ରାଜ୍ୟ

ଭୁବନେଶ୍ୱରରେ ଭଡ଼ାରେ ଲାଗିଛି ଆବାସ ଯୋଜନା ଘର: ଛଡାଇ ନେବ ବିଏମସି

ଭୁବନେଶ୍ୱର,୧୦।୧୦: ରାଜଧାନୀରେ ରାଜିବ ଆବାସ ଯୋଜନରେ ସରକାରଙ୍କ ଠାରୁ ମାଗଣାରେ ଘର ପାଇ ତାକୁ ଭଡାରେ ଦେଇ ମୋଟା ଅଙ୍କର ଟଙ୍କା କାମଉଛନ୍ତି। ନିଜକୁ ଭୂମିହୀନ, ଗୃହହୀନ, ଗରିବ ବୋଲି ଦର୍ଶାଇ ହିତାଧିକାରୀ ପାଲଟିଥିବା କିଛି ଘରମାଲିକଙ୍କ ଏଭଳି କେଳେଙ୍କାରୀ...

ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ମାଗି ଧାରଣାରେ ବସିଲେ କୋଟିଆ ପଞ୍ଚାୟତର ଲୋକେ; ଚିନ୍ତାରେ ଓଡ଼ିଶା ସରକାର

ପଟ୍ଟାଙ୍ଗି,୧୦।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟ ତହସିଲ କାର୍ଯ୍ୟାଳୟ ସମୁଖରେ ଓଡ଼ିଶାର ସୀମାନ୍ତ ଗ୍ରାମବାସୀ ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି ଉଠାଇ ଧାରଣା ଦେବା ଦୃଶ୍ୟ ଓଡିଶା ସରକାରଙ୍କ ପ୍ରଶାସନ ପାଇଁ ସୃଷ୍ଟି କରିଛି ଚିନ୍ତାର ବିଷୟ। ଏହିପରି ଘଟଣା...

ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୧୦।୧୦: ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ...

ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା

ଭୁବନେଶ୍ୱର,୧୦ା୧୦: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପ୍ରକାଶ ବେହେରା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରକାଶ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଗତ ନିର୍ବାଚନ ପୂର୍ବରୁ ପ୍ରକାଶ ଭାଂଜପରି ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ। ଏହାପରେ ବିଜେଡି...

ବିଜେଡିର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଲେନି ଅମର, ପ୍ରତିକ୍ରିୟାରେ କହୁକହୁ କହିଦେଲେ…

ଯାଜପୁର,୧୦ା୧୦: ଯାଜପୁର ବିଜେଡି ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଅମର ଶତପଥୀ ଯୋଗ ନ ଦେବାକୁ ନେଇ ରାଜ୍ୟ ରାଜନୀତି ଚର୍ଚ୍ଚା ଜୋର୍‌ ଧରିଛି। ଅମର କାହିଁକି ସଭ୍ୟ ସଂଗ୍ରହ ଅଭିଯାନରେ ସାମିଲ ହେଲେ ନାହିଁ। ବିଭିନ୍ନ ଚର୍ଚ୍ଚା, ଆଲୋଚନା, ତର୍କ...

ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର ଭୀମ୍‌ସାରରେ ଭର୍ତ୍ତି କରାଯାଇଛି। କନଷ୍ଟେବଳ ସରୋଜ ପ୍ରଧାନଙ୍କୁ ଆକ୍ରମଣକରି ପାପୁଲି ଛିଣ୍ଡାଇଥିବା କମଲୁଙ୍କୁ...

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ମାଗଣା ମେଡିସିନ ପାଇଁ...

ଟ୍ରାକ୍‌ରେ ଯାଉଥିଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌, ଟନେଲ୍‌ରୁ ଖସିଲା ପଥର, ଆଉ ତା’ ପରେ…

କୋରାପୁଟ/ଲକ୍ଷ୍ମୀପୁର,୧୦ା୧୦(ଅମିତାଭ ବେହେରା/ଅନନ୍ତ ନାୟକ): ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସି ରେଳ ଧାରଣା ଉପରେ ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍‌ଡ ଇକ୍ୟୁପ୍‌ମେଣ୍ଟ ତାର। ଦୀର୍ଘ ୪ଘଣ୍ଟାର କସରତ ପରେ କୋରାପୁଟ-ରାୟଗଡ଼ା ରେଳ ପଥରେ ରେଳ...

ଭାରତର ଉଦ୍ୟୋଗୀ ମନୋଭାବର ଏକ ଉଜ୍ଜ୍ୱଳ ଆଲୋକ ଥିଲେ ରତନ ଟାଟା, ନବୀନ କହିଲେ ସମଗ୍ର ବିଶ୍ୱରେ…

ଭୁବନେଶ୍ୱର,୧୦ା୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଏନେଇ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ...

ଆରଆଇ, ଅମିନ ପରୀକ୍ଷା ବାତିଲ କରିବାକୁ ଦାବି, ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ

ଭୁବନେଶ୍ୱର,୧୦।୧୦: ଆରଆଇ ଓ ଅମିନ ପରୀକ୍ଷା ବାତିଲ ଦାବିକୁ ନେଇ ଆଶାୟୀ ଜୋରଦାର ଆନ୍ଦୋଳନ କରୁଛନ୍ତି। କଟକରେ ପ୍ରତିବାଦ କରି ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଆଶାୟୀ କାଠଯୋଡ଼ି ନଦୀରେ ଭସାଇଥିବା ଦେଖିବାକୁ ମିଳିଛି। ପରୀକ୍ଷା ବାତିଲ ସହ ପୁନଃ...

ଓଡ଼ିଶାରେ ମାଗଣା ଚାଉଳ ଅବଧି ବୃଦ୍ଧି ହେବ କି ନାହିଁ, ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୧୦।୧୦: କେନ୍ଦ୍ର ପରେ ରାଜ୍ୟ ବଢ଼ାଇବ ଗରିବଙ୍କୁ ମାଗଣା ଚାଉଳ ଅବଧି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ମାଗଣା ଚାଉଳ ଅବଧି ବୃଦ୍ଧି ହେବ। ରାଜ୍ୟର ନିଜସ୍ବ ଯୋଜନାରେ ଚାଉଳ ଯୋଗାଣ...

କେବେ ଆସିବ ନୂଆ ରାଶନ କାର୍ଡ, ଖାଦ୍ୟ ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୧୦।୧୦: ରାଶନ କାର୍ଡ E-KYC ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ ସୂଚନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପାଖାପାଖି ୨ କୋଟି ୩୦ ଲକ୍ଷ E-KYC ସରିଲାଣି।୧ କୋଟି ପାଖାପାଖି ଲୋକଙ୍କ E-KYC ବାକି ଅଛି। ୧୫-୨୦ ଦିନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri