ରାଜ୍ୟ

ଗୁଳି କରି ଲୁଟିନେଲେ ୬ ଲକ୍ଷ ଟଙ୍କା

ଅନୁଗୋଳ ଅଫିସ,୨୯ା୮: ଅନୁଗୋଳ ଥାନା ଅଞ୍ଚଳର କୁରୁଡୁଲୁ ନିକଟରେ ଥିବା ଆଶ ପଣ୍ଡ୍‌ ତଳେ ଗୁଳିକାଣ୍ଡ ହୋଇଛି। ସୋମବାର ଦୁଇଜଣଙ୍କୁ ପ୍ରଥମେ ଭୁଜାଲିରେ ଆକ୍ରମଣ କରିବା ପରେ ଗୁଳିକରି ୬ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି । ଏହି...

ଷ୍ଟ୍ରଙ୍ଗ୍‌ରୁମ୍‌ରେ ଓଟିଇଟି ପ୍ରଶ୍ନପତ୍ର,ବାହାରେ ଘୂରି ବୁଲୁଛି ଉତ୍ତର ସିଟ୍‌

ମାଲକାନଗିରି,୨୯ା୮(ଡି.ଏନ୍‌.ଏ.): ସାରା ରାଜ୍ୟରେ ସୋମବାର ଶିକ୍ଷକଙ୍କ ଓଟିଇଟି ପରୀକ୍ଷା ହେଇଥିବା ବେଳେ ମାଲକାନଗିରି ଜିଲାରେ ମଧ୍ୟ ୩ଟି ସେଣ୍ଟର୍‌ରେ ପରୀକ୍ଷା ହେଉଛି। ତେବେ ପରୀକ୍ଷା ଆରମ୍ଭ ନ ହେଉଣୁ ପ୍ରଶ୍ନର ଉତ୍ତର ସିଟ୍‌ ଭାଇରାଲ ହୋଇଛି। ଏହି ଓଟିଇଟି ପରୀକ୍ଷା...

ଗାଁରେ ପହଞ୍ଚିଲା ମହିଳା ଏସ୍‌ଆଇଙ୍କ ମୃତଦେହ: ବିଭିନ୍ନ ଦାବିରେ ରାସ୍ତାରୋକୋ କଲେ ଗ୍ରାମବାସୀ

ନିରାକାରପୁର,୨୯ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନାର ମହିଳା ଏସ୍‌ଆଇ ସ୍ବାଗତିକା ବେହେରା ଶନିବାର ସକାଳେ ଆତ୍ମହତ୍ୟା କରିଥିଲେ। ତେବେ ସୋମବାର ତାଙ୍କ ମୃତଦେହ ନିଜ ଗ୍ରାମ ଖୋର୍ଦ୍ଧା ଜିଲା ନିରାକାରପୁରରେ ପହଞ୍ଚିବା ପରେ ସ୍ଥାନୀୟ କଲେଜ ଛକଠାରେ ମୃତଦେହ ରଖି...

ମିଛ ଅଭିଯୋଗ କରିଥିଲେ ପରିବାର ଲୋକ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଟିଆ ଅଞ୍ଚଳର ଏକ ଘରୋଇ କଲେଜରୁ ଯୁକ୍ତ୨ ଛାତ୍ର ବାଲେଶ୍ୱରର ହୃଦୟେଶ ପଣ୍ଡା ନିଖୋଜ ହେବା ଘଟଣା ରବିବାର ନୂଆ ମୋଡ଼ ନେଇଛି। ପରିବାର ପକ୍ଷରୁ ମିଛ ଅଭିଯୋଗ କରାଯାଇଥିବା ପୋଲିସ କହିଛି। ହୃଦୟେଶ...

କୁମ୍ଭୀର ବଂଶ ବୃଦ୍ଧିକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୨୯ା୮: ବେଲୁନରେ ଅତ୍ୟଧିକ ପବନ ଭରିଲେ ଫାଟିଯାଏ। ଏହି ପରିସ୍ଥିତି ଜାତୀୟଉଦ୍ୟାନ ଭିତରକନିକା ଅଞ୍ଚଳରେ କୁମ୍ଭୀର ବଂଶ ବୃଦ୍ଧି କ୍ଷେତ୍ରରେ ଦେଖାଯାଇଛି। ଭିତରକନିକାର ସୀମିତ ଅଞ୍ଚଳରେ ଅତ୍ୟଧିକ କୁମ୍ଭୀର ପ୍ରଜନନ କେନ୍ଦ୍ରାପଡ଼ା ଜିଲା ସମେତ ନିକଟସ୍ଥ ଯାଜପୁର ଓ...

ଯାଞ୍ଚ କରିବ ଶ୍ରୀମନ୍ଦିର ପରିଚାଳନା କମିଟି

ପୁରୀ ଅଫିସ,୨୯।୮: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଅରୁଣସ୍ତମ୍ଭରେ ଥିବା କିଛି ସୂକ୍ଷ୍ମ ଫାଟକୁ ନେଇ ଚର୍ଚ୍ଚା ଚାଲିଛି। ଅନ୍ୟପକ୍ଷରେ ସମ୍ପୃକ୍ତ ଫାଟ ୧୯୭୦-୭୫ ମସିହାଠାରୁ ଦେଖିବାକୁ ମିଳୁଥିବା ଶ୍ରୀମନ୍ଦିରର କେତେଜଣ ସେବାୟତ କହିଛନ୍ତି। ତେବେ ଦୀର୍ଘବର୍ଷ ଧରି ସେହି ସ୍ଥାନଗୁଡ଼ିକୁ...

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୨୨୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜ୍ୟରୁ ସୋମବାର ୨୨୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୭,୧୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୯ ଜଣ ଚିହ୍ନଟ...

ହଜିଯାଉଛି ଯାତ୍ରୀପଟ୍ଟି ପରମ୍ପରା

ପୁରୀ ଅଫିସ,୨୯।୮: ଆଧୁନିକତା ଛାପରେ ଶ୍ରୀକ୍ଷେତ୍ରରେ ଯାତ୍ରୀପଟ୍ଟି ପରମ୍ପରା ବିଲୁପ୍ତ ହେବାକୁ ବସିଲାଣି। ଦିନେ ଶ୍ରୀଜଗନ୍ନାଥ ପରମ୍ପରାର ବାର୍ତ୍ତାବାହ ସାଜିଥିବା ଯାତ୍ରୀପଟ୍ଟି ସମ୍ପ୍ରତି ନିଜ ପ୍ରାସଙ୍ଗିକତା ହରାଇବାକୁ ବସିଲାଣି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନଙ୍କୁ କୌଳିକ ପଣ୍ଡାମାନେ...

ଶୋଭାପାଇବ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ

ଜଟଣୀ,୨୯ା୮(ଡି.ଏନ୍‌.ଏ.): ଆଉ ଦିନକ ପରେ ଗଣେଶ ପୂଜା। ଏ ନେଇ ଉତ୍ସବ ମୁଖର ପୁରପଲ୍ଲୀ। ଦୁଇବର୍ଷ ପରେ ବିଘ୍ନରାଜ ଗଣପତି ବାବା ଭକ୍ତଙ୍କ ମେଳରେ ପୂଜା ପାଇବେ। ମଣ୍ଡପରେ ଠାକୁରଙ୍କୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। ଏହି...

ପ୍ରତିଶ୍ରୁତିରେ ଅଟକିଛି ଲେଖନପୁର ଆଡ଼ିବନ୍ଧ ନିର୍ମାଣ

ଖୋର୍ଦ୍ଧା ଅଫିସ,୨୯ା୮: ଖୋର୍ଦ୍ଧା ବ୍ଲକରେ ବନ୍ୟା ତାଣ୍ଡବ ରଚିଥିଲା। ପାଣି ଛାଡ଼ିବା ପରେ ଏବେ ସ୍ଥିତି ସ୍ବାଭାବିକ ହୋଇଛି। ବନ୍ୟାପାଣି ଘେରରେ ଥିବା ବିପନ୍ନ ପରିବାରଙ୍କ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଗ୍ରାମବାସୀ ବନ୍ୟାକଷ୍ଟକୁ ଭୁଲି ନିଜ କାମରେ ଲାଗିଲେଣି।...

୮ଲେନ୍‌ ହେବ ଚଣ୍ଡିଖୋଲ-ପାରାଦୀପ ଏନ୍‌ଏଚ୍‌

ଚଣ୍ଡିଖୋଲ,୨୯ା୮(ଡି.ଏନ.ଏ.): ଓଡ଼ିଶାର ପ୍ରଥମ ଏକ୍ସପ୍ରେସ୍‌ ହାଇୱେ ଚଣ୍ଡିଖୋଲ-ପାରାଦୀପ ଏବେ ୮ଲେନ୍‌ ବିଶିଷ୍ଟ ହେବାକୁ ଯାଉଛି। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ୭୭ କି.ମି. ଲମ୍ବ ଏହି ଜାତୀୟ ରାଜପଥ(ଏନ୍‌ଏଚ୍‌) ପ୍ରଶସ୍ତୀକରଣ କାର୍ଯ୍ୟରେ ୨ ହଜାର କୋଟିରୁ ଊଦ୍ଧର୍‌ବ ଟଙ୍କା...

ଏଏସ୍‌ଓ ପରୀକ୍ଷା ଖରାପ ହେବାରୁ ଜୀବନ ହାରିଲେ ଛାତ୍ର

ଅନୁଗୋଳ ଅଫିସ, ୨୯ା୮: ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଖରାପ ହେବାରୁ ମାନସିକ ଭାରସାମ୍ୟ ହରାଇ ଜଣେ ଛାତ୍ର ଭଡ଼ାଘରେ ରଶି ଲଗାଇ ଜୀବନ ହାରିଛନ୍ତି। ଅନୁଗୋଳ ଥାନା ଅନ୍ତର୍ଗତ ସୁସୁଡ଼ାରେ ରବିବାର ଅପରାହ୍ନରେ ଘଟିଥିବା ଏଭଳି ଏକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri