ରାଜ୍ୟ

୫ ଅଧ୍ୟାପିକାଙ୍କୁ ଦୁର୍ବ୍ୟବହାର

ନୟାଗଡ଼ ଅଫିସ,୨୨।୮: ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ୫ ଅଧ୍ୟାପିକାଙ୍କୁ ୭ ଛାତ୍ର ଅଶ୍ଲୀଳ ଭାଷାରେ ଗାଳିଗୁଲଜ ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତ ଅଧ୍ୟାପିକାମାନେ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ କରିବା ପରେ ଘଟଣା ଲୋକଲୋଚନକୁ...

୧୦ଦିନ ହେବ ଘରକୁ ଫେରିପାରୁ ନାହାନ୍ତି ଛାତ୍ରୀଛାତ୍ର

ଟେନ୍‌ସା,୨୨।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ମାଲଦା ଗ୍ରାମପଞ୍ଚାୟତର ପାରମସାହି ଗ୍ରାମରୁ ବାହାରକୁ ପାଠପଢିବାକୁ ଯାଇଥିବା ଛାତ୍ରୀଛାତ୍ର ୧୦ଦିନ ହେବ ଘରକୁ ଫେରିପାରୁ ନାହାନ୍ତି। ଗ୍ରାମକୁ ଯିବା ଆସିବା କରିବାକୁ ହେଲେ ଏକ ନାଳ ପାରି ହେବାକୁ ପଡ଼ିଥାଏ। ବର୍ଷା...

୪ ବରିଷ୍ଠ ଅଗ୍ନିଶମ ଅଧିକାରୀଙ୍କୁ ବନ୍ୟାଞ୍ଚଳ ଦାୟିତ୍ୱ

ଭୁବନେଶ୍ୱର,(ବ୍ୟୁରୋ)୨୨ା୮: ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ପୁଣି ବନ୍ୟାସ୍ଥିତି ଉପୁଜିଛି। ସୁବର୍ଣ୍ଣରେଖା ଓ ବୈତରଣୀରେ ବନ୍ୟା ଆସିବାରୁ ଲକ୍ଷାଧିକ ଲୋକ ପ୍ରଭାବିତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଉଥିବାବେଳେ ବନ୍ୟା ବିପନ୍ନଙ୍କୁ ସ୍ଥାନାନ୍ତର, ଉଦ୍ଧାର, ରିଲିଫ୍‌ ବଣ୍ଟନରେ...

କେନ୍ଦ୍ରାପଡ଼ାକୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଇବା ଲାଗି ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୨ା୮: କେନ୍ଦ୍ରାପଡ଼ା ଜିଲାକୁ ଯାତ୍ରୀବାହୀ ରେଳ ଚଳାଚଳ ଦାବିରେ କେନ୍ଦ୍ରାପଡ଼ା ଜିଲା ବିକାଶ ପରିଷଦ ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏହି ଦାବିର ଯଥାର୍ଥତା ଥିବା ଦର୍ଶାଇ ରାଜ୍ୟପାଳ ଗତ ୨୦...

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ଜୟପୁର,୨୨ା୮ (ନି.ପ୍ର.): ପାରମ୍ପରିକ ଜୈବିକ ଚାଷର ପ୍ରଚାରପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା କୋରାପୁଟ ଜିଲାର ପଦ୍ମଶ୍ରୀ କମଳା ପୂଜାରୀ ରବିବାର ଅସୁସ୍ଥ ହୋଇପଡ଼ିଛନ୍ତି। କମଳା ଜ୍ୱର ସହ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଜୟପୁର...

ରଦ୍ଦ ହେଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ରାଶନ କାର୍ଡ

ମାଲକାନଗିରି, ୨୨ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ନାମରେ ରାଶନ କାର୍ଡ କରି ଜମି ଖଜଣା ବାବଦକୁ ଅର୍ଥ କମ୍‌ ଦେଇ ପଟ୍ଟା ହାତେଇବା ଘଟଣା ଶନିବାର ଜଣାପଡ଼ିବା ପରେ ଉକ୍ତ କାର୍ଡକୁ ରବିବାର ରଦ୍ଦ କରାଯାଇଛି।...

୨୩ରୁ ପୁଣି ବର୍ଷା: ତିନି ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ମାସକରେ ଲଗାତର ୩ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବା ଫଳରେ ରାଜ୍ୟରେ ବନ୍ୟା ପରିସ୍ଥିତି ଲାଗିରହିଛି। ଅଧିକାଂଶ ଅଞ୍ଚଳରେ ଲୋକେ ପାଣି ଘେରରେ ନାନା ଦୁର୍ଦ୍ଦଶା ଭିତରେ କାଳାତିପାତ କରୁଛନ୍ତି। ତେବେ ଦୁଇଦିନ ଧରି ଶୁଖିଲା ପାଗ...

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା: ସୁବର୍ଣ୍ଣରେଖାରେ ବଡ଼ ବନ୍ୟା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଭୟଙ୍କର ବନ୍ୟା ପରେ ଏବେ ଉତ୍ତର ଓଡ଼ିଶା ପାଇଁ ବିପଦ ସୃଷ୍ଟି ହୋଇଛି। ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗାଲୁଡିହ ବ୍ୟାରେଜରୁ ୬ଲକ୍ଷ କ୍ୟୁସେକ ପାଣି ଆସୁଛି। ଏହା ଫଳରେ ସୁବର୍ଣ୍ଣରେଖା ଅବବାହିକାରେ...

ବନ୍ୟାପାଣିରେ ଭାସି ଯାଇଥିଲା କାର: ମିଳିଲା ଶଳା, ଭିଣୋଇଙ୍କ ମୃତଦେହ

ସମ୍ବଲପୁର/କୁଚିଣ୍ଡା,୨୧ା୮(ବ୍ୟୁରୋ/ଡି.ଏନ୍‌.ଏ.):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଫାସିମାଲ- ଲଇଡ଼ା ରାସ୍ତାର ନକଟିପାଲି ଗାଁ ନିକଟସ୍ଥ ବାରଟେଙ୍ଗରା ନାଳ ବନ୍ୟାପାଣିରେ ଭାସି ଯାଇଥିବା କାର ଭିତରୁ ରବିବାର ଶଳା, ଭିଣୋଇଙ୍କ ମୃତଦେହ ଉଦ୍ଧାର ହୋଇଛି । ସେମାନେ ହେଲେ ଜମନକିରା ବ୍ଲକ କୁଚିଣ୍ଡା...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୩୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୩,୬୭୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

କମୁଛି ବୈତରଣୀ ଜଳସ୍ତର

ଆନନ୍ଦପୁର,୨୧ା୮(ସ୍ବ.ପ୍ର.): ବଙ୍ଗୋପସାଗରରେ ଲଘୁଚାପକୁ ଆଧର କରି କେନ୍ଦୁଝର ଜିଲାକୁ ରେଡ ଓ୍ବାର୍ନିଂ ତାଲିକା ଭୁକ୍ତ କରାଯାଇଥିଲା। ଆନନ୍ଦପୁର ଠାରେ ବର୍ଷାର ପ୍ରଭାବ କମ୍‌ ରହିଥିଲେ ସୁଦ୍ଧା ଉପରମୁଣ୍ଡ ଚମ୍ପୁଆ ଠାରେ ୨୦ ତାରିଖରେ ୧୦୨ ମିଲିମିଟର ବର୍ଷା ଓ ଅନ୍ୟ...

ମହାକାଳପଡ଼ା ଡଙ୍ଗା ଭାସିଯିବା ଘଟଣା: ଉଦ୍ଧାରକାରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ମହାକାଳପଡ଼ା,୨୧ା୮(ବ୍ୟୁରୋ/ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ବାହାକୁଦ ଘାଟରେ ଭାସିଯାଇଥିବା ଯାତ୍ରୀବାହୀ ଡଙ୍ଗାରୁ ଲୋକମାନଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଧାରକାରୀଙ୍କୁ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଅଗ୍ନିଶମ ବାହିନୀ, ବିଡିଓ, ତହସିଲଦାର,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri