଉ କରାଯାଇ ୨୫ ଲକ୍ଷ ୨୪ ହଜାର ଟଙ୍କାର କଳାପଥର ସମେତ ଏକ ହାଇୱା ଜବତ...

ଗ୍ରାମବାସୀ ତିଆରି କଲେ କାଠପୋଲ

ସମ୍ବଲପୁର/ ନାକଟିଦେଉଳ,୧୦ା୯ (ବ୍ୟୁରୋ/ଡି.ଏନ.ଏ.): ବିକଶିତ ହେଉଛି ଦୁର୍ଗମ ଅଞ୍ଚଳ। ଏଭଳି ନାରା ଦେଉଛନ୍ତି ସରକାର। ହେଲେ ବାସ୍ତବ ଚିତ୍ର ଭିନ୍ନ। ସାମାନ୍ୟ ନାଳ ଉପରେ ପୋଲ ନିର୍ମାଣ ପାଇଁ ଲୋକେ ସ୍ଥାନୀୟ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ ଗୁହାରି...

ଉନ୍ନୟନ କାର୍ଯ୍ୟ ପାଇଁ ଭିକ୍ଷା ମାଗିଲେ ସରପଞ୍ଚ

କେନ୍ଦ୍ରାପଡ଼ା ଅଫିସ, ୧୦ା୯: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ପେଗରପଡା ପଞ୍ଚାୟତବାସୀ ପ୍ରଶାସନିକ ଅବହେଳାର ଶିକାର ହୋଇଛନ୍ତି। ପଞ୍ଚାୟତିରାଜ ବ୍ୟବସ୍ଥାରେ ନିର୍ବାଚିତ ଲୋକ ପ୍ରତିନିଧି ଉନ୍ନୟନ କାର୍ଯ୍ୟ କରିବାରେ ବାଧା ଉପୁଜୁଛି। ସରକାରୀ ଯୋଜନା ଏହି ପଞ୍ଚାୟତରେ କାର୍ଯ୍ୟକାରୀ ହୋଇପାରୁନାହିଁ।...

ମିଳିଲାନି ସହାୟତା, ଆତ୍ମହତ୍ୟା କଲେ ଦିବ୍ୟାଙ୍ଗ

ବାହାନଗା, ୧୦ା୯(ଡି.ଏନ.ଏ.): ସଡ଼କ ଦୁର୍ଘଟଣାରେ ଦିବ୍ୟାଙ୍ଗ ପାଲଟିଯାଇଥିବା ଜଣେ ଯୁବକ ସହାୟତା ନ ପାଇ ଚାରିଆଡୁ ନିରାଶ ହେବା ପରେ ଶେଷରେ କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। କିଟନାଶକ କିଣି ପିଇବା ସମୟର ଏକ ଭିଡିଓ କରି ସେ ନିଜେ...

ନଭେମ୍ବର ୮ରୁ କଟକ ବାଲିଯାତ୍ରା

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ଦୁଇବର୍ଷ ପରେ ଆସନ୍ତା ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କଟକର ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା। ଏହାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶୁକ୍ରବାର ଲୋକସେବା...

ଉତ୍ତମ ସମାରିଟାନ ନାମ ସୁପାରିସ କରିବ ପୋଲିସ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବଢ଼ିଚାଲିଛି। ଦୁର୍ଘଟଣାଗ୍ରସ୍ତଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇବାରେ ବିଳମ୍ବ ହେଉଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଦୁର୍ଘଟଣାରେ ଆହତଙ୍କୁ ସହାୟତା କରିବା ଲାଗି ଆଗେଇ ଆସୁଥିବା ବ୍ୟକ୍ତିଙ୍କୁ ଆର୍ଥିକ ପ୍ରୋତ୍ସାହନ ଦେବା ସକାଶେ...

ଓଡ଼ିଶା ରାଜନୀତି ସରଗରମ

ଭୁବନେଶ୍ବର,୧୦ା୯(ବ୍ୟୁରୋ): ଦୀର୍ଘଦିନ ଧରି ଶାସକ ବିଜେଡି ଏବଂ ବିରୋଧୀ ଭାଜପା ମଧ୍ୟରେ ରାଜନୈତିକ ଆକ୍ଷେପ ଓ ପ୍ରତି ଆକ୍ଷେପ ସେତେଟା ଦେଖିବାକୁ ମିଳୁ ନ ଥିଲା। ହେଲେ କିଛିଦିନ ହେଲା ଉଭୟ ଦଳର ଆଚରଣରେ ପରିବର୍ତ୍ତନ ଆସିଥିବା ଦେଖିବାକୁ ମିଳିଛି।...

ଟେଣ୍ଟ ହାଉସ ମାଲିକ କାନ ଧରି ଭୁଲ୍‌ ମାଗିଲେ

ରୂପ୍‌ସା,୧୦ା୯(ଡି.ଏନ୍‌.ଏ.): କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟଦେବତା ଶ୍ରୀଜଗନ୍ନାଥଙ୍କ ପ୍ରତିମାଙ୍କୁ ଏକ ପିକ୍‌ଅପ ଭ୍ୟାନ ପଛପଟେ ବାନ୍ଧି ନିଆଯିବା ଭିଡିଓ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର...

ଜି. ରାଜେଶ ଖଣି ନିର୍ଦ୍ଦେଶକ

ଭୁବନେଶ୍ୱର୧୦,ା୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଫଏସ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସିସିଏଫ୍‌(ନୋଡାଲ) ଜି. ରାଜେଶଙ୍କୁ ଖଣି ନିର୍ଦ୍ଦେଶକ...

ଯୁକ୍ତ୨ ନାମଲେଖା ପାଇଁ ଆଉ ଥରେ ସୁଯୋଗ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହେଉଛି। ଏପରି ସ୍ଥିତିରେ ପ୍ରଥମ ପର୍ଯ୍ୟାୟରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ଆଉ ଥରେ ସୁଯୋଗ ଦେଇଛନ୍ତି। ଦଶମ ବା ହାଇସ୍କୁଲ...

ସୂର୍ଯ୍ୟମନ୍ଦିରରୁ ବାଲିକଢ଼ାକୁ ନେଇ ସଂଶୟ

ପୁରୀ ଅଫିସ,୧୦।୯: କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କଢ଼ାଗଲେ ମନ୍ଦିର ସୁରକ୍ଷିତ ରହିବ କି ନାହିଁ ସେ ନେଇ ଆଶଙ୍କା ଦେଖାଦେଇଛି। ବାଲି କଢାଯିବା ପ୍ରକ୍ରିୟା ଠିକ୍‌ ଅଛି କି ନାହିଁ, ଏହାଦ୍ୱାରା ମନ୍ଦିର ଉପରେ କ’ଣ ପ୍ରଭାବ ପଡ଼ିବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri