ରାଜ୍ୟ

ସ୍ତ୍ରୀଙ୍କୁ ଫେରାଇ ଆଣିବାକୁ ଔଷଧ କାମ ଦେଲାନି

ଯାଜପୁର ଅଫିସ,୩ା୯: ସ୍ତ୍ରୀଙ୍କୁ ଘରକୁ ଫେରାଇ ଆଣିବା ନିମନ୍ତେ ଜଣେ ଜ୍ୟୋତିଷ ଦେଇଥିବା ଔଷଧ କାମ ଦେଲାନାହଁି। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ ଯୁବକ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଉକ୍ତ ଜ୍ୟୋତିଷଙ୍କୁ ହାଣି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଛି...

୯, ୧୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ପ୍ରଥମଟି ସେପ୍ଟେମ୍ବର ୮ ମଧ୍ୟରେ ଏବଂ ଦ୍ୱିତୀୟଟି ସେପ୍ଟେମ୍ବର ୯ରୁ ୧୫ ମଧ୍ୟରେ ସୃଷ୍ଟି ହୋଇପାରେ। ଏହାର...

୧୨ ବର୍ଷ ହେଲା ଭଣ୍ଡାଉଛି ଏମ୍‌ସିଏଲ୍‌

ତାଳଚେର, ୩ା୯ (ନି.ପ୍ର.): ଜମି ବଦଳରେ ମିଳିବ ପର୍ଯ୍ୟାପ୍ତ କ୍ଷତିପୂରଣ। ଖଣିରେ ଦିଆଯିବ ନିଯୁକ୍ତି। ଥଇଥାନ ବ୍ୟବସ୍ଥା ମଧ୍ୟ କରିବ କୋଇଲା କମ୍ପାନୀ। ଏପରି ପ୍ରଲୋଭନ ଦେଖାଇ ହିଙ୍ଗୁଳା କ୍ଷେତ୍ର ନିମନ୍ତେ ୨୦୧୦ରେ ତାଳଚେର ଗୋପାଳପ୍ରସାଦବାସୀଙ୍କ ୩୪୮ ଏକର ଜମି...

୪ ଆଇପିଏସ୍‌ ଅଫିସରଙ୍କୁ ଡିଜି ପାହ୍ୟା

ଭୁବନେଶ୍ୱର,୨ା୯(ବ୍ୟୁରୋ): ୧୯୮୯ ବ୍ୟାଚ୍‌ର ୪ ଜଣ ବରିଷ୍ଠ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାର ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି...

ନାଡପାଲି ଜଙ୍ଗଲରୁ ୨ ମାଓବାଦୀ ଗିରଫ

ମାଲକାନଗିରି,୨ା୯(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସର ସର୍ଚ୍ଚ ଅପରେଶନ ବେଳେ ନାଡପାଲି ଜଙ୍ଗଲରୁ ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ସେମାନେ ହେଲେ କାକା କିସ୍ତା ଓ କଡତି ନରସ। ପୋଲିସ ଓ ସିଆରପିଏଫ୍‌ର ପକ୍ଷରୁ ଏହି...

ତହସିଲଦାର ସମେତ ୩୦ କର୍ମଚାରୀଙ୍କ ଦରମା ବନ୍ଦ

ରାୟଗଡ଼ା ଅଫିସ,୨ା୯: କର୍ତ୍ତବ୍ୟରେ ଅବହେଳା ବିରୋଧରେ ରାୟଗଡ଼ା ଜିଲାପାଳ ସ୍ବଧାଦେବ ସିଂ ଶୁକ୍ରବାର ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। କାଶୀପୁର ତହସିଲଦାରଙ୍କ ସମେତ ତହସିଲ କାର୍ଯ୍ୟାଳୟର ୩୦ କର୍ମଚାରୀଙ୍କ ମାସକର ଦରମା ବନ୍ଦ କରିଛନ୍ତି। ସୂଚନାଯୋଗ୍ୟ, ଜିଲାର ବିଭିନ୍ନ ତହସିଲ କାର୍ଯ୍ୟାଳୟରେ...

୫ରୁ ବର୍ଷିବ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଚାଲିଯିବା ସହ ତାତି ବଢ଼ିବାରୁ ଅସହ୍ୟ ଗୁଳୁଗୁଳି ଅନୁଭବ ହେଉଛି। ତେବେ ପୁଣି ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି। ଆଗକୁ ୨ଟି ଲଘୁଚାପ...

ଆସୁଛି ଆଉ ୨ଟି ଲଘୁଚାପ

ଭୁବନେଶ୍ୱର,୨।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ପାଣିପାଗ ବିଜ୍ଞାନୀଙ୍କ ସୂଚନାନୁଯାୟୀ, ପ୍ରଥମ ଲଘୁଚାପଟି ଆସନ୍ତା...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ ଭୁବନେଶ୍ୱରର ୮୧ ବର୍ଷିୟ ବ୍ୟକ୍ତି। ସେ ଡାଇବେଟିସ, ଉଚ୍ଚ ରକ୍ତଚାପ...

ଆସିଲା ବ୍ୟବଚ୍ଛେଦ ରିପୋର୍ଟ, ଶ୍ୱାସରୁଦ୍ଧ ଯୋଗୁ ହୋଇଛି ମୃତ୍ୟୁ

ଭୁବନେଶ୍ୱର,୨।୯(ବ୍ୟୁରୋ): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଶାସ୍ତ୍ରୀନଗରର ଶୁଭଶ୍ରୀ ମହାପାତ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ନେଇ  ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହି ଘଟଣାକୁ ୩ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଖୋଳତାଡ...

ଗଛରେ ପୋଷ୍ଟର ଲଗାଇଲେ ମାଓବାଦୀ, ଦେଲେ ଏମିତି ଚେତାବନୀ

କୋଟଗଡ଼,୨ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ର ଜାମଝୋରରେ ମାଓବାଦୀମାନେ ଶୁକ୍ରବାର ଏକ ଗଛରେ ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି। ଏମ୍‌ପି ପ୍ରତିନିଧି ମନୋଜ କୁମାର ସାବତ, କୋଟଗଡ଼ ବ୍ଲକର ପୂର୍ବତନ ବିଡିଓ କୈଳାସ ଚନ୍ଦ୍ର ମୁର୍ମୁ ଏବଂ ବର୍ତ୍ତମାନର ବ୍ଲକ କ୍ୟାଶିୟର...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜୁନାଗଡ଼,୨ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୁରୁବାର ସନ୍ଧ୍ୟାରେ ଜୁନାଗଡ଼ ସହରରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri