ରାଜ୍ୟ

ପଦାରେ ପଡ଼ିଲା ରାଜୀବ ଆବାସ ଦୁର୍ନୀତି:୮ ସ୍ଥାନରେ ବିଏମ୍‌ସିର ଚଢ଼ାଉ

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ):ସରକାର ସହରରେ ରହୁଥିବା ଭୂମିହୀନ, ଗୃହହୀନ ଓ ଗରିବ ବସ୍ତିବାସିନ୍ଦାଙ୍କୁ ରାଜୀବ ଆବାସ ଯୋଜନାରେ ଘର ଯୋଗାଇ ଦେଉଛନ୍ତି। ହେଲେ ପ୍ରକୃତ ହିତାଧିକାରୀ ଘର ନ ପାଇ ସେମିତି ଦୟନୀୟ ଜୀବନ ବିତାଉଥିବାବେଳେ ବହୁ ଅଯୋଗ୍ୟ ବା...

୭ ମଣ୍ଡପରେ ସ୍ବତନ୍ତ୍ର ମହିଳା ପୋଲିସ ସୁରକ୍ଷା ଦଳ: ଏଥର ୧୨ ସ୍ଥାନରେ ରାବଣ ପୋଡ଼ି

ଭୁବନେଶ୍ୱର,୧୦/୧୦(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ଏଥର ଶୃଙ୍ଖଳିତ ତଥା ସୁରକ୍ଷିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ହୋଇଛି। ବୁଧବାର ପୋଲିସ କମିଶନରେଟ୍‌ କାର୍ଯ୍ୟଳୟରେ ପ୍ରାକ ପ୍ରସ୍ତୁତି ବୈଠକ ଜରିଆରେ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି। ବୈଠକରେ ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ,...

ଆଇସିୟୁରେ ଶେଷନିଃଶ୍ୱାସ ନେଉଛି ବିଜେଡି: ଜୟନାରାୟଣଙ୍କୁ ପାଲଟା ଜବାବ ଦେଲେ ରୋହିତ

ସମ୍ବଲପୁର, ୧୦।୧୦(ଭବାନୀ ଶଙ୍କର ଭୋଇ):କିଛିଦିନ ପୂର୍ବରୁ ଯୁଯୋମୁରାଠାରେ ବିଜେଡି ଜନସମ୍ପର୍କ ପଦଯାତ୍ରାବେଳେ ସମ୍ବଲପୁର ଜିଲା ବିଜେଡି ସଭାପତି ରୋହିତ ପୂଜାରୀ କହିଥିଲେ, ରାଜ୍ୟର ଭାଜପା ସରକାର ରଙ୍ଗମରା ତଥା କପିପେଷ୍ଟ ସରକାର। ଏ ପ୍ରସଙ୍ଗରେ ବୁଧବାର ଭାଜପା ବରିଷ୍ଠ ବିଧାୟକ...

୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୯ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଜଗଦଲପୁରରେ ୧ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣ ବୁଧବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଛୋଟା ପାଣ୍ଡୁ କାୱାସୀ, ମାନକୁ ରାମ କଶ୍ୟପ, କରିଆ ପୋୟାମ ଏବଂ ଫୁଲମତି...

୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ...

ନୀଳ ଗାମୁଛାକୁ ମନ୍ତ୍ରୀ, ଏମ୍‌ପିଙ୍କ…

ଛତ୍ରପୁର,୯ା୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ବୁଧବାର ଗଞ୍ଜାମ ଜିଲା ପରିଷଦ ବୈଠକ ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ପ୍ରତି ୩ ମାସକୁ ଥରେ ଜିଲା ପରିଷଦ ବୈଠକ ବସିବା ନିୟମ ଥିଲା ବେଳେ ଗଞ୍ଜାମରେ ଏହାର...

ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ଏତିକି ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା…

ଭୁବନେଶ୍ୱର,୯ା୧୦: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରଙ୍କ ବିଭିନ୍ନ ଉଦ୍ୟୋଗ(ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ଏହି ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଛି। । ଫଳରେ ୪୬%ରୁ ବଢ଼ି ଏହି ମହଙ୍ଗା ଭତ୍ତା ୫୦%ରେ...

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରି ୧୪ ବର୍ଷ ଜେଲ୍‌ଦଣ୍ଡ ଭୋଗିବେ ଅଭିଯୁକ୍ତ

ବରଗଡ଼,୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ୨୦୧୪ ନଭେମ୍ବରରେ ସଂଘଟିତ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଏବଂ ଗର୍ଭପାତ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ବରଗଡ଼ ପୋକ୍ସୋ ବିଚାରପତି ଏହି ମାମଲାର ରାୟ ପ୍ରକାଶ କରି...

ମୁଖ୍ୟମନ୍ତ୍ରୀଙ୍କ ଗାଁ ରାସ୍ତା ଶୋଚନୀୟ, ବିଭାଗର ନଜର ନାହିଁ

କେନ୍ଦୁଝର,୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଗ୍ରାମ ଶୋଚନୀୟ ହୋଇ ପଡ଼ିଥିବାବେଳେ ବିଭାଗ ନିଘୋଡ଼ ନିଦ୍ରାରେ ଶୋଇଛି। ଘଟଣାରୁ...

ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ ଚୋରି ହୋଇଥିବା ନେଇ ସଂପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ପିତମ ପନକା ଝରିଗାଁ ଲିଖିତ...

ବଡ଼ ସୂଚନା: ବାରିପଦାରେ ହେବ କଳାବାଘ ସଫାରୀ

ଭୁବନେଶ୍ୱର,୯।୧୦: ଖୁବଶ୍ରୀର୍ଘ ବାରିପଦାରେ ଏକ କଳାବାଘ ସଫାରୀ ହେବ ବୋଲି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। କଳାବାଘ ସଫାରୀ ତିଆରି ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଏପରିକି ସିଜେଡ୍‌ଏଠାରୁ ଅନୁମତି ମିଳିସାରିଛି। ହେଲେ...

ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଆସିଲା ହାଇକୋଟର୍ଙ୍କ ବଡ଼ ରାୟ: ଅଧକ୍ଷା ପ୍ରିୟଙ୍କା ଗୌଡଙ୍କୁ ଝଟ୍‌କା

ପୁରୁଷୋତ୍ତମପୁର,୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଉପରେ ହାଇକୋର୍ଟ ୪୪ ପୃଷ୍ଠାର ଏକ ବଡ଼ ରାୟ ଦେଇଛନ୍ତି। କୋର୍ଟଙ୍କ ଏହି ରାୟରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କୁ ବଡ଼ ଝଟ୍‌କା ଲାଗିଛି। ଗତ ମାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri