ରାଜ୍ୟ

ପିଜି ନାମଲେଖା ଘୁଞ୍ଚିଲା

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ ହୋଇଥିବାବେଳେ ଆସନ୍ତା ୨୫ ତାରିଖରେ ମେଧା ତାଲିକା ପ୍ରକାଶ ପାଇଥାନ୍ତା। କିନ୍ତୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ...

ସେପ୍ଟେମ୍ବରରେ ଆସିବ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ସର୍ବଭାରତୀୟ ସ୍ତରରେ ସେପ୍ଟେମ୍ବର ୨ରେ ପ୍ରେକ୍ଷାଳୟକୁ ଆସୁଛି ଓଡ଼ିଆ ଫିଚର୍‌ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’। ଚଳଚ୍ଚିତ୍ରଟି ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଅନେକ ଫେଷ୍ଟିଭାଲରୁ ସଫଳତା ହାସଲ କରିସାରିଲାଣି। ତେବେ ଏହା ଓଡ଼ିଆମାନଙ୍କ ମନ ଜିଣିପାରିବ କି ନାହିଁ...

ବିକାଶ ପାଇଁ ପ୍ରତି ଓ୍ବାର୍ଡକୁ କୋଟିଏ

ଭୁବନେଶ୍ୱର, ୨୦।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଦ୍ୱିତୀୟ କର୍ପୋରେଶନ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଏମ୍‌ସି କାର୍ଯ୍ୟାଳୟରେ ଏହି ବୈଠକ ବସିଥିଲା। ଏଥିରେ ବିକାଶମୂଳକ କାର୍ଯ୍ୟ, ପରିମଳ ସମେତ ବିଭିନ୍ନ...

ଘରୋଇ ଚିକିତ୍ସାଳୟକୁ କାରଣ ଦର୍ଶାଅ ନୋଟିସ୍‌

କଟକ ଅଫିସ,୨୦ା୮: କଟକରେ ଡେଙ୍ଗୁ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସମ୍ପୃକ୍ତ ଯୁବକଙ୍କର ଡେଙ୍ଗୁ ଚିହ୍ନଟ ହେବା ପରେ ସେ ଚିକିତ୍ସିତ ହେଉଥିବା ଘରୋଇ ଚିକିତ୍ସାଳୟକୁ ଶୁକ୍ରବାର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।...

ମଧ୍ୟାହ୍ନଭୋଜନ ଖାଇ ୮୫ରୁ ଊର୍ଦ୍ଧ୍ୱ ପିଲା ଅସୁସ୍ଥ

କାମାକ୍ଷାନଗର, ୨୦।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନଭୋଜନ ଖାଇ ୮୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ପୋକରା ସୋୟା ବଡି ପାଇଁ ଏଭଳି ସ୍ଥିତି ଉପୁଜିଥିବା ପ୍ରଧାନ ଶିକ୍ଷୟିତ୍ରୀ, ଅଭିଭାବକ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୦ମ ଶ୍ରେଣୀ ଛାତ୍ରୀ

ବାଲେଶ୍ୱର ଅଫିସ, ୨୦ା୮: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ କ୍ଷୀରଚୋରା ଗୋପୀନାଥ ମନ୍ଦିର ନିକଟସ୍ଥ ପାଟଣାରାଇପୁର ଗ୍ରାମର ବାପଛେଉଣ୍ଡ ୧୦ମ ଶ୍ରେଣୀ ଛାତ୍ରୀ ସୁଭଦ୍ରା ପଣ୍ଡା ନିଜର ପାଠପଢ଼ା, ଋଗ୍‌ଣ ମା’ଙ୍କୁ ଚିକିତ୍ସା, ଭାଙ୍ଗିଯାଇଥିବା ଘରକୁ ସଜାଡ଼ିବା ଲାଗି...

ଭିକୁଙ୍କ ସ୍ତ୍ରୀଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୨୦ା୮(ବ୍ୟୁରୋ) : ଗଞ୍ଜାମ ଜିଲା ଭଞ୍ଜନଗରରେ ଅଫିସ ଖୋଲି ଚାକିରି ଦେବା ଆଳରେ ବହୁ ଆଶାୟୀଙ୍କଠାରୁ ୧.୯୧ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଲ୍ୟୁ ଖୋଳତାଡ଼ ଜାରି ରଖିଛି। ଏଥିରେ ସମ୍ପୃକ୍ତ ଥିବା ଏମ୍‌/ଏସ୍‌ କିନ୍ନି ଇନ୍‌ଫୋଟେକ୍‌ ପ୍ରାଇଭେଟ୍‌...

ସାନଭାଇକୁ ମାରିବାକୁ ଦେଇଥିଲେ ଲକ୍ଷେ ଟଙ୍କାର ସୁପାରି

ବଲାଙ୍ଗୀର ଅଫିସ,୨୦ା୮: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଗତ ୧୬ ତାରିଖ ସକାଳେ ଘଟିଥିବା ଅଜୁ ଦୋରା (୨୫) ହତ୍ୟା ଘଟଣାର ରହସ୍ୟ ଉନ୍ମୋଚନ କରିବାରେ ପୋଲିସ ସଫଳ ହୋଇଛି। ପାରିବାରିକ କଳହ ସାଂଘାତିକ ରୂପ ନେବା...

କାର୍ଯ୍ୟରେ ଯୋଗଦେଲେ ୫୫୦ ଟେକ୍ନିସିଆନ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାକୁ ଅଧିକ ଉନ୍ନତ କରିବା ଲାଗି ରାଜ୍ୟ ସରକାର ୫୫୦ ଲାବରେଟୋରି ଟେକ୍ନିସିଆନଙ୍କୁ ନିଯୁକ୍ତି ଦେଇଛନ୍ତି। ଲୋକସେବା ଭବନର ନୂତନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଯୋଡ଼ିହୋଇ...

୧୭ ପିଲା, ଶିକ୍ଷକ ଗୁରୁତର

ଦେବଗଡ଼, ୨୦ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପସି ପ୍ରାଥମିକ ବିଦ୍ୟାଳୟ ଉପରେ ବଜ୍ରପାତ ହେବାରୁ ୧୭ ଛାତ୍ରୀଛାତ୍ରଙ୍କ ସମେତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ଅପରାହ୍ନ ପ୍ରାୟ ଗୋଟାଏ ସମୟରେ ଶ୍ରେଣୀ କୋଠରୀରେ ପାଠପଢ଼ା ଚାଲିଥିବାବେଳେ ଏହି...

ସୁନ୍ଦରଗଡ଼ ମେଡିକାଲ କଲେଜରେ ୧୦୦ ସିଟ୍‌ ଲାଗି ଅନୁମୋଦନ

ସୁନ୍ଦରଗଡ଼, ୨୦।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ଶଙ୍କରାଠାରେ ନିର୍ମିତ ନୂତନ ସରକାରୀ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠପଢା ଲାଗି ନ୍ୟାଶନାଲ ମେଡିକାଲ କମିଶନ ବିଧିବଦ୍ଧ ଅନୁମତି ଦେଇଛନ୍ତି। ୧୦୦ ସିଟ୍‌ ଲାଗି ଏହି ମଞ୍ଜୁରୀ ମିଳିଛି। ୨୦୨୨-୨୩ ଶିକ୍ଷାବର୍ଷରୁ ପାଠପଢା ପାଇଁ...

କାଲି ଏହି ଜିଲାରେ ବନ୍ଦ ରହିବ ସ୍କୁଲ

ଭଦ୍ରକ ଅଫିସ,୧୯।୮: ରାଜ୍ୟରେ ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ବର୍ଷା ପରେ ସମ୍ଭାବ୍ୟ ବନ୍ୟାକୁ ନଜରରେ ଭଦ୍ରକ ଜିଲାରେ ୮ଟି ଅଗ୍ନିଶମ ବାହିନୀ ସହ ୨ଟି ଓଡ୍ରାଫ ଟିମ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri