ରାଜ୍ୟ

ବିଏମ୍‌ସିର ବସିବ ଦ୍ୱିତୀୟ କର୍ପୋରେସନ ବୈଠକ

ଭୁବନେଶ୍ୱର, ୧୮।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର (ବିଏମ୍‌ସି)ରେ ଶୁକ୍ରବାର କର୍ପୋରେସନ ବୈଠକ ବସିବ। ନୂତନ କର୍ପୋରେଟର ଏବଂ ମେୟର ନିର୍ବାଚିତ ହେବାପରେ ଏହା ତାଙ୍କର ଦ୍ୱିତୀୟ କର୍ପୋରେସନ ବୈଠକ ହେବ। ଏଥିପାଇଁ ବିଏମ୍‌ସି ପକ୍ଷରୁ ଏଜେଣ୍ଡା ପ୍ରସ୍ତୁତ ହୋଇଯାଇଛି।...

ସୃଷ୍ଟି ହେଲା ଅବପାତ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଶୁକ୍ରବାର ଅବପାତ ସୃଷ୍ଟି ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ...

ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଓଡ଼ିଶା ଜଗରନଟ୍ସ

ଭୁବନେଶ୍ୱର,୧୯ା୮:ଅଲ୍‌ଟିମେଟ ଖୋଖୋ ଲିଗ୍‌ରେ ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ରହିଛି ଓଡ଼ିଶା ଜଗରନଟ୍ସ। ଶୁକ୍ରବାର ପୁଣେର ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ରାଜସ୍ଥାନ ଓ୍ବାରିୟର୍ସ ବିପକ୍ଷରେ ମ୍ୟାଚ୍‌ ରହିଥିବା ବେଳେ ପୁଣି ଥରେ ବିଜୟ ଧାରାକୁ ଫେରିବାକୁ ଦଳ ପ୍ରୟାସ କରିବ।...

‘ଶେଷରେ ଅଲୋଡ଼ା କିନ୍ନରକୁ ଭରସାକଲେ ମାତାପିତା’

ଭୁବନେଶ୍ୱର,୧୯।୮:ସାଧାରଣତଃ ମାତାପିତାଙ୍କଠାରୁ କିନ୍ନର ଶିଶୁଟିଏ ଜନ୍ମ ନେଲେ ତାକୁ ଅଲୋଡ଼ା ଭାବି ନବଜାତ ଶିଶୁଟିକୁ ଏଣେତେଣେ ଛାଡି ଦେଇଥାନ୍ତି। କିନ୍ତୁ କିଏ ଜାଣେ ଦୁର୍ଲଭ ମାନବ ଜନ୍ମ ପାଇଥିବା ସେହି ଶିଶୁଟି ପରବର୍ତ୍ତୀ ସମୟରେ କିନ୍ନର ହୋଇ ବି କେଉଁ...

ବିଜେଡି ପର୍ଯ୍ୟବେକ୍ଷକ ତାଲିକାରେ ପରିବର୍ତ୍ତନ

ଭୁବନେଶ୍ୱର, ୧୯ା୮(ବ୍ୟୁରୋ):ଦୀର୍ଘଦିନ ଧରି ବିଜେଡି ସାଙ୍ଗଠନିକ ସ୍ତରରେ ଅଦଳବଦଳ ହେବ ବୋଲି ଚର୍ଚ୍ଚା ଜୋର୍‌ ଧରିଥିଲା। ତେବେ ଏହି ଆଲୋଚନାର ଏକ ଝଲକ ଗୁରୁବାର ଦେଖିବାକୁ ମିଳିଛି। ବରିଷ୍ଠ ନେତାଙ୍କୁ ଏକାଧିକ ଜିଲାର ଦାୟିତ୍ୱ ପ୍ରଦାନ କରାଯାଇଥିବା ନେଇ ଏକ...

ପୁଣି ବଢ଼ିଲା ସମ୍ପତ୍ତି ତାଲିକା ଦାଖଲ ଅବଧି

ଭୁବନେଶ୍ବର, ୧୯ା୮(ବ୍ୟୁରୋ):ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସରକାରୀ ଅଧିକାରୀମାନେ ସେମାନଙ୍କ ସମ୍ପତ୍ତି ତାଲିକା ଦାଖଲ କରିବାରେ ଆଗ୍ରହ ଦେଖାଉନାହାନ୍ତି। ନିୟମତଃ ଗ୍ରୁପ୍‌ ‘ଏ’ ଠାରୁ ଆରମ୍ଭ କରି ଗ୍ରୁପ ‘ଡି’ କର୍ମଚାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ନିଜର ସମ୍ପତ୍ତି ତାଲିକା ପ୍ରତ୍ୟେକ ବର୍ଷ...

୧୩ ଜିଲାର ଅଢ଼େଇ ଲକ୍ଷ ଲୋକ ଜଳବନ୍ଦୀ

ଭୁବନେଶ୍ୱର,୧୯ା୮(ବ୍ୟୁରୋ):ବନ୍ୟା ଯୋଗୁ ୧୩ ଜିଲାର ୭୧ ବ୍ଲକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଥିରେ ୨୦୬୬ ଗ୍ରାମ ପ୍ରଭାବିତ ହୋଇଛି। ୪୭୦ ଗ୍ରାମ ଜଳଘେରରେ ରହିଥିବାବେଳେ ୨ ଲକ୍ଷ ୫୫ ହଜାର ୩୨୫ ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରାୟ ୫...

କାର୍ଯ୍ୟରେ ଅବହେଳା: ଫାଣ୍ଡି ଅଧିକାରୀ ସମେତ ୪ କନଷ୍ଟେବଳ ନିଲମ୍ବିତ

ମାଲକାନଗିରି/କୁଡୁମୁଲୁଗୁମ୍ମା,୧୮ା୮(ଡି.ଏନ.ଏ.): କାର୍ଯ୍ୟରେ ଅବହେଳା ଯୋଗୁ ମାଲକାନଗିରି ଜିଲା ଓର୍କେଲ ଥାନା ଅଧୀନରେ ଥିବା କୁଡୁମୁଲୁଗୁମ୍ମା ଫାଣ୍ଡିର ଫାଣ୍ଡି ଅଧିକାରୀ କମଳ ଲୋଚନ ନାୟକ ଓ ୪ ଜଣ କନଷ୍ଟେବଳଙ୍କୁ ଗୁରୁବାର ନିଲମ୍ବିତ କରାଯାଇଛି। ଏ ସମ୍ପର୍କରେ ଓର୍କେଲ ଥାନା ଭାରପ୍ରାପ୍ତ...

ରାଜ୍ୟରୁ ୫୦୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୫୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୩,୧୨,୪୪୯ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଗୁରୁବାର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା...

ମାଟି ଅତଡା ଖସି ଚାଲିଗଲା ୨ ଜୀବନ

କୋରାପୁଟ,୧୮।୮(ସ୍ବ.ପ୍ର.): କୋରାପୁଟ ଜିଲା ବୈପାରୀଗୁଡା ଗୁପ୍ତେଶ୍ୱର ମାଳିପଦର ଜଙ୍ଗଲରେ ଗୁରୁବାର ଏକ ଅଘଟଣ ଘଟିଛି। ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବା ପାଇଁ...

ଶୁକ୍ରବାର ଅବପାତ ରୂପ ନେବ ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ବଙ୍ଗଳାଦେଶ ଉପକୂଳରେ ବର୍ତ୍ତମାନ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ...

ପୁଣି ବନ୍ଦ ହେଲା ହୀରାକୁଦର ୪ ଗେଟ୍‌

ସମ୍ବଲପୁର, ୧୮।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଖୋଲାଯାଇଥିବା ୪୦ଟି ଗେଟ୍‌ ମଧ୍ୟରୁ ଗୁରୁବାର ୮ଟି ଗେଟ୍‌ ବନ୍ଦ ହୋଇଥିବା ବେଳେ ପୁଣି ଆଉ ୪ଟି ଗେଟ୍‌କୁ ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ୨୮ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଉପରମୁଣ୍ଡରେ ପ୍ରବଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri