ରାଜ୍ୟ

ହତ୍ୟାକରି ମହାନଦୀକୁ ଫିଙ୍ଗିଦେଇଥିଲେ

ଖୋର୍ଦ୍ଧା ଅଫିସ, ୨୬ା୮:ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପୁବୁସାହିର ଯୁବକ ବାସୁଦେବ ପ୍ରଧାନଙ୍କ ନିଖୋଜ ଘଟଣା ନୂଆମୋଡ଼ ନେଇଛି। ବାସୁଦେବଙ୍କୁ ଅଭିଯୁକ୍ତ କବାଡ଼ିଆ ମାଲିକ ରବୀନ୍ଦ୍ର ମୁଦୁଲି ହତ୍ୟା କରି ବୋଲେରୋରେ ମୃତଦେହ ନେଇ ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା...

ରାତିରେ ଭୋଜି, ସକାଳେ ମିଳିଲା ମୃତଦେହ

ଭୁବନେଶ୍ୱର,୨୬ା୮(ବ୍ୟୁରୋ):ରାତିରେ ପଡୋଶୀଙ୍କ ଘରେ ହୋଇଥିଲା ଭୋଜି। ସ୍ବାମୀ, ସ୍ତ୍ରୀ ଓ ଛୋଟ ପୁଅ ଭୋଜି ଖାଇବା ସହ ସେହିଠାରେ ଶୋଇପଡିଥିଲେ। ଗୁରୁବାର ଭୋର୍‌ ସମୟରେ ଘରକୁ ଆସିଥିଲେ ସ୍ତ୍ରୀ। ଆଉ ତା’ପରେ ମିଳିଲା ତାଙ୍କର ଝୁଲନ୍ତା ମୃତଦେହ। ପୋଲିସ ପହଞ୍ଚତ୍ବାବେଳକୁ...

ଜାତୀୟ ଗଣମାଧ୍ୟମ ଦିଲ୍ଲୀ କୈନ୍ଦ୍ରିକ

ଭୁବନେଶ୍ୱର,୨୫।୮(ବ୍ୟୁରୋ)- ୨୦୧୪ ମସିହାରେ ଆଫଗାନ୍‌ରେ ରାଷ୍ଟ୍ରପତି ନିର୍ବାଚନ ବେଳେ ଖବର ସଂଗ୍ରହ କରି ଚର୍ଚ୍ଚାକୁ ଆସିଥିଲେ ମହିଳା ଖବରଦାତା ଆର୍ଫା ଖାନମ୍‌ ଶେର୍‌ୱାନି। ସେହି ସମୟରେ ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ସେଠାରୁ ରିପୋର୍ଟିଂ କରିବାରେ ଆର୍ଫା ହେଉଛନ୍ତି ଏକମାତ୍ର...

ସୁଶୀଲ ପୋପଲି ନୂଆ ପିସିସିଏଫ୍‌

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟ ସରକାର ୧୯୮୭ ବ୍ୟାଚ୍‌ ଆଇଏଫ୍‌ଏସ୍‌ ଅଫିସର ସୁଶୀଲ କୁମାର ପୋପଲିଙ୍କୁ ପ୍ରଧାନ ମୁଖ୍ୟ ବନ୍ୟ ସଂରକ୍ଷକ(ପିସିିସିଏଫ୍‌)(ବନ୍ୟଜନ୍ତୁ) ଏବଂ ସିଡବ୍ଲ୍ୟୁଏଲ୍‌ଡବ୍ଲ୍ୟୁ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଗୁରୁବାର...

‘ସେପ୍ଟେମ୍ବର ୨୦ ସୁଦ୍ଧା କ୍ୟାମ୍ପସ କମିଟି ଗଠନ କର’

ଭୁବନେଶ୍ୱର,୨୬ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଛାତ୍ର ଜନତା ଦଳର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି ା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଗୁରୁବାର ବିଜୁ ଛାତ୍ର...

ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

କଟକ ଅଫିସ,୨୬ା୮:କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କ ଚିକିତ୍ସା ପାଇଁ ଭେଷଜ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡାଙ୍କ ନେତୃତ୍ୱରେ ୪ ଜଣିଆ ଡାକ୍ତରୀ ଟିମ୍‌ ଗଠନ...

ରାଧେଶ୍ୟାମ, ଗୋବିନ୍ଦଙ୍କ ବିରୋଧରେ ହେଲା ଚାର୍ଜଫ୍ରେମ୍‌

ବଲାଙ୍ଗୀର ଅଫିସ, ୨୬ା୮:ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କ ବିରୋଧରେ ଗୁରୁବାର ଚାର୍ଜଫ୍ରେମ୍‌ ହୋଇଛି। ଦୁଇ ଅଭିଯୁକ୍ତଙ୍କ ବିରେଧରେ ଆଇପିସି ଧାରା ୩୬୩, ୩୦୨, ୧୨୦ (ବି) ଓ...

୪ ସାଙ୍ଗଙ୍କଠାରୁ ମିଳିବ ତଥ୍ୟ

ଭୁବନେଶ୍ୱର,(ବ୍ୟୁରୋ)୨୬ା୮:ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାରସ୍ଥିତ ଇନ୍‌ଫୋସିଟି ଗ୍ରୀନ୍‌ ଆପାର୍ଟମେଣ୍ଟରେ ରହୁଥିବା ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ(୨୬)ଙ୍କ ଆତ୍ମହତ୍ୟା ଘଟଣାକୁ ୮ ଦିନ ବିତିଛି। ହେଲେ ପୋଲିସ କିଛି ଠୋସ୍‌ ପ୍ରମାଣ ନ ପାଇବାରୁ କାର୍ଯ୍ୟାନୁଷ୍ଠାନ ମଧ୍ୟ ନେଇପାରୁନାହିଁ।...

ବାଇକ୍‌ ସହ ଭାସି ଯାଇଥିବା ଯୁବକଙ୍କ ମିଳିଲା ମୃତଦେହ

ଫୁଲବାଣୀ ଅଫିସ, ୨୫ା୮: ଫୁଲବାଣୀ ଡାକପାଲା ଚେକ୍‌ ଡ୍ୟାମ ଉପର ରାସ୍ତାରେ ବୁଧବାର ରାତିରେ ଯିବାବେଳେ ବାଇକ ସହ ଜଣେ ଯୁବକ ଭାସି ଯାଇଥିଲେ। ଗୁରୁବାର ତାଙ୍କର ମୃତଦେହ ମିଳିଛି । ମୃତକ ହେଲେ ଡାକପାଲା ଘୋଟାଲ ସାହିର ତାପସ...

ପ୍ରଖର ସ୍ରୋତରୁ ୨ ପୁଅଙ୍କୁ ବଞ୍ଚାଇଲେ ବାପା: ସାନପୁଅ ଏବେବି ନିଖୋଜ

ରାୟଗଡ଼ା ଅଫିସ,୨୫ା୮: ରାୟଗଡ଼ା ଜିଲା ଚେକାଗୁଡ଼ାଠାରେ ରହିଥିବା ଓଡ଼ିଶାର ଦ୍ୱିତୀୟ ଝୁଲାପୋଲ ନିକଟ ନାଗାବଳୀ ନଦୀରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଆନ୍ଧ୍ରପ୍ରଦେଶରୁ ଆସିଥିବା ଏକ ପରିବାର ଝୁଲାପୋଲରେ ବୁଲିବା ସହ ନାଗାବଳୀ ନଦୀ ନିକଟକୁ ଯାଇଥିବାବେଳେ ପ୍ରଖର...

ଭିସୁଟ୍‌ର ହେବ ନବକଳେବର: ହଜାରେ କୋଟିର ଘୋଷଣା

ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)କୁ ସେଣ୍ଟର ଅଫ୍‌ ଏକ୍ସଲେନ୍ସିରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ ହଜାରେ କୋଟି ଟଙ୍କାର ବ୍ୟୟବରାଦ...

‘ବନ୍ୟା ପରେ ଜଳବାହିତ ରୋଗ ବ୍ୟାପିବାର ଆଶଙ୍କା’

ଭୁବନେଶ୍ୱର, ୨୫।୮ (ବ୍ୟୁରୋ): ରାଜ୍ୟରେ ବନ୍ୟାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ସେ କହିଛନ୍ତି, ବନ୍ୟା ପରେ ଜଳବାହିତ ରୋଗ ବ୍ୟାପିବାର ଆଶଙ୍କା ରହିଛି। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ସଚେତନ ଅଛି। ଏବେ ୪୭ହଜାରରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri