ରାଜ୍ୟ

ଦୁର୍ଦ୍ଦଶା ବେଳେ ପୁଣି ବର୍ଷା

ଭୁବନେଶ୍ୱର,(ବ୍ୟୁରୋ)/ଭୋଗରାଇ, (ଡି.ଏନ.ଏ.) ୨୪।୮: ଲଘୁଚାପ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜ ସମେତ ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳ ବନ୍ୟା ପାଣିରେ ଉବୁଟୁବୁ ହେଉଛି। ଜନସାଧାରଣ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ସ୍ଥଳେ ପୁଣି ବଡ଼ ବର୍ଷାର ଭୟ ସେମାନଙ୍କ ଚିନ୍ତା...

ମୁଖ୍ୟ ଶାସନ ସଚିବ ପଦବୀକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଅଗଷ୍ଟ ୩୧ ତାରିଖରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କର ବର୍ଦ୍ଧିତ ୬ ମାସିଆ କାର୍ଯ୍ୟକାଳ ଶେଷହେବାକୁ ଯାଉଛି। ତାଙ୍କ ପରେ ଆଗାମୀ ମୁଖ୍ୟ ଶାସନ ସଚିବ କିଏ ହେବେ ସେ ନେଇ ଚର୍ଚ୍ଚା ଜୋର ଧରିଛି।...

‘ରାଜ୍ୟରେ ବଡ଼ ନିଯୁକ୍ତିଦାତା ପାଲଟିଛି ବ୍ୟାଙ୍କ’

ଭୁବନେଶ୍ୱର,୨୪।୮: ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଅନେକ ସୁବିଧା ସୁଯୋଗ ରହିଥିବା ଆଇସିଆଇସିଆଇ ବ୍ୟାଙ୍କର ଆଧୁନିକ ଫୋନ୍‌ ବ୍ୟାଙ୍କିଙ୍ଗ୍‌ କେନ୍ଦ୍ରକୁ ଉଦ୍‌ଘାଟନ କରି ସେ ଅତ୍ୟନ୍ତ ଆନନ୍ଦିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏଥିରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ଓ ରୋବୋଟିକ୍ସ...

ସ୍କୁଲ ଫି’ ପାଇଁ ପିଲାଙ୍କୁ ବନ୍ଦୀ

ଭୁବନେଶ୍ୱର, ୨୪ା୮(ବ୍ୟୁରୋ): ସ୍କୁଲ ଫି’ ନ ଦେବାରୁ ଭୁବନେଶ୍ୱର ଘାଟିକିଆସ୍ଥିତ ଏପିଜେ ପବ୍ଲିକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ୩୪ଜଣ ଛାତ୍ରୀଛାତ୍ରଙ୍କୁ ୫ଘଣ୍ଟା ଧରି ବନ୍ଦ ରଖାଯାଇଥିବା ନେଇ ଅଭିଯୋଗ ହୋଇଛି। ଅଭିଭାବକମାନେ ମଙ୍ଗଳବାର ସ୍କୁଲ ଆଗରେ ଧାରଣା ଦେବା...

ପୁରୁଷବନ୍ଧୁ ସୌମ୍ୟଜିତ ଫେରାର ହୋଇଯାଇଥିବା ସନ୍ଦେହ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାରସ୍ଥିତ ଇନ୍‌ଫୋସିଟି ଗ୍ରୀନ୍‌ ଆପାର୍ଟମେଣ୍ଟରୁ ସଫ୍ଟୱେର୍‌ ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣାକୁ ମଙ୍ଗଳବାର ୬ଦିନ ପୂରିଛି। ଘଟଣାକୁ ନେଇ ବିଭିନ୍ନ ଚର୍ଚ୍ଚା ଲାଗି ରହିଥିବାବେଳେ ପୁରୁଷବନ୍ଧୁ ସୌମ୍ୟଜିତ ଫେରାର...

୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ: ୨୪ ଘଣ୍ଟାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସଗର ଏବଂ ଏହାର ଆଖ ପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଏକ ଟ୍ରପଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା...

ଯୁକ୍ତ ୨ରେ ଏଥର ମଧ୍ୟ ତ୍ରୈମାସିକ ପରୀକ୍ଷା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଗତ ବର୍ଷ ଭଳି ଏଥର ମଧ୍ୟ ଯୁକ୍ତ ୨ରେ ତ୍ରୈମାସିକ ପରୀକ୍ଷା ହେବ। ଏନେଇ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷଙ୍କୁ ଚିଠି ଲେଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ଅବଗତ କରିଛି। ୨୦୨୨-୨୩ ଶିକ୍ଷା ବର୍ଷରେ ତ୍ରୈମାସିକ ପରୀକ୍ଷା ପାଇଁ ଏଥିରେ...

ହାଇକୋର୍ଟ ଗଲେ ପ୍ରକୃତି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଲିଉଡ୍‌ ଅଭିନେତ୍ରୀ ପ୍ରକୃତି ମିଶ୍ର। ଅଭିନେତା ବାବୁଶାନଙ୍କ ସ୍ତ୍ରୀ ତୃପ୍ତି ଶତପଥୀ ଏବଂ ଶ୍ୱଶୂରଙ୍କ ନାଁରେ କରିଥିବା ଏତଲା ଉପରେ କାର୍ଯ୍ୟନୁଷ୍ଠାନ ହେଉନଥିବାରୁ ସେ ହାଇକୋର୍ଟ ଯାଇଥିବା ଜଣାପଡିଛି। ତେବେ ଏହି ଏତଲାରେ ପୋଲିସ...

୪ ଜିଲାରେ ପ୍ରବଳ ବର୍ଷିବ: ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜିଲାଗୁଡିକ ହେଲା ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୁରଭଞ୍ଜ। ଏହି ଜିଲାଗୁଡିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର...

ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ଶ୍ୱେତା କରିଥିଲେ ୧୫ ଥର କଲ୍‌

ଭୁବନେଶ୍ବର ୨୩।୮: ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଆତ୍ମହତ୍ୟା ଘଟଣାରେ ଆଉ ଏକ ଖବର ସାମ୍ନାକୁ ଆସିଛି। ପୋଲିସ ହାତରେ ସିଡିଆର୍‌ ରିପୋର୍ଟ ଲାଗିଥିବା ବେଳେ ଶ୍ୱେତା ମୃତ୍ୟୁ ପୂର୍ବରୁ ୧୫ ଥର କଲ କରିଥିବା ଜଣାପଡ଼ିଛି । ତେବେ ଶେଷ...

ନ୍ୟାୟ ପାଇଁ ରାଜ୍ୟ ସରକାରଙ୍କୁ ନିବେଦନ କଲେ ଶ୍ୱେତାଙ୍କ ମା’

ଭୁବନେଶ୍ୱର,୨୩।୮(ବ୍ୟୁରୋ): ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳକୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣା ରହସ୍ୟ ସୃଷ୍ଟି କରିଛି। ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ତେବେ ଶ୍ୱେତାଙ୍କ ମୃତ୍ୟୁ ମାମଲାରେ ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ପୋଲିସ ସନ୍ଦେହ...

ଲାଞ୍ଚ ନେଇ ଧରାପଡ଼ିଲେ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି

ଢେଙ୍କାନାଳ ଅଫିସ,୨୩।୮: ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି ଉତ୍ତମ କୁମାର ରାଉତ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ୮ ହଜାର ୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିନେଇଛି। ସେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri