ରାଜ୍ୟ

ପୂର୍ବ ଶତ୍ରୁତାରୁ ଜେଲ ଫେରନ୍ତାଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କିଛି ଦିନର ନୀରବତା ପରେ ରାଜଧାନୀ ରାସ୍ତାରେ ରକ୍ତର ଛିଟା ପଡ଼ିଛି। ମଙ୍ଗଳବାର ନୟାପଲ୍ଲୀ ଥାନା ଅନ୍ତର୍ଗତ ଜୟଦେବବିହାର ବିଜୁ ପଟ୍ଟନାୟକ କଲେଜ ଛକରେ ଜଣେ ଜେଲ ଫେରନ୍ତାଙ୍କୁ ତାଙ୍କ ଗୋଷ୍ଠୀର ୬ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି।...

କମିଶନରେଟ୍‌ ପୋଲିସର ଗଣେଶ ପୂଜା ପ୍ରସ୍ତୁତି ବୈଠକ

କଟକ ଅଫିସ,୧୭ା୮: କଟକ ସହରର ବିଭିନ୍ନ ମଣ୍ଡପରେ ଆସନ୍ତା ୩୧ ତାରିଖରେ ଗଣେଶ ପୂଜା ଅନୁଷ୍ଠିତ ହେବ। ଏହାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ କଟକ ସାରଳା ଭବନଠାରେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ...

ମହାନଦୀରେ ବନ୍ୟା: ବହୁ ଗ୍ରାମ ଜଳବନ୍ଦୀ

ବାଙ୍କୀ/ଆଠଗଡ଼/ବଡ଼ମ୍ବା/ତିଗିରିଆ, ୧୭ା୮(ସ୍ବ.ପ୍ର./ଡି.ଏନ୍‌.ଏ): ମହାନଦୀରେ ବନ୍ୟା ଯୋଗୁ କଟକ ଜିଲାର ବିଭିନ୍ନ ଗ୍ରାମ ଜଳାର୍ଣ୍ଣବ ହୋଇଯାଇଛି। ବହୁ ଗ୍ରାମରେ ଯାତାୟାତ ଠପ୍‌ ହୋଇଯାଇଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ଗ୍ରାମରେ ସହାୟତା ଯୋଗାଇ ଦିଆଯାଉଛି। ବାଙ୍କୀ-କଟକ ମୁଖ୍ୟ ରାସ୍ତାର କଇଁମୁଣ୍ଡି ଠାରୁ ପାଥପୁର...

ମା’ ସମ୍ମୁଖରେ ପୁଅକୁ ହାଣିଦେଲେ

ବଲାଙ୍ଗୀର ଅଫିସ,୧୭ା୮: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ଭିତରେ ମଙ୍ଗଳବାର ସକାଳୁ ଏକ ହତ୍ୟାକାଣ୍ଡ ଘଟିଛି। ମା’ ସମ୍ମୁଖରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ୨ ଦୁର୍ବୃତ୍ତ ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ମୃତକ ହେଲେ...

ଜୀବନ ହାନି ନ ହେବା ସୁନିଶ୍ଚିତ କର

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କୌଣସି ଗୋଟିଏ ଜୀବନ ଯେପରି ହାନି ନ ହୁଏ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣ ଜୀବନ ଯାତ୍ରାରେ ଯେପରି ବ୍ୟାପକ ଅସୁବିଧା...

ଜୁନ୍‌ ସୁଦ୍ଧା ୪୩୩ ନୂଆ ଆର୍‌ଆଇ ଅଫିସ୍‌

ଭୁବନେଶ୍ବର, ୧୭ା୮(ବ୍ୟୁରୋ): ୨୦୧୯ ଜୁଲାଇରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ‘୫-ଟି’ରେ ଅନ୍ତର୍ଭୁକ୍ତ ହୋଇଥିଲା। ଏହାପରେ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସେବା ପ୍ରଦାନରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି। ରାଜ୍ୟରେ ୪୩୩ ନୂତନ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ପଦବୀ ସୃଷ୍ଟି...

ବଙ୍ଗଳାଗୁଡ଼ା ପୋଲ ଭୁଶୁଡ଼ିଲା

କୋରାପୁଟ,୧୭ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଅପରାହ୍ନରେ କୋରାପୁଟ-ରାୟଗଡ଼ା ୩୨୬ ନଂ. ଜାତୀୟ ରାଜପଥର ବଙ୍ଗଳାଗୁଡ଼ା-ଲେନ୍ଦିରିମାଳିଗୁଡା ମଧ୍ୟରେ ଥିବା ଏକ ପୁରୁଣା ପୋଲ ଭୁଶୁଡିପଡିଛି। ଏଥିଯୋଗୁ କୋରାପୁଟ ଓ ପୋଡାଗଡ଼ ମଧ୍ୟରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି।...

୧୦ ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ୭ ଦିନ ବାତିଲ

ଭୁବନେଶ୍ବର, ୧୭ା୮(ବ୍ୟୁରୋ): ଉପରମୁଣ୍ଡରେ ଅଧିକ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ସପ୍ତାହକ ପାଇଁ ବାତିଲ କରିଛନ୍ତି। ଏପରିକି...

ମୁଣ୍ଡଳୀରେ ୧୨ଲକ୍ଷ କ୍ୟୁସେକ ଜଳ ପ୍ରବାହିତ

କଟକ ଅଫିସ, ୧୭ା୮: ଲଘୁଚାପ ଜନିତ ବର୍ଷା ଓ ହୀରାକୁଦ ଜଳ ଭଣ୍ଡାରର ୩୪ଟି ଗେଟ୍‌ ଦେଇ ଜଳ ନିସ୍କାସନ ପରେ ତଳମୁଣ୍ଡରେ ବନ୍ୟାସ୍ଥିତି ଦେଖାଦେଇଛି। ମଙ୍ଗଳବାର ମଧ୍ୟାହ୍ନରୁ ମୁଣ୍ଡଳୀଠାରେ ୧୨ ଲକ୍ଷ କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି। ମୁଣ୍ଡଳୀ...

ପରିବା ଦର ଆକାଶଛୁଆଁ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ମହଙ୍ଗା ଦରଦାମ୍‌ରେ ଖାଉଟି ହନ୍ତସନ୍ତ ହେଉଥିବାବେଳେ ଦାଉ ସାଧିଛି ସାମ୍ଭାବ୍ୟ ବନ୍ୟା। ଲଗାଣ ବର୍ଷାରେ ଚାଷଜମି ଜଳମଗ୍ନ ହୋଇଥିବାରୁ ଫସଲ ନଷ୍ଟ ହେବାରେ ଲାଗିଛି। ଫଳରେ ପରିବା ଦର ଆକାଶଛୁଆଁ ହୋଇଛି। ବଜାରକୁ ଗଲେ ପକେଟ ଖାଲି...

ବୁଡ଼ିଛି ମହାନଦୀ ତଳ ଅଞ୍ଚଳ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଜଗତ୍‌ସିଂହପୁର, ଯାଜପୁର, ପୁରୀ, କଟକ, ନୟାଗଡ଼ ଜିଲାରେ ବନ୍ୟା ବିତ୍ପାତ ଦେଖାଦେଇଛି। ନଦୀ ପାଖ ଗାଁଗଣ୍ଡାରେ ବନ୍ୟା ପାଣି ମାଡ଼ିଯାଇଛି। ଯାଜପୁର, ପୁରୀ, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ଘାଇ...

୨୨କୁ ବୃଦ୍ଧି ପାଇଲା ଖରିଫ ଧାନ ସଂଗ୍ରହ ପଞ୍ଜୀକରଣ ଅବଧି

ଭୁବନେଶ୍ବର,୧୬ା୮(ବ୍ୟୁରୋ): ରାଜ୍ୟ ସରକାର ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟାର ସମୟ ଅବଧିକୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ସମସ୍ତ କୋଅପରେଟିଭ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri