ରାଜ୍ୟ

ଯୁବ ଓ ବାଲ୍‌ ସାହିତ୍ୟ ପୁରସ୍କାର ପାଇବେ ଦିଲ୍ଲୀପ, ନରେନ୍ଦ୍ର

ଭୁବନେଶ୍ୱର,୨୫।୮(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ଓ ବାଲ୍‌ ପୁରସ୍କାର-୨୦୨୨ ବୁଧବାର ଘୋଷଣା କରାଯାଇଛି। ଶିଶୁ ସାହିତି୍ୟକ ତଥା ବିଜେବି କଲେଜର ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର ଦାସ କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍‌ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।...

ମିଛ କହି କିଡ୍‌ନୀ ବିକିଦେଲେ ସ୍ବାମୀ

ମାଲକାନଗିରି,୨୫ା୮(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲାର ଜଣେ ମହିଳାଙ୍କ କିଡ୍‌ନୀକୁ ତାଙ୍କ ସ୍ବାମୀ ଛଳନା କରି ବିକ୍ରି କରିଦେଇଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ହେଲେ ମାଲକାନଗିରି ସଦର ବ୍ଲକ କତାମେଟା ଗ୍ରାମର ରଞ୍ଜିତା କୁଣ୍ଡୁ। ସେ ବୁଧବାର ଗଣମାଧ୍ୟମକୁ...

ବିଦ୍ୟୁତ୍ ଆଘାତରେ ଦୁଇ ହାତୀ ମୃତ

କେନ୍ଦୁଝର,୨୫।୮, ( ସ୍ୱ.ପ୍ର.): କେନ୍ଦୁଝର ଜୁଡ଼ିଆ ଘାଟି ନିକଟସ୍ଥ ଓୟୁଏଟି କ୍ୟାମ୍ପସ ଭିତରେ ବିଦ୍ୟୁତ୍ ଆଘାତରେ ପ୍ରାୟ ତିରିଶ ବର୍ଷ ବୟସ୍କ ଦୁଇ ହାତୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ହାତୀ ଦ୍ବୟ ମାଈ ହାତୀ ବୋଲି ଜଣାପଡ଼ିଛି। ବନ...

ମୃତ୍ୟୁ ପ୍ରମାଣପତ୍ର ଦେବାକୁ କିରାଣି ନେଉଥିଲେ ଲାଞ୍ଚ, ଧରିଲା ଭିଜିଲାନ୍ସ

ଭବାନୀପାଟଣା,୨୪ା୮(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ସିଏଚ୍‌ସି କନିଷ୍ଠ କିରାଣି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କନିଷ୍ଠ କିରାଣି ଏମ୍‌ ଦିବ୍ୟଜ୍ୟୋତି ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ମୃତ୍ୟୁ ପ୍ରମାଣପତ୍ର ଦେବା ପାଇଁ ଜଣେ ବିପିଏଲ କାର୍ଡଧାରୀଙ୍କ ଠାରୁ...

ଭିଜିଲାନ୍ସ ଜାଲରେ ଲୋଇସିଂହା ଆଇଆଇସି

ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼ ଭିଜିଲାନ୍ସ ଟିମ୍‌। ବରଗଡ଼ ଜିଲା ଗାଇସିଲେଟ ଥାନା କେନ୍ଦୁମୁଣ୍ଡି ଗାଁର ଜଣେ...

ଡିସେମ୍ବର ୨୭ରୁ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼ ଅଫିସ,୨୪ା୮: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଯାତ୍ରା ଦୀର୍ଘ ୧୧ ଦିନ ବ୍ୟାପୀ ୨୦୨୩ ଜାନୁୟାରୀ ୬ ପର୍ଯ୍ୟନ୍ତ ଚାଲିବ। କରୋନା କଟକଣା ଯୋଗୁ ଦୀର୍ଘ ୨...

ଯୁକ୍ତ ୩ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍‌ଲାଇନ ସିଏଫ୍‌ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧କୁ ବୃଦ୍ଧି କରାଯାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ୭ରୁ ୧୧ ପର୍ଯ୍ୟନ୍ତ...

ସେପ୍ଟେମ୍ବର ୩ରୁ ସ୍ପେଶାଲ ଓଜେଇଇ, ୪ ଶିଫ୍ଟରେ ପରୀକ୍ଷା ଦେବେ ପିଲା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସେପ୍ଟେମ୍ବର ୩ରୁ ସ୍ପେଶାଲ ଓ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅନୁଷ୍ଠିତ ହେବ। ସେପ୍ଟେମ୍ବର ୩, ୪ ଓ ୭ରେ ଏହି ପରୀକ୍ଷା କରାଯିବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମୋଡ୍‌ରେ ୪ଟି ଶିଫ୍ଟରେ ପରୀକ୍ଷା କରାଯିବ। ପରୀକ୍ଷା...

୨୭ରେ ଖୋର୍ଦ୍ଧା ଜିଲାର ୧୩୯ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଚଳିତମାସ ୨୭ ତାରିଖରେ ଖୋର୍ଦ୍ଧା ଜିଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ବତନ୍ତ୍ର ଛୁଟି ଘୋଷଣା କରାଯାଇଛି। ଚଳିତ ବର୍ଷ ହେବାକୁ ଥିବା ଏଏସ୍‌ଓ ପରୀକ୍ଷା କେନ୍ଦ୍ର ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ସ୍ବତନ୍ତ୍ର ଛୁଟି ଘୋଷଣା ହୋଇଛି। ଏଏସ୍‌ଓ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୪,୭୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଏଥର ବିନା କଟକଣାରେ ହେବ ଗଣେଶ ପୂଜା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଏଥର ବିନା କଟକଣାରେ ପାଳନ ହେବ ଗଣେଶ ପୂଜା। ଗତ ୨ ବର୍ଷ ଧରି କରୋନା କଟକଣା ଭିତରେ ବିନା ଭକ୍ତରେ ପ୍ରଭୁଙ୍କ ପୂଜା ଆୟୋଜନ କରାଯାଉଥିଲା। ହେଲେ ଚଳିତ ବର୍ଷ ରାଜଧାନୀରେ ସେଭଳି କିଛି କଟକଣା ଲାଗିବ...

୫ କୋଟି ଟଙ୍କାର ମାନହାନି ମୋକଦ୍ଦମା ଦାୟର କଲେ ପ୍ରକୃତି, ୟୁଟ୍ୟୁବ୍‌ ବି ପକ୍ଷଭୁକ୍ତ

ଭୁବନେଶ୍ୱର,୨୪।୮(ବ୍ୟୁରୋ): କିଛି ଦିନ ବ୍ୟବଧାନ ପରେ ତେଜିଛି ଓଲିଉଡ ସୁପରଷ୍ଟାର ବାବୁସାନ ମହାନ୍ତି ଏବଂ ପ୍ରକୃତି ମିଶ୍ରଙ୍କ ବିବାଦ। ବୁଧବାର ଭୁବନେଶ୍ୱର କୋର୍ଟରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର। ବାବୁଶାନଙ୍କ ସ୍ତ୍ରୀ ତୃପ୍ତି ଓ ତାଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri