ରାଜ୍ୟ

ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସର ନୂତନ ଉପ ମହାପ୍ରବନ୍ଧକ

ଭୁବନେଶ୍ୱର,୯।୯:ଦେଶର ପ୍ରମୁଖ ବୀମା କମ୍ପାନୀ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ ମହାପ୍ରବନ୍ଧକ ଭାବେ ସଦାନନ୍ଦ ମହାନ୍ତି ଯୋଗ ଦେଇଛନ୍ତି। ଏହା ପୂର୍ବରୁ ମହାନ୍ତି ମୁମ୍ବାଇସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଉପ ମହାପ୍ରବନ୍ଧକଭାବେ କାର୍ଯ୍ୟ କରୁଥିଲେ। ୧୯୯୧ରେ ମହାନ୍ତି...

ଓଏଏସ୍‌, ଓଆର୍‌ଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଏବଂ ରାଜସ୍ବ ସେବା ବର୍ଗ(ଓଆରଏସ୍‌) ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ...

୧୪୭ କମନ କ୍ୟାଡର ଅଡିଟର ନିଯୁକ୍ତ

ଭୁବନେଶ୍ୱର,୯ା୯(ବ୍ୟୁରୋ): ଆମେ ମନେରଖିବା ଉଚିତ ଯେ ଆମ ଦରମାର ପ୍ରତ୍ୟେକ ମୁଦ୍ରା ଓ ଅନ୍ୟାନ୍ୟ ସୁବିଧା ରାଜ୍ୟର ଲୋକଙ୍କଠାରୁ ଆସୁଛି। ଅତ୍ୟନ୍ତ ସମୟାନୁବର୍ତ୍ତୀ, ଦାୟିତ୍ୱବାନ, କଠିନ ପରିଶ୍ରମ ଓ ନୂଆ ଜ୍ଞାନକୌଶଳକୁ ବ୍ୟବହାର କରି ନିଜର ସବୁଠାରୁ ଉତ୍ତମ ସେବା...

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୯।୯:ନିଶା କାରବାରର ପେଣ୍ଠସ୍ଥଳ ପାଲଟିଥିବା ବାଲେଶ୍ୱରରୁ ପୁଣି କୋଟିଏରୁ ଅଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ସହଦେବଖୁଣ୍ଟା ଆଦର୍ଶ ଥାନା ପୋଲିସ ସହାୟତାରେ ସ୍ଥାନୀୟ ଅରଡ଼ବଜାର ଅଞ୍ଚଳରେ ଚଢ଼ାଉ କରି...

କ୍ୟୁଆର-ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୯।୯:ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ରୁ ଗୁରୁବାର ପୂର୍ବାହ୍ନରେ କ୍ୟୁଆର୍‌-ଏସ୍‌ଏଏମ୍‌(କ୍ୱିକ୍‌ ରିଆକ୍ସନ୍‌-ସର୍ଫେସ୍‌ ଟୁ ଏୟାର ମିଶାଇଲ୍‌) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଭାରତୀୟ ସେନା ଦ୍ୱାରା ମୂଲ୍ୟାଙ୍କନ ପରୀକ୍ଷଣର ଏକ ଅଂଶ ଭାବରେ ଏହି ବିମାନ ପରୀକ୍ଷା କରାଯାଇଥିବା...

ଦକ୍ଷିଣ, ଉତ୍ତର ଓଡ଼ିଶାରେ ବେଶି ବର୍ଷିବ

ଭୁବନେଶ୍ୱର,୯ା୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବ। ଏହା ପ୍ରଭାବରେ ଶୁକ୍ରବାର ରାତିରୁ ବର୍ଷା ଆରମ୍ଭ ହେବ। ୯ ଓ ୧୦ ରେ...

ସାଇ ଇଣ୍ଟରନ୍ୟାଶନାଲ୍‌ ସ୍କୁଲ ଛାତ୍ର ଏନ୍‌ଇଇଟି ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୯।୯ (ବ୍ୟୁରୋ) : ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି(ୟୁଜି)-୨୦୨୨ରେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଛାତ୍ର ପ୍ରିୟ ସୋମଦତ୍ତ ନାୟକ ସର୍ବଭାରତୀୟ ସ୍ତରରେ ୩୯ତମ ର଼୍ୟାଙ୍କ ହାସଲ କରିବା ସହ ରାଜ୍ୟ ଟପ୍ପର ହୋଇଛନ୍ତି।...

ଧଉଳି ଶାନ୍ତିସ୍ତୂପକୁ ପୂରୁଛି ୫୦ ବର୍ଷ

ଭୁବନେଶ୍ୱର, ୯ା୯(ବ୍ୟୁରୋ):ରାଜଧାନୀ ଉପକଣ୍ଠ ଧଉଳି ପାହାଡ଼ରେ ପ୍ରତିଷ୍ଠିତ ବିଶ୍ୱବିଦିତ ଶାନ୍ତିସ୍ତୂପ ଏବଂ ବୌଦ୍ଧପୀଠ ଚଳିତ ବର୍ଷ ଅକ୍ଟୋବରରେ ୫୦ ବର୍ଷ ପୂରଣ କରୁଛି। ଏହାକୁ ସ୍ମରଣୀୟ କରିବା ନିମନ୍ତେ ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ପାଇଁ ରାଜ୍ୟ...

ରାଜ୍ୟ ସମବାୟ ମନ୍ତ୍ରୀଙ୍କ ରାଷ୍ଟ୍ରୀୟ ସମ୍ମିଳନୀ

ଭୁବନେଶ୍ବର,୯ା୯(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ୨ ଦିନିଆ ରାଜ୍ୟ ସମବାୟ ମନ୍ତ୍ରୀମାନଙ୍କ ରାଷ୍ଟ୍ର୍ରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏଥିରେ ଓଡ଼ିଶାର ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇ ସମବାୟ ବ୍ୟାଙ୍କ,...

ଓଡ଼ିଶାରେ ଖୁବ୍‌ଶୀଘ୍ର ଆଇଟିଏମ୍‌ଏସ୍‌

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ଅନ୍‌ଲାଇନ ମନ୍ଦିର ଦର୍ଶନ। ଏଥିପାଇଁ ରାଜ୍ୟ ସରକାର କର୍ନାଟକ ଓ ତାମିଲନାଡୁ ଭଳି ସମନ୍ବିତ ମନ୍ଦିର ପରିଚାଳନା ବ୍ୟବସ୍ଥା (ଆଇଟିଏମ୍‌ଏସ୍‌) ପ୍ରଚଳନ କରିବେ। ଏଥିପାଇଁ ଏକ ଓ୍ବେବ୍‌ପୋର୍ଟାଲ ଓ୍ବାନ-ଷ୍ଟପ୍‌-ସପ୍‌ ବିକାଶ କରାଯିବ। ଆଇଟିଏମ୍‌ଏସ୍‌...

କିସ୍‌କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ସମ୍ମାନ

ଭୁବନେଶ୍ୱର, ୯ା୯(ବ୍ୟୁରୋ):ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସ(କିସ୍‌)କୁ ମିଳିଛି ବିଶ୍ୱର ଶ୍ରେଷ୍ଠ ଶିକ୍ଷା ସମ୍ମାନ। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ଜାତିସଂଘ ପକ୍ଷରୁ କିସ୍‌କୁ ସମ୍ମାନଜନକ ୟୁନେସ୍କୋ କିଙ୍ଗ୍‌ ସିଜଙ୍ଗ୍‌...

ବନ୍ଦ ହେଲା ହୀରାକୁଦର ସମସ୍ତ ଗେଟ୍‌

ସମ୍ବଲପୁର,୮ା୯(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଗୋଟିଏ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ଏହାକୁ ଗୁରୁବାର ଅପରାହ୍ନ ୩ଟାରେ ବନ୍ଦ କରି ଦିଆଯାଇଛି । ଏବେ ଡ୍ୟାମ୍‌ର ସମସ୍ତ ଗେଟ୍‌ ବନ୍ଦ ହୋଇଯାଇଛି। ଏହି ଜଳଭଣ୍ଡାରରେ ୬୩୦ ଫୁଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri