ରାଜ୍ୟ

ଭିଜିଲାନ୍ସ ପଞ୍ଝାରେ ଲ୍ୟାମ୍ପ୍‌ସ ଏମ୍‌ଡି

କୋରାପୁଟ/ନାରାୟଣପାଟଣା,୧୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଆଲମଣ୍ଡା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ଆର୍‌ ରାମକୃଷ୍ଣ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ଚାଷୀଙ୍କଠାରୁ ୩୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ କାବୁ କରିଛି। ଏଥିସହ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୫୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୧,୯୪୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ପୁଣି ଏକ ମାଈହାତୀର ମୃତ୍ୟୁ

ବଣାଇ,୧୭ା୮(ସ୍ବ.ପ୍ର.): ସାରା ରାଜ୍ୟରେ ହାତୀ ମୃତ୍ୟୁ ନେଇ ଚିନ୍ତା ପ୍ରକଟ କରାଯାଉଥିବା ବେଳେ ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡ଼ା ରେଞ୍ଜର କୁସୁମଡିହି ସେକ୍ସନର କେନ୍ଦୁଡିହି ନିକଟରେ ବୁଧବାର ପୁଣି ଏକ ମାଈହାତୀର ମୃତ୍ୟୁ ହୋଇଛି। ଖବର ପାଇ ଘଟଣାସ୍ଥଳରେ...

ପୁରୀ ଜିଲାରେ ୨ ଦିନ ସ୍କୁଲ ଛୁଟି

ପୁରୀ ଅଫିସ,୧୭।୮: ବନ୍ୟା ପରିସ୍ଥିତି ପାଇଁ ପୁରୀ ଜିଲାରେ ୨ ଦିନ ଲାଗି ସ୍କୁଲ ଛୁଟି । ୧୭ ତାରିଖ ଏବଂ ୧୮ ତାରିଖ ଦୁଇ ଦିନ ସ୍କୁଲ ଛୁଟି ରହିବ ବୋଲି ଜିଲାପାଳ ସମର୍ଥ ବର୍ମା ଘୋଷଣା କରିଛନ୍ତି।...

ପ୍ରକାଶ ପାଇଲା ଯୁକ୍ତ ୨ କଟ୍‌ଅଫ୍‌ ମାର୍କ ତାଲିକା: ବିଜ୍ଞାନ-ବାଣିଜ୍ୟରେ ରେଭେନ୍ସା ଶୀର୍ଷରେ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ କଟ୍‌ ଅଫ୍‌ ମାର୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ରେଭେନ୍ସା ଶୀର୍ଷରେ ରହିଥିବା ବେଳେ କଳା ବିଭାଗରେ କୃଷ୍ଣପ୍ରସାଦ ଶୀର୍ଷରେ ରହିଛି। ରେଭେନ୍ସାରେ ବିଜ୍ଞାନରେ ସାଧାରଣ...

ଦିଲ୍ଲୀ ପୋଲିସରେ ହାଜର ହେବାକୁ ବର୍ଷାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୭ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଦିଲ୍ଲୀ ପୋଲିସରେ ୧୫ ଦିନ ମଧ୍ୟରେ ହାଜର ହେବାକୁ ବୁଧବାର ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବର୍ଷା ତାଙ୍କ ସ୍ବାମୀ ଅନୁଭବ ମହାନ୍ତିଙ୍କ କର୍ମଚାରୀଙ୍କ ପ୍ରତି ଜାତିଆଣ ଆକ୍ଷେପ କରିଥିବା ନେଇ...

ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଡିଗ୍ରୀ ଫଳାଫଳ ପ୍ରକାଶ

କେନ୍ଦୁଝର,୧୭ା୮(ସ୍ବ.ପ୍ର.): ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଡିଗ୍ରୀ ରେଗୁଲାର ଓ ବ୍ୟାକ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳା, ବାଣିଜ୍ୟ, ବିବିଏ ଓ ବିଜ୍ଞାନରେ ସମୁଦାୟ ପାସ୍‌ ହାର ୯୩.୭୧ ପ୍ରତିଶତ ରହିଛି। କଳାରେ ପାସ୍‌ ହାର ୯୫.୮୮...

‘ବନ୍ୟା ସ୍ଥିତିର ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ’

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଲଘୁଚାପ ବର୍ଷା ପ୍ରଭାବରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବନ୍ୟା ସ୍ଥିତିକୁ ନେଇ ବୁଧବାର ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସମୀକ୍ଷା କରିଛନ୍ତି। ଏହାସହ ବନ୍ୟା ସ୍ଥିତିର ମୁକାବିଲା ପାଇଁ...

ମୁଣ୍ଡଳୀରେ ଖସୁଛି ଜଳସ୍ତର

କଟକ ଅଫିସ,୧୭।୮: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଅନେକ ଜିଲା ପାଣି ଘେରରେ ଅଛନ୍ତି। ତେବେ ମୁଣ୍ଡଳୀରେ ଜଳସ୍ତର ସାମାନ୍ୟ ଖସିଥିବା ଜଣାପଡିଛି। ହେଲେ ଏବେ ବି ମହାନଦୀ ବିପଦ ସଙ୍କେତ...

୨୪ ଘଣ୍ଟା ଯାଏ ବନ୍ୟାର ସମାନ ସ୍ଥିତି

ଭୁବନେଶ୍ୱର,୧୭।୮(ବୂ୍ୟରୋ): ମୁଣ୍ଡଳିରେ ଜଳସ୍ତର କମିଥିଲେ ମଧ୍ୟ ମହାନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବନ୍ୟା ସ୍ଥିତି ବଳବତ୍ତର ରହିବ ବୋଲି ବୁଧବାର ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର...

ବନ୍ୟା ସ୍ଥିତିର ସମୀକ୍ଷା କରିବେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଲଘୁଚାପ ବର୍ଷା ପ୍ରଭାବରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମହାନଦୀ ଓ ତାର ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ୧୦ ଜିଲା ଏବେ ପାଣି ଘେରରେ ଅଛନ୍ତି। ନଦୀଗୁଡିକ ବିପଦସଙ୍କେତ ଟପିଥିବା ବେଳେ ବିଭିନ୍ନ...

ଆଜି ରାଜ୍ୟରେ ୨୮୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୪୦ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୬୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୫ ଲୋକାଲ କେସ୍‌ ଥିବା ରାଜ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri