ରାଜ୍ୟ

ଗାଁକୁ ନାହିଁ ରାସ୍ତା: ଷ୍ଟ୍ରେଚରରେ ବୁହାହେଲା ମୃତଦେହ

ଭବାନୀପାଟଣା,୧୯।୮(ସ୍ବ.ପ୍ର.): ଦାନ ମାଝୀ ଘଟଣା ଭଳି ପୁଣି ଥରେ ଦୁର୍ଗମ ଅଞ୍ଚଳରେ ଆଉ ଏକ ମୃତଦେହକୁ ସମ୍ମାନ ମିଳିନାହିଁ। ଗାଁକୁ ରାସ୍ତା ନ ଥିବାରୁ ୭ କିଲୋମିଟର ପର୍ଯ୍ୟନ୍ତ ମୃତଦେହକୁ ଷ୍ଟ୍ରେଚରରେ ସମ୍ପର୍କୀୟମାନେ ବୋହି ନେଇଥିବା ଦେଖିବାକୁ ମିଳିଛି। ଏଭଳି...

ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ସମ୍ବଲପୁର,୧୯।୮(ବ୍ୟୁରୋ): ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଶୁକ୍ରବାର ଲଗ୍ନ ଧାର୍ଯ୍ୟ ହୋଇଛି । ଆସନ୍ତା ସେପ୍ଟେମ୍ବର ୧ ତାରିଖ ପୂର୍ବାହ୍ନ ୧୦ ଟା ୫୬ ମିନିଟ୍‌ରୁ ୧୧ଟା୧୦ ମଧ୍ୟରେ ନବାହ୍ନ ଲାଗି ହେବ। ଉକ୍ତ ଦିନ ତୁଲା ଲଗ୍ନେ...

ଭୟଭୀତ ନ ହେବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ୨ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ ରହିବାକୁ କହିଛନ୍ତି। ଭୟଭୀତ...

ରାଜ୍ୟରୁ ଆଉ ୪୫୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୪୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩,୧୨,୯୦୧ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ...

ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବାକୁ ଜିଲାପାଳଙ୍କ ପରାମର୍ଶ

ବାଲେଶ୍ୱର ଅଫିସ,୧୯।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାର ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବା ପାଇଁ ଜନସାଧାରଣଙ୍କୁ ବାରଣ କରାଯାଇଛି। ଏ ନେଇ ଶୁକ୍ରବାର ଜିଲାପାଳ ଦତ୍ତାତ୍ରେୟ ଭାଉସାହେ ଶିନ୍ଦେ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାର...

ବନ୍ୟା ସ୍ଥିତିରେ ଆସୁଛି ସୁଧାର: ହୋଇନି ନୂଆଘାଇ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ମହାନଦୀରେ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଆଉ ଏକ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଏଭଳି ସ୍ଥିତି ବନ୍ୟା ପ୍ରଭାବିତ ଲୋକଙ୍କ ଚିନ୍ତା ବଢାଉଛି। ବର୍ତ୍ତମାନ ହୀରାକୁଦ...

ପାଠପଢ଼ା ବେଳେ ବିଦ୍ୟାଳୟରେ ବଜ୍ରପାତ: ୧୦ ଛାତ୍ରୀଛାତ୍ର ଗୁରୁତର

ଦେବଗଡ଼,୧୯।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପଶି ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ୧୦ଜଣ ଛାତ୍ରୀଛାତ୍ର ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ପାଇଁ ଦେବଗଡ଼...

କୃଷକଙ୍କ ଆୟ ବଢ଼ାଇବ ୟୁଏଆଇଏଲ୍‌ର ‘ଓ୍ବାଡି’ ପ୍ରକଳ୍ପ

ରାୟଗଡ଼ା ଅଫିସ,୧୯ା୮: କୃଷକଙ୍କ ଆୟକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ରାୟଗଡ଼ା ଜିଲା ଟିକିରି ସ୍ଥିତ ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ (ୟୁଏଆଇଏଲ୍‌)ପକ୍ଷରୁ ସିଏସ୍‌ଆର୍‌ କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟକାରୀ ହୋଇଛି ଓ୍ବାଡି ପ୍ରକଳ୍ପ। ୨୦୧୮ରୁ ନାବାର୍ଡ ସହଭାଗିତାରେ କାଶୀପୁର ବ୍ଲକର...

ପଥର ଭରସାରେ ୫ବର୍ଷ

ବଇଣ୍ଡା,୧୯ା୮(ଡି.ଏନ.ଏ.): ବର୍ଷା ହେଲେ ବ୍ରିଜ୍‌ ଉପରେ ପ୍ରବାହିତ ହେଉଛି ପାଣି। କ୍ଷତିଗ୍ରସ୍ତ ହେଉଛି ୨୭ ବର୍ଷର ପୁରୁଣା ପୋଲ। ବର୍ତ୍ତମାନ ସ୍ଥିତି ଏପରି ଯେ ଅତ୍ୟନ୍ତ ବିପଦପୂର୍ଣ୍ଣ ଅବସ୍ଥାକୁ ଚାଲିଆସିଛି ଉକ୍ତ ବ୍ରିଜ୍‌। ୫ ବର୍ଷ ହେଲା ଧୋଇଚାଲିଥିବାରୁ ଆଉ...

କୁନି ଛାତ୍ରଙ୍କ ଭିଡିଓ ଭାଇରାଲ ପରେ ଖୋଲୁଛି ସରକାରୀ ବିଦ୍ୟାଳୟର ଗୁମର

ବାଲେଶ୍ୱର ଅଫିସ,୧୯ା୮: ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ଗୁମର ଖୋଲିଛନ୍ତି  ତୃତୀୟ ଶ୍ରେଣୀ ଛାତ୍ର। ବିଦ୍ୟାଳୟକୁ ପଢ଼ିବାକୁ ଆସିଥିବା କୁନି ଛାତ୍ରଙ୍କୁ ପ୍ରଧାନଶିକ୍ଷକ ପ୍ରତ୍ୟେକ ଦିନ ପାଠପଢ଼ା ସମୟରେ ମଧ୍ୟାହ୍ନଭୋଜନ ପାଇଁ ସଉଦା ଆଣିବାକୁ ପଠାଉଛନ୍ତି। ଯାହାର ଭିଡିଓ ଗଣମାଧ୍ୟମ...

ପୁଣି ମାତିଲେ ମାଓବାଦୀ, ଜଣଙ୍କୁ କଲେ ହତ୍ୟା, ମୃତଦେହ ନିକଟରେ ଛାଡ଼ିଗଲେ ପୋଷ୍ଟର

ନୂଆପଡ଼ା ଅଫିସ,୧୯ା୮: ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାନି ଗାଁ ନିକଟରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣକୁ ହତ୍ୟା କରିଛନ୍ତି ମାଓବାଦୀ। କେବଳ ସେତିକି ନୁହେଁ, ମୃତଦେହ ନିକଟରେ ପୋଷ୍ଟର ଛାଡ଼ି ଚାଲି ଯାଇଥିବା...

ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ

ଦେବଗଡ଼,୧୯ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଆଉଁଳି ଗ୍ରାମରୁ ଶୁକ୍ରବାର ପ୍ରେମୀଯୁଗଳଙ୍କ ମୃତଦେହ ଜବତ କରାଯାଇଛି। ଏକ ମହୁଲ ଗଛରେ ରଶି ଲଗାଇ ଏହି ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ବେଳେ ଶୁକ୍ରବାର ସକାଳୁ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ମୃତ ଯୁବକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri