ରାଜ୍ୟ

ତୋରଣରେ ‘କମିଶନରେଟ୍‌ ପୋଲିସ’

୧୯୭୮ରୁ ଆରମ୍ଭ ହୋଇଥିଲା ପୂଜା ମା’ ଦଶଭୁଜାଙ୍କ ଆବାହନ ପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଭିନ୍ନ ଭିନ୍ନ ତୋରଣ କରି ଚର୍ଚ୍ଚାରେ ରହିବାକୁ ସମସ୍ତ ପୂଜା କମିଟି ପ୍ରୟାସ ଚଳାଇଛନ୍ତି। ଏହି କ୍ରମରେ...

ଅସମ୍ଭାଳ ଭିଡ଼, ଲୋକେ ହଇରାଣ

ଭୁବନେଶ୍ୱର,୭।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀଠାରେ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ପୁରସ୍କାର ଗ୍ରହଣ କରି ମଙ୍ଗଳବାର ଓଡ଼ିଶା ଫେରିବା ପରେ ତାଙ୍କୁ ବିଜେଡି ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିପାଇଁ ରାଜଧାନୀ ଭୁବନେଶ୍ୱରରେ ବଡ଼ଧରଣର...

ଜନସ୍ବାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

ଭୁବନେଶ୍ୱର,୭।୯(ବ୍ୟୁରୋ): ଭୁବନେଶ୍ୱର ଇନ୍‌ଫୋସିଟି ଅଞ୍ଚଳର ନାବାଳିକା ଗଣବଳାତ୍କାର ଘଟଣାକୁ ନେଇ ଆଗତ ଜନସ୍ବାର୍ଥ ମାମଲାର ମଙ୍ଗଳବାର ହାଇକୋର୍ଟ ଶୁଣାଣି କରି ଏହାର ଅନ୍ତ ଘଟାଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌.ମୁରଲୀଧର ଓ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ...

ମା’ କାଳିଜାଈଙ୍କ ଦର୍ଶନ କଲେ ରାଜ୍ୟପାଳ

କୃଷ୍ଣପ୍ରସାଦ,୭ା୯(ଡି.ଏନ୍‌.ଏ.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ମା’ କାଳିଜାଈଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଗରୁଡ଼ ଭାସମାନ ଲଞ୍ଚରେ ରାଜ୍ୟପାଳ ଅପରାହ୍ନ ୩ଟାରେ କାଳିଜାଈ ପୀଠରେ ପହଞ୍ଚିଥିଲେ। ନାଭାଲର କମାଣ୍ଡିଂ ଅଫିସର ଓ ଉଚ୍ଚପଦସ୍ଥ ଅଧିକାରୀମାନେ ଚିଲିକାର...

୬ ସପ୍ତାହ ମଧ୍ୟରେ ଜବାବ ଦେବାକୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ବ୍ୟୁରୋ): ମାଲକାନଗିରି ଜିଲା ମାରିୱାଡ଼ା ଆଶ୍ରମ ସ୍କୁଲର ଅନ୍ତେବାସୀମାନେ ୨୦ କିଲୋମିଟର ଚାଲିଚାଲି ଯାଇ ଜିଲା ଅଧିକାରୀଙ୍କୁ ଅଭିଯୋଗ କରିବା ଘଟଣାରେ ଲୋକାୟୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସେପ୍ଚେମ୍ବର ୪ ତାରିଖରେ ଗଣମାଧ୍ୟମରେ ‘ଛାତ୍ରମାନେ ହଷ୍ଟେଲ ମେସ୍‌ ବିରୋଧରେ ଅଭିଯୋଗ...

ହନୁମାନ ପଇସା ଠକେଇ ର଼୍ୟାକେଟ୍‌ର ପର୍ଦ୍ଦାଫାଶ

ଝାରସୁଗୁଡ଼ା ଅଫିସ,୭ା୯: ଝାରସୁଗୁଡ଼ା ପୋଲିସ ଏକ ଆନ୍ତଃ ଜିଲା ହନୁମାନ ପଇସା ଠକେଇ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୫ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସୁନ୍ଦରଗଡ଼ର...

ପ୍ରେମିକଙ୍କ ଘର ଆଗରେ ଧାରଣା

ଦେବଗଡ଼,୭।୯(ଡି.ଏନ.ଏ): ବୋହୂର ମାନ୍ୟତା ଦାବିରେ ଜଣେ ଯୁବତୀ ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ବାବରାକୋଟ ଗ୍ରାମ ସ୍ଥିତ ପ୍ରେମିକଙ୍କ ଘର ଆଗରେ ଧାରଣାରେ ବସିଛନ୍ତି। ଯୁବତୀ ଜଣକ ସୋମବାରଠାରୁ ସେଠାରେ ଧାରଣା ଦେଇଥିଲେ ମଧ୍ୟ ତାଙ୍କୁ ବୋହୂ ମାନ୍ୟତା...

ଓଏସ୍‌ଏଲ୍‌ ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୭।୯(ବ୍ୟୁରୋ): ପାରାଦୀପ ବନ୍ଦରରେ କନଭେୟର ବେଲ୍ଟ ମରାମତି ପାଇଁ ହୋଇଥିବା ଲାଞ୍ଚ କାରବାର ମାମଲାରେ ଗିରଫ ହୋଇ ଜେଲରେ ଥିବା ଶିଳ୍ପପତି ମହିମା ମିଶ୍ରଙ୍କ ସାନ ପୁଅ ତଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ (ଓଏସ୍‌ଏଲ୍‌)ର ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ମଙ୍ଗଳବାର...

ଟଙ୍କାଛପା କାଗଜ କାରଖାନା ଲାଗି ସ୍ଥିତି ଅନୁଧ୍ୟାନ

ବାଲେଶ୍ୱର ଅଫିସ, ୭।୯: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ବାଲେଶ୍ୱର ଜିଲାରେ ଟଙ୍କାଛପା କାଗଜ କାରଖାନା ସ୍ଥାପନ ଲାଗି ନିଷ୍ପତ୍ତି ହେବା ପରେ ଅଧିକାରୀମାନଙ୍କ ପକ୍ଷରୁ ବାରମ୍ବାର ଜମି ସର୍ବେକ୍ଷଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପୂର୍ବାହ୍ନରେ ଆର୍‌ବିଆଇର...

ସ୍ତ୍ରୀଙ୍କୁ ପଚରାଉଚରା କଲା ପୋଲିସ

କଟକ ଅଫିସ,୭ା୯: କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ(୪୯)ଙ୍କ ମୃତ୍ୟୁ ଘଟଣାରେ ତାଙ୍କ ସ୍ତ୍ରୀ ଅପରିଜିତାଙ୍କୁ ମଙ୍ଗଳବାର ମର୍କତନଗର ଥାନା ପୋଲିସ ପଚରାଉଚରା କରିଛି। ସିଡିଏସ୍ଥିତ ସରକାରୀ କ୍ବାର୍ଟର୍ସରେ ଅପରିଜିତାଙ୍କ ସହ ପରିବାର ଲୋକଙ୍କୁ ମଧ୍ୟ...

ଯୁକ୍ତ୨ ପିଲାଙ୍କ ଲାଗି ବାୟୋମେଟ୍ରିକ ବାଧ୍ୟତାମୂଳକ

ଭୁବନେଶ୍ୱର, ୭।୯(ବ୍ୟୁରୋ): ରାଜ୍ୟର ସବୁ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ଲାଗି ବାୟୋମେଟ୍ରିକ ବାଧ୍ୟତାମୂଳକ ହେବ। ଏନେଇ ଗଣଶିକ୍ଷା ବିଭାଗ ଯୋଜନା କରୁଥିବା ସୂଚନା ମିଳିଛି। ତେବେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୬୫୦ଟି କଲେଜରେ ପାଇଲଟ୍‌ ପ୍ରକଳ୍ପ ଭାବେ...

ଆଜି ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର, ୭ା୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ବୁଧବାର ଅପରାହ୍ନ ୨ଟାରେ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ବା ମେଧା ତାଲିକା ପ୍ରକାଶ ପାଇବ। ଏହା ସାମ୍ସ ୱେବ୍‌ସାଇଟ samsodisha.gov.inରେ ଉପଲବ୍ଧ ହେବ। ପ୍ରଥମ ପର୍ଯ୍ୟାୟ ନାମଲେଖା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri