ରାଜ୍ୟ

ହୀରାକୁଦରେ ଖୋଲିଲା ଆଉ ୫ ଗେଟ୍‌

ଭୁବନେଶ୍ୱର,୧୬।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଏ ନେଇ ଆଉ ୫ଟି ଗେଟ୍‌ ଖୋଲାଯାଇଛି। ଏହାକୁ ମିଶାଇ ମୋଟ ୩୧ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍‌...

ମଧ୍ୟରାତ୍ରି ପର୍ଯ୍ୟନ୍ତ ଉଡିଲା ତ୍ରିରଙ୍ଗା

ସାରସକଣା,୧୬।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସ୍ବାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କରାଯାଇଥିଲା। ମାତ୍ର ମଧ୍ୟ ରାତ୍ରି ପର୍ଯ୍ୟନ୍ତ ତିରଙ୍ଗା ଅବତରଣ କରା ନ ଯିବା ନେଇ ସ୍ଥାନୀୟ ଜନସାଧାରଣ ଅଧିକାରୀମାନଙ୍କ ଦାହିତ୍ୱହୀନତା ନେଇ...

ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଣ୍ଡଳିରେ ମଙ୍ଗଳବାର ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବ। ତେଣୁ ଆଗାମୀ ୪୮ ଘଣ୍ଟା ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା କହିଛନ୍ତି। ତଣୁ ନଦୀ ବନ୍ଧକୁ ଜଗିବା ଜରୁରୀ ବୋଲି...

ବନ୍ୟା ପ୍ରଭାବିତ ସ୍କୁଲ ବନ୍ଦ ଲାଗି ଜିଲାପାଳଙ୍କ ନିର୍ଦ୍ଦେଶ

ଜଗତସିଂହପୁର ଅଫିସ,୧୬।୮: ଜଗତସିଂହପୁର ଜିଲାର କେତେକ ସ୍ଥାନରେ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି । ମହାନଦୀ ଓ ଦେବୀ ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିଯୋଗୁ କେତେକ ବିଦ୍ୟାଳୟ...

ବାବା ସିଂହନାଥ ମହାଦେବ, ମା’ ଭଟାରୀକା ମନ୍ଦିରରେ ପଶିଲା ବନ୍ୟା ଜଳ

ନରସିଂହପୁର,୧୬।୮(ସ୍ବ.ପ୍ର.): କଟକ ଜିଲା ବଡମ୍ବା ଗୋପୀନାଥପୁର ନିକଟ ମହାନଦୀ ମଝିରେ ଥିବା ପାହାଡ଼ରେ ପ୍ରସିଦ୍ଧ ବାବା ସିଂହନାଥ ମହାଦେବଙ୍କ ମନ୍ଦିର ଭିତରେ ମହାନଦୀର ବନ୍ୟାଜଳ ପ୍ରବେଶ କରିଛି । ମନ୍ଦିର ସମେତ ପରିସର ବନ୍ୟା ପାଣି ଘେରରେ ରହିଛି। ଫଳରେ...

୨୭ ଗାଁ ପାଣି ଘେରରେ, ବନ୍ଦହେଲା ୩୨ ସ୍କୁଲ

ନୟାଗଡ଼ ଅଫିସ,୧୬।୮: ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଦେଖାଦେଇଛି। ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସିବା ଫଳରେ ନୟାଗଡ଼ ଜିଲା ଗଣିଆ ବ୍ଲକର ୨୭ ଗାଁ ପାଣି ଘେରରେ ରହିଛି। ମହାନଦୀର ବଡ଼ମୂଳ ମାଳିସାହି ଗେଜ ସେଣ୍ଟରରେ ୪୧...

ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି। ସବୁ ପ୍ରକାର ବିପର୍ଯ୍ୟୟରେ ‘ସବୁ ଜୀବନ ମୂଲ୍ୟବାନ’ ବୋଲି ସେ କହିଛନ୍ତି। ଯେପରି କୌଣସି ପରିସ୍ଥିତିରେ ଗୋଟିଏ ବି ଜୀବନ ହାନି ନ ହୁଏ ଏବଂ...

୬୨୬ ଫୁଟ୍‌ରେ ହୀରାକୁଦର ଜଳସ୍ତର: ପୁଣି ଖୋଲିପାରେ ଅଧିକ ଗେଟ୍‌

ସମ୍ବଲପୁର,୧୬ା୮(ବ୍ୟୁରୋ): ଉପର ମୁଣ୍ଡରେ ଲଗାଣ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ମଙ୍ଗଳବାର ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍‌ରୁ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଡରେ ଡ୍ୟାମ୍‌କୁ ୭ଲକ୍ଷ ୬୫ ହଜାର...

‘ଆସନ୍ତା ୩ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀରେ ଉପରମୁଣ୍ଡ ଓ ତଳମୁଣ୍ଡରେ ବର୍ଷା ହେବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ବିଭିନ୍ନ ନଦୀ ବିପଦସଙ୍କେତ ପାର କରିଛି। ଆସନ୍ତା ୩ ଘଣ୍ଟାରେ ବନ୍ୟା ପିକ୍‌ ଛୁଇଁବ ବୋଲି ଜଳ ସମ୍ପଦ ବିଭାଗର...

ମା’ ଆଗରେ ପୁଅଙ୍କୁ ଖଣ୍ଡାରେ ହାଣି ହତ୍ୟା

ବଲାଙ୍ଗୀର ଅଫିସ,୧୬।୮: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ କ୍ୟାମ୍ପସ ପରିସରରେ ମଙ୍ଗଳବାର ସକାଳେ ଏକ ଅଘଟଣ ଘଟିଛି। ୨ ଜଣ ଯୁବକ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ସୁଦପଡ଼ା ନିବାସୀ ଅଜୁ ଦୋରା(୨୫)।...

ଆଜି ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଲଗାଣ ବର୍ଷା ଯୋଗୁ ରାଜ୍ୟରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଅର୍ଥାତ୍‌ ଆଜି ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତି ସମୀକ୍ଷା କରିବେ। ଏହି ବୈଠକରେ ବହୁ ବରିଷ୍ଠ...

କରୋନାରେ ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୬।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୬୦ ବର୍ଷୀୟ ବ୍ୟକ୍ତି। ସେ ରାୟଗଡା ଜିଲାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri