ରାଜ୍ୟ

ଦିଲ୍ଲୀରେ ଯାତ୍ରୀ, ଭୁବନେଶ୍ୱରରେ ବେଗ୍‌

ଭୁବନେଶ୍ବର,୬ା୯(ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଘରୋଇ ଅନୁଷ୍ଠାନ ପକ୍ଷରୁ ଜୀବନବ୍ୟାପୀ ସାଧନା ପାଇଁ ପୁରସ୍କାର ମିଳିଛି। ଏହି ଉତ୍ସବରେ ଯୋଗଦେବାକୁ ବିଜେଡିର ବହୁ ଆଗ ଧାଡ଼ିର ଯୁବ ଓ ଛାତ୍ର ନେତାମାନେ ଦିଲ୍ଲୀ ଯାଇଥିଲେ। ସେଠାରେ...

ହାଉଯାଉ ନକଲି ବ୍ରାଣ୍ଡ୍‌

ଭୁବନେଶ୍ୱର,୬ା୯(ବ୍ୟୁରୋ):ହାଟବଜାରରେ ହାଉଯାଉ ନକଲି ବ୍ରାଣ୍ଡ୍‌। ତେଲ, ଲୁଣ, ହଳଦୀ, ସସ୍‌, ଡିଟରଜେଣ୍ଟ, ଦୁଗ୍ଧ, ଘିଅ, ପନିରଠାରୁ ଆରମ୍ଭକରି ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଭେଜାଲ ବଜାରକୁ କବଳିତ କରିଛି। ଗତ କିଛି ବର୍ଷ ହେବ ଏଭଳି ଅପମିଶ୍ରଣ ରାଜ୍ୟରେ ବଢ଼ି ବଢ଼ି...

ଓଡ଼ିଶାରେ ଭାଜପା ପ୍ରଭାରୀ ବଂଶଲ: ୨୦୨୪ ପାଇଁ ପ୍ରସ୍ତୁତ କରିବେ ରଣନୀତି

ଭୁବନେଶ୍ବର,୫।୯(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଭାଜପା ପ୍ରଭାରୀ ସୁନୀଲ ବଂଶଲ। ସୋମବାର ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ଏହି ଗସ୍ତ ସମୟରେ ବଂଶଲ ୨୦୨୪ ସାଧାରଣ ନିର୍ବାଚନ ଲାଗି ପ୍ରଥମ...

ଅସଲି ଲୋଗୋରେ ନକଲି ସାମଗ୍ରୀ ବିକ୍ରି, ଜଣେ ଅଟକ

ଫୁଲନଖରା,୫ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ପାହାଳ ଥାନା ଅନ୍ତର୍ଗତ ହଂସପାଳ ନିକଟସ୍ଥ ଶିବଶକ୍ତିନଗର ଲେନ୍‌ ୧୫ରେ ନକଲି ସର୍ଫ ଏକ୍ସିଲ ଓ ଟାଟା ସଲ୍ଟ ପ୍ୟାକେଟ ଜବତ ହୋଇଛି। ଜବତ ହୋଇଥିବା ସାମଗ୍ରୀର ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ...

ଗୁଣିଗାରେଡ଼ି ସନ୍ଦେହ: ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ପଡ଼ୋଶୀ

ରାୟଗଡ଼ା ଅଫିସ,୫ା୯: ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ହତ୍ୟା କରିଛନ୍ତି ପଡ଼ୋଶୀ ଯୁବକ। ରାୟଗଡ଼ା ସହରର କୋଇଲାପଡ଼ାଠାରେ ଏପରି ଅଭାବନୀୟ ଘଟଣା ଘଟିଛି। ଚନ୍ଦ୍ରମା ବିଭାର (୫୦)ଙ୍କୁ ସୋମବାର ମଧ୍ୟାହ୍ନରେ ତାଙ୍କ ପଡ଼ୋଶୀ ରାଜେଶ କୁଲୁ ଶିକା ହତ୍ୟା କରିଛନ୍ତି। ପୋଲିସ...

ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ: ସମ୍ବର୍ଦ୍ଧନା ପାଇଁ ସମାଗମ ହୋଇପାରନ୍ତି ୫୦ ହଜାର ଲୋକ

ଭୁବନେଶ୍ୱର,୫।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଓଡ଼ିଶା ଫେରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା ପାଇଁ ପ୍ରାୟ ୫୦ ହଜାର ଲୋକଙ୍କ ସମାଗମ ହୋଇପାରନ୍ତି। ଏଥିପାଇଁ କମିଶନର ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ୩୦ ପ୍ଲାଟୁନ୍‌...

୪୮ଘଣ୍ଟା ମଧ୍ୟରେ ଲଘୁଚାପ !

ଭୁବନେଶ୍ୱର,୫।୯(ବ୍ୟୁରୋ): ଆସନ୍ତା ୭ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା...

ଆଜି ଆସୁଛନ୍ତି ଭାଜପା ପ୍ରଭାରୀ ବଂଶଲ

ଭୁବନେଶ୍ବର,୫ା୯(ବ୍ୟୁରୋ):ଓଡ଼ିଶାର ନବନିଯୁକ୍ତ ଭାଜପା ପ୍ରଭାରୀ ସୁନୀଲ ବଂଶଲ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ଲାଗି ସୋମବାର ରାଜ୍ୟ ଗସ୍ତରେ ଆସୁଛନ୍ତି। ଦିନ ଗୋଟାଏରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏଥିଲାଗି ସମସ୍ତ ଭାଜପା ନେତାଙ୍କୁ ନିମନ୍ତ୍ରଣ କରାଯାଇଛି।...

ନୂଆ ଶିକ୍ଷା ନୀତିରେ ପରିବେଶ ଶିକ୍ଷା ସାମିଲକୁ ଗୁରୁତ୍ୱ

ଭୁବନେଶ୍ୱର,୫।୯(ବ୍ୟୁରୋ):ସାମ୍ପ୍ରତିକ ସମୟରେ ବିଶ୍ୱ ଅନେକ ପରିବେଶ ସମ୍ବନ୍ଧୀୟ ଆହ୍ବାନର ସମ୍ମୁଖୀନ ହେଉଛି। ଏହା କେବଳ ମାନବ ଜାତି ପାଇଁ ନୁହେଁ, ବରଂ ସମଗ୍ର ଜୀବଜଗତର ଅସ୍ତିତ୍ୱ ପ୍ରତି ବିପଦ ସୃଷ୍ଟି କରୁଛି। ଏଥିପାଇଁ କେବଳ ମନୁଷ୍ୟ ହିଁ ଦାୟୀ। ନିଜର...

ଭୁବନେଶ୍ୱରବାସୀଙ୍କୁ ଡେଙ୍ଗୁ ଡର

ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁର ପ୍ରାର୍ଦୁଭାବ ବଢି ଚାଲିଛି। ଡେଙ୍ଗୁ ନଁା ଶୁଣିଲେ ଡର ଲାଗୁଛି। ରାଜ୍ୟରୁ ଚିହ୍ନଟ ହେଉଥିବା ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଥିବାବେଳେ ଭୁବନେଶ୍ୱର ଆଗରେ ରହିଛି। ୩ ତାରିଖ ସୁଦ୍ଧା...

ଆଜି ରାଜ୍ୟରେ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

‘ଏକ ଦୌଡ ଦେଶ କା ନାମ’

ଭୁବନେଶ୍ୱର,୫।୯ (ବ୍ୟୁରୋ):ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ପରିପ୍ରେକ୍ଷୀରେ ରବିବାର ସ୍ଥାନୀୟ ପାହାଳଠାରେ ‘ଏକ ଦୌଡ ଦେଶ କା ନାମ’ ଶୀର୍ଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏପରିକି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri