ରାଜ୍ୟ

ଘୁଞ୍ଚିଲା ଏଏସ୍‌ଓ ଲିଖିତ ପରୀକ୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ତାରିଖରେ ହେବାକୁ ଥିବା ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ଲିଖିତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏନେଇ ଓପିଏସ୍‌ସି ପକ୍ଷରୁ...

ବଜ୍ରକାପ୍ତା ପାଇଁ ବନ୍ଦ ହେଉ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର, ୧୮ା୮(ବ୍ୟୁରୋ):    ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଆଦିମାତା କଲୋନୀସ୍ଥିତ ‘ମୋ ବସ’ ଡିପୋରେ ଚାଲିଥିବା ନିର୍ମାଣ କାମକୁ ବନ୍ଦ କରି ବଜ୍ରକାପ୍ତାଙ୍କୁ ସୁରକ୍ଷା ଦିଆଯାଉ ବୋଲି ପ୍ରାଣୀ ବିଶେଷଜ୍ଞମାନେ ଦାବି ଜଣାଇଛନ୍ତି। ଏନେଇ ୱାଇଲ୍ଡ ଲାଇଫ୍‌ ସୋସାଇଟି ଅଫ୍‌...

୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜାଲ, ଡଙ୍ଗା ଜାଳିଦେଲେ ଦୁର୍ବୃତ୍ତ

ନିରାକାରପୁର,୧୮ା୮(ଡି.ଏନ୍‌.ଏ.): କାଳୁପଡ଼ା ଘାଟ ଅନ୍ତର୍ଗତ ଜରିପଡ଼ା ଜଗନ୍ନାଥପୁର ଘାଟରେ ଗୁରୁବାର ଡଙ୍ଗା ଏବଂ ଜାଲ ପୋଡ଼ିଦେଇଛନ୍ତି କେହି ଦୁର୍ବୃତ୍ତ। ଫଳରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜାଲ ଏବଂ ଡଙ୍ଗା ନଷ୍ଟ ହୋଇଛି। ଘଟଣାସ୍ଥଳରେ ପୋଲିସ କିମ୍ବା ନିଆଁକୁ ଆୟତ୍ତ...

ଗ୍ୟାସ୍‌ ପାଇପ୍‌ ବିଛା କାମରେ ବ୍ୟାସନଗର ସହର ଖିନ୍‌ଭିନ୍‌

ଯାଜପୁର ରୋଡ,୧୮ା୮(ଡି.ଏନ.ଏ.): ବ୍ୟାସନଗରରେ ସହରରେ ଭାରତ ଗ୍ୟାସ ପକ୍ଷରୁ ପାଇପ ପିଛା କାର୍ଯ୍ୟରେ ନିୟୋଜିତ ଠିକାସଂସ୍ଥାକୁ କଳା ତାଲିକାଭୁକ୍ତ କରିବାକୁ ପ୍ରଶାସନିକ ଚେତାବନୀ ଦିଆଯାଇଛି। କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର ଏନେଇ ସୂଚନା ଦେଇଛନ୍ତି। ଗ୍ୟାସ ପାଇପ...

ପାଣିକୁଣ୍ଡରେ ପଡ଼ି ଶିଶୁର ଜୀବନଗଲା

ବାଲେଶ୍ୱର ଅଫିସ,୧୮ା୮: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧିନସ୍ଥ ବେଗୁନିଆ ଗ୍ରାମର ଗୋବିନ୍ଦ ସିଂଙ୍କ ୪ ବର୍ଷର ଶିଶୁପୁତ୍ର ଖେଳୁଥିବା ବେଳେ ଘର ଆଗରେ ଥିବା ପାଣି କୁଣ୍ଡରେ ପଡ଼ିଯାଇଥିଲେ। କିଛି ସମୟ ପରେ ପରିବାର ଲୋକେ ଦେଖି ଶିଶୁପୁତ୍ରଙ୍କୁ...

ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କାହାର ନା କାହାର ଜୀବନ ନେଉଛି କରୋନା। ଗୁରୁବାର ଆଉ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାର ୭୧ ବର୍ଷୀୟ...

ମୁହାଣରୁ ମିଳୁଛି ଔଷଧୀୟ ନୀଳହରିତ ଶୈବାଳ

ପୁରୀ ଅଫିସ,୧୮।୮: କୋଭିଡ୍‌ ସଂକ୍ରମଣ ସମୟରେ ମଣିଷ ଶରୀରରେ ରୋଗ ପ୍ରତିରୋଧକ ଶକ୍ତିର ଅବକ୍ଷୟ ପ୍ରମୁଖ ସ୍ବାସ୍ଥ୍ୟଗତ ସମସ୍ୟା ହୋଇଛି। ସମ୍ପ୍ରତି ସଂକ୍ରମଣ ପୂର୍ବ ଭଳି ଶୀର୍ଷରେ ନ ଥିଲେ ମଧ୍ୟ କରୋନାର ନୂଆ ଭାରିଆଣ୍ଟ ପୁଣି ଥରେ ରୋଗ...

ପୁଣି ଡାକ୍ତରଖାନା ଛାତରୁ ଡେଇଁଲେ ରୋଗୀ, ଚାଲିଗଲା ଜୀବନ

ଢେଙ୍କାନାଳ ଅଫିସ,୧୮ା୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଅଘଟଣ। ଗୁରୁବାର ଭୋର୍‌ ସମୟରେ ଦୁର୍ଯ୍ୟୋଧନ ନାୟକ (୫୦) ନାମକ ଜଣେ ରୋଗୀ ଜିଲା ମୁଖ୍ୟ ଚିକିତ୍ସାଳୟର ୪ ମହଲାରୁ ଡେଇଁ ମୃତ୍ୟୁବରଣ କରିଛନ୍ତି। ଚିକିତ୍ସାରେ ଅବହେଳା ଓ ସୁରକ୍ଷା...

ଆଜି ରାଜ୍ୟରୁ ୪୮୨ ପଜିଟିଭ୍‌ ଚିହ୍ନଟ, ୧୩,୨୪,୦୬୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୪୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୦୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮୩ ଜଣ ଚିହ୍ନଟ...

ଅକଳରେ ଫସିଛି ୨ ବ୍ରିଜ୍‌: ୩ ବର୍ଷ ବିତିଲା, ଆରମ୍ଭ ହେଉନାହିଁ ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୮।୮:ନଦୀରେ ଚାଲିବ ପଣ୍ୟବାହୀ ଜାହାଜ। ଶିଳ୍ପ ସମୃଦ୍ଧ ଅଞ୍ଚଳରୁ ଉତ୍ପାଦିତ ସାମଗ୍ରୀ, ବଡ଼ବଡ଼ ମେଶିନ ସହଜରେ ପରିବହନ ହେବ। ଏହାଦ୍ୱାରା କେବଳ ସମୟ ଅପଚୟକୁ ରୋକାଯାଇପାରିବ ତାହା ନୁହେଁ, ଖର୍ଚ୍ଚ ମଧ୍ୟ ବହୁ ପରିମାଣରେ ହ୍ରାସ ପାଇବ।...

ଜଳବନ୍ଦୀଙ୍କୁ ଘାରୁଛି ସାପ ଭୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ) : ଏବେ ଓଡ଼ିଶାର ଉତ୍ତର ଓ ଉପକୂଳ ଜିଲାଗୁଡିକରେ ବନ୍ୟା ବିତ୍ପାତ ଦେଖାଦେଇଛି। ବହୁ ଗାଁ ପାଣି ଘେରରେ ଥିବାବେଳେ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। ବିପନ୍ନ ମଣିଷ ଓ ଗୃହପାଳିତ ପ୍ରାଣୀଙ୍କ ପାଇଁ ଖାଦ୍ୟ ଓ ପାନୀୟ...

ଆଜି ରାତିରୁ ଲଘୁଚାପ ବର୍ଷା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ଗାଁରେ ବନ୍ୟା ପାଣି ଲହଡ଼ି ମାରୁଛି । ବନ୍ୟା ପ୍ରପୀଡ଼ିତଙ୍କ ଦୁର୍ଦ୍ଦଶା ଯାଇ ନ ଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଭୂପୃଷ୍ଠରୁ ୫.୮ କି.ମି. ଉପରେ ଏକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri