ରାଜ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୯୬ କରୋନା ପଜିଟିଭ୍‌

ଭୁବନେଶ୍ବର,୨୪।୮(ବ୍ୟୁରୋ): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୯୬ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୪୭ ସଂକ୍ରମିତ କ୍ବାରାଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ...

ଗାଁଦାଣ୍ଡରେ ବନ୍ୟାଜଳ

ଜଳେଶ୍ୱର, ୨୪।୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟାର ୩ୟ ଦିନରେ ଜଳେଶ୍ୱର ବ୍ଲକର ୨୬ଶହ ହେକ୍ଟର ଜମି ବନ୍ୟାଜଳରେ ବୁଡ଼ିଯାଇଥିବା ବେଳେ ୫ ପଞ୍ଚାୟତ ୧୬ ଗାଁର ଦୁର୍ଦ୍ଦଶା ଅବର୍ଣ୍ଣନୀୟ ା ଗାଁ ଦାଣ୍ଡରେ ପାଣିର ସୁଅ ଚାଲିଛି। ୪୦ ହଜାର ଗୃହପାଳିତ...

ଉପକୂଳରେ ଝିପିଝିପି ବର୍ଷା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ବୁଧବାର ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି l ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮ କି.ମି. ଉଚ୍ଚତା ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଝିପିଝିପି...

କେନ୍ଦ୍ରମନ୍ତ୍ରୀଙ୍କୁ ଭୁଲ୍‌ ପ୍ରମାଣ କରିବାକୁ ବିଜେଡି, ଭାଜପାର ଉଦ୍ୟମ

ଭୁବନେଶ୍ବର, ୨୪।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ରାମଦାସ ଅଠଓ୍ବାଲେଙ୍କ ମନ୍ତବ୍ୟକୁ ନେଇ ଉଭୟ ବିଜେଡି ଏବଂ ଭାଜପାକୁ ବିରୋଧୀ କଡ଼ା ଭାଷାରେ ସମାଲୋଚନା କରିଛନ୍ତି। ଅନ୍ୟପଟେ ଭାଜପା କେନ୍ଦ୍ରମନ୍ତ୍ରୀ ତାଙ୍କ ଦଳର ନୁହନ୍ତି ବୋଲି କହି କଥାର ଗୁରୁତ୍ୱକୁ ହ୍ରାସ କରିବାକୁ ଚେଷ୍ଟା...

ବନ୍ୟାଜଳ ଧୋଇନେଲା ଚାଷୀଙ୍କ ବର୍ଷକ ଆହାର

ମହାକାଳପଡ଼ା,୨୪ା୮(ଡି.ଏନ୍‌.ଏ.): ମହାନଦୀର ଚଳିତ ବନ୍ୟାଜଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଚାଷୀଙ୍କ ମୁହଁରୁ ବର୍ଷକର ଆହାର ଛଡ଼ାଇ ନେଇଛି। ଚାଷୀମାନଙ୍କ ଖରିଫ ଧାନ ଫସଲ ବନ୍ୟାଜଳରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ଚାଷୀମାନଙ୍କୁ କେମିତି ବର୍ଷେ ପରିବାର ପ୍ରତିପୋଷଣ କରିବେ...

ମୋହନ ମାଝି ହେଲେ ପିଏସି ଅଧ୍ୟକ୍ଷ

ଭୁବନେଶ୍ବର,୨୪।୮(ବ୍ୟୁରୋ): ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ଭାଜପା ବିଧାୟକ ମୋହନ ଚରଣ ମାଝିଙ୍କୁ ପିଏସି(ପବ୍ଲିକ ଆକାଉଣ୍ଟସ୍‌ କମିଟି) ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ବିଧାନସଭା ସଚିବାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ବାଚସ୍ପତି ବିକ୍ରମ କେଶରୀ...

ବନ୍ୟାରେ ଭାସିଗଲା ମତ୍ସ୍ୟଚାଷୀଙ୍କ ଜୀବିକା

କେନ୍ଦ୍ରାପଡ଼ା ଅଫିସ, ୨୪ା୮: ଚଳିତ ବନ୍ୟା କେନ୍ଦ୍ରାପଡ଼ା ଜିଲାର ଜୀବନ ଜୀବିକାକୁ ବିପର୍ଯ୍ୟସ୍ତ କରିଦେଇଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଥିଲା। ଏଥିରେ ଜିଲାର ୭ ବ୍ଲକ ଅଞ୍ଚଳର...

ଦୁଗ୍ଧ ଉତ୍ପାଦନ ୨୫% ହ୍ରାସ, ଗୋ ସମ୍ପଦ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୨୪ା୮: ଜଗତ୍‌ସିଂହପୁର ଏକ କୃଷିପ୍ରଧାନ ଜିଲା ଭାବେ ପରିଚିତ। ଏହି ଜିଲାର ଅଧିକାଂଶ ଲୋକ କୃଷି ଓ ଗୋ ସମ୍ପଦ ପାଳନ କରି ଜୀବିକା ନିର୍ବାହ କରିଥାନ୍ତି। ବିଶେଷକରି ଦୁଗ୍ଧ ବିକ୍ରି କରି ଜିଲାର ବହୁ ଲୋକ...

ବନ୍ୟାଞ୍ଚଳରେ ଜନ୍ମ ହୋଇଛନ୍ତି ୨୫୫ ଶିଶୁ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟର ୧୩ ଜିଲା ଏବେ ବନ୍ୟା ପ୍ରଭାବିତ ହୋଇଛି। କେଉଁଠି ଘରେ ପାଣି ପଶିଛି ତ ଆଉ କେଉଁଠାରେ ପୂରା ଗାଁ ଜଳଘେରରେ ରହିଛି। ସେହିପରି ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏପରି ସ୍ଥିତିରେ ଗର୍ଭବତୀଙ୍କୁ...

ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର

ବଲାଙ୍ଗୀର ଅଫିସ,୨୪ା୮: ବରଗଡ଼ ଜିଲା ଗାଇସିଲେଟ ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁକ୍ତଦୁଇ ଛାତ୍ରୀ (୧୬)ଙ୍କୁ ସୋମବାର ଅପହରଣ କରାଯାଇଥିଲା। ସମ୍ପୃକ୍ତା ଅପହୃତା ନାବାଳିକା ଛାତ୍ରୀଙ୍କୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମଙ୍ଗଳବାର ସକାଳେ ଉଦ୍ଧାର କରାଯାଇଛି। ଚେତାଶୂନ୍ୟ ଅବସ୍ଥାରେ...

ସହାୟତା ଆଳରେ ପ୍ରଚାର ନ ହେଉ

ପୁରୀ ଅଫିସ,୨୪।୮: ପୁରୀ ଜିଲାର ଅଧିକାଂଶ ଅଞ୍ଚଳରେ ବନ୍ୟାର ବିଭୀଷିକା ଦେଖାଯାଇଥିବା ବେଳେ ଏବେ ବି ହଜାର ହଜାର ଲୋକ ବନ୍ୟାଜଳ ଘେରରେ ରହିବା ସହ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ପ୍ରଶାସନ ପକ୍ଷରୁ ସହାୟତା ଦିଆଯାଉଥିବାବେଳେ...

ବନ୍ୟପ୍ରାଣୀ ବ୍ଲଗର ଗିରଫ

ସମ୍ବଲପୁର,୨୪ା୮(ବ୍ୟୁରୋ): ବନ୍ୟପ୍ରାଣୀ ପ୍ରେମୀ ଭାବେ ବିଭିନ୍ନ ସୋସିଆଲ ମିଡିଆରେ ଜଣାଶୁଣା ଅନେକ ବ୍ୟକ୍ତି ଭିତିରିଆ ଭାବେ ପ୍ରାଣୀ ଚୋରା ଚାଲାଣ ବ୍ୟବସାୟରେ ଲିପ୍ତ ରହୁଛନ୍ତି। ଏଭଳି ଜଣେ ୟୁଟ୍ୟୁବ୍‌ ବ୍ଳଗର୍‌ ସମ୍ବଲପୁର ଜିଲା ଧମା ଥାନା ପାଞ୍ଚଫୁଟ ଗ୍ରାମର ରାମଚନ୍ଦ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri